ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠିତ

ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ପଂଚାୟତର ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ହୋଇଯାଇଛି । ପ୍ରଧାନ ଶିକ୍ଷକ ଗୋବର୍ଦ୍ଧନ ବେହେରା ଓ ସିଆରସିସି ମଣିବ୍ରତ ଦାସ ଅଧ୍ୟକ୍ଷତାରେ ୧୫ଜଣ କମିଟି ମେମ୍ବରଙ୍କୁ ନେଇ ଚେୟାରମ୍ୟାନ ଓ ଭାଇସ୍ ଚେୟାରମ୍ୟାନ ଚୟନ କରାଯାଇଥିଲା । ସର୍ବସମ୍ମତି କ୍ରମେ ସମାଜସେବୀ ବିମଳ କୁମାର ରଣା ପରିଚାଳନା କମିଟି ଅଧ୍ୟକ୍ଷ ଓ ଆନି ସେନାପତି ଉପାଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଛନ୍ତି । ଅନ୍ୟ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠିତ

ଡମଶାଳ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ଭୁବନ: ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମ ପଂଚାୟତ ଡମଶାଳ ଉଚ୍ଚ ବିଦ୍ୟାଳୟର ପରିଚାଳନା କମିଟି ଗଠନ ହୋଇଯାଇଛି । ରାଜ୍ୟ ସରକାରଙ୍କ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ବିଭାଗ ଅଧୀନରେ ଥିବା ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏବଂ ଅଭିଭାବକମାନଙ୍କ ଉପସ୍ଥିତିରେ ଏକ ସ୍ୱତନ୍ତ୍ର ବୈଠକ ଅନୁ୍ଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ବୈଠକରେ ଉପସ୍ଥିତ ରହିଥିବା ସମସ୍ତ ସଦସ୍ୟଙ୍କ ମଧ୍ୟରୁ ୧୫ ଜଣଙ୍କୁ କମିଟିର… Continue reading ଡମଶାଳ ଉଚ୍ଚ ବିଦ୍ୟାଳୟ ପରିଚାଳନା କମିଟି ଗଠିତ

ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ସତ୍ୟଭାମାପୁରସ୍ଥିତ ବକ୍ସି ଜଗବନ୍ଧୁ ଇଂରାଜୀ ମାଧ୍ୟମ ବିଦ୍ୟାଳୟ – ୨ର ଦଶମ ଓ ଦ୍ବାଦଶ ଶ୍ରେଣୀର ୨୦୨୪-୨୫ ଶିକ୍ଷାବର୍ଷ ନିମନ୍ତେ ୯୦% ରୁ ଅଧିକ ରଖିଥିବା କୃତୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ସମ୍ବର୍ଦ୍ଧନା ଉତ୍ସବ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସମ୍ବର୍ଦ୍ଧନା ଉତ୍ସବରେ ବିଦ୍ୟାଳୟର ସଭାପତି ରଘୁନାଥ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ କୃତୀତ୍ଵ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ । ମହୋଦୟଙ୍କର ପ୍ରେରଣାମୂଳକ ବକ୍ତବ୍ୟ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ନୂତନ ଜୀବନର… Continue reading ବିଜେଇଏମ୍ ସ୍କୁଲ-୨ର ଦଶମ ଓ ଦ୍ବାଦଶ ଶ୍ରେଣୀର କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

ଚକରଇଷ୍ଟିଚ୍ବୁଟ ଅଫ ଯୋଗତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ

ବାଳକାଟି: ସକାଳ ୮ଟା୧୫ମିନିଟ୍ ସମୟରେ ଅନଲାଇ ଏବଂ ଅଫଲାଇନ ମାଧ୍ଯମରେ ଚକରଇଷ୍ଟିଚ୍ବୁଟ ଅଫ ଯୋଗ ଟ୍ରଷ୍ଟ ତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ ହୋଇଯାଇଛି | ଏଥିରେ ଟ୍ରଷ୍ଟର ସମ୍ପାଦକ ତଥା ଯୋଗଏବଂ ପ୍ରାକୂତିକ ଚିକିତ୍ସକ ଡକ୍ଟର ଦୀପକ ରଞ୍ଜନ ବେହେରାଙ୍କ ଦ୍ବାରା ବିଶ୍ବ ଧ୍ଯ୍ଯାନ ଦିବସଟିକୁ ଅନଲାଇନ ଜରୀଆରେ ଭଦ୍ରକରୁ ହିମାଂଶୁ ଶେଖର ରାଉତ,ମତୋରୁ ସୁବ୍ରବତ ସାହୁ,ନିଆଳିରୁ ସୁନିତା ଲେଙ୍କା ଏବଂ ବାଲେଶ୍ବରରୁ ସୁଶ୍ରୀଦିବ୍ଯଜ୍ଯୋତି ପରିଡା ଉପସ୍ଥିତ ରହି ଧ୍ଯ୍ଯାନ ବିଷୟରେ ବୁଝିବାପରେ… Continue reading ଚକରଇଷ୍ଟିଚ୍ବୁଟ ଅଫ ଯୋଗତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ

ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ପୋଖରୀପୁଟ ସ୍ଥିତ ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ୮ମ ତମ ବାର୍ଷିକ ଉତ୍ସବ ସୁରସା- ୮ ବହୁ ସମାରୋହରେ ପାଳିତ ହୋଇ ଯାଇଅଛି। ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଜେପି ରାଜ୍ୟ ଉପ ସଭାପତି ଡ଼. ଲେଖାଶ୍ରୀ ସାମନ୍ତ ସିଂହାର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଉଦ୍ଘାଟନ କରିଥିଲେ। ମୁଖ୍ୟ ଅତିଥି ଏବଂ ଅନ୍ୟାନ୍ୟ ସମ୍ମାନୀୟୀତ ଅତିଥି ମଧ୍ୟରେ ପୁରୀ ସଂସ୍କୃତ ବିଶ୍ଵବିଦ୍ୟାଳୟର କୁଳପତି ଡକ୍ଟର ଅଲେଖ ଚନ୍ଦ୍ର ଷଡଙ୍ଗୀ ଏବଂ… Continue reading ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

You cannot copy content of this page