କୋକସରା ବ୍ଳକରେ ନୂତନ ବିଡ଼ିଓଙ୍କ ଯୋଗଦାନ

koksara new BDO Join

କଳାହାଣ୍ଡି: (ରିପୋର୍ଟ ପ୍ୟାରିଲାଲ ଦୁର୍ଗା): କୋକସରା ବ୍ଳକରେ ଗୁରୁବାର ନୂତନ ବିଡିଓ ଭାବେ ହିମାଞ୍ଚଳ ମାଝୀ ଯୋଗ ଦେଇଛନ୍ତି । ଏବଂ ଭାରପ୍ରାପ୍ତ ବିଡ଼ିଓ ବିଶ୍ବନାଥ ରାଉତଙ୍କଠାରୁ ସେ’ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଡିଓ ଶ୍ରୀମାଝୀ ଏହା ପୂର୍ବରୁ ମାଲକାନଗିରି ଜିଲ୍ଲା ମାଥିଲି ବ୍ଳକରେ କାର୍ଯ୍ୟରତ ରହିଥିଲେ । ସେ’ କାର୍ଯ୍ୟରେ ଯୋଗଦେବା ପରେ ବ୍ଳକ କାର୍ଯ୍ୟାଳୟ ପକ୍ଷରୁ ସହକାରୀ ଯନ୍ତ୍ରୀ ସର୍ବେଶ୍ୱର ପ୍ରଧାନ, ବରିଷ୍ଠ କିରାଣୀ ବିନୋଦ ନାଏକ, ହିସାବ ରକ୍ଷକ ଅଶୋକ ସେଠି,… Continue reading କୋକସରା ବ୍ଳକରେ ନୂତନ ବିଡ଼ିଓଙ୍କ ଯୋଗଦାନ

ବିକାଶର ରିପୋର୍ଟ କାର୍ଡ ପ୍ରଦାନ କଲେ ସରପଞ୍ଚ

pressmeet at jayadev election area for report card annucment

ଭୁବନେଶ୍ୱର: ଜୟଦେବ ନିର୍ବାଚନ ମଣ୍ଡଳୀରେ ପ୍ରଥମ ଥର ପାଇଁ ସରପଞ୍ଚ ନିଜର ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ବାଲିଅନ୍ତା ବ୍ଲକ ଉମାଦେଇବ୍ରହ୍ମପୁର ପଞ୍ଚାୟତର‌ ସରପଞ୍ଚ ଭାବେ ରମାଲତା ନାୟକ ନିର୍ବାଚିତ ହେବା ପରେ ୨ ବର୍ଷ ୮ ମାସ ମଧ୍ୟରେ ସେ କରିଥିବା ବିଭନ୍ନ ଜନହିତକର ଏବଂ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ‘ବିକାଶର ରିପୋର୍ଟ କାର୍ଡ’ ପ୍ରଦାନ କରିଛନ୍ତି। ସୁଦର୍ଶନ ଦାରୁ ପୀଠ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମୀଳନୀରେ ସରପଞ୍ଚ ଶ୍ରୀମତୀ ନାୟକ ଅଢେଇ ବର୍ଷରୁ… Continue reading ବିକାଶର ରିପୋର୍ଟ କାର୍ଡ ପ୍ରଦାନ କଲେ ସରପଞ୍ଚ

You cannot copy content of this page