ତୋଷାଳି ବିଦ୍ୟା ମନ୍ଦିରରେ ସାଇବର ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ

ବଲାଙ୍ଗିର: ତୁଷୁରା ସ୍ଥିତ ତୋଷାଳି ବିଦ୍ୟା ମନ୍ଦିରରେ ସାଇବର ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ସାଇବର ସେଲ ଆଇଆଇସି ଭାରତୀ ନାୟକ ଓ ଜାତୀୟ ସ୍ତରୀୟ ଟାଇକଣ୍ଡୋ କୋଚ ତଥା ସେଲ୍ପ ଡିଫେନ୍ସ ଏକ୍ସପାର୍ଟ ଅସୀମ କୁମାର ଭୋଇ ସମ୍ମାନିତ ଅତିଥି ରୂପେ ଯୋଗଦାନ ଦେଇଥିଲେ । ସାଇବର ଠକଙ୍କ ଠାରୁ କିଭଳି ନିଜକୁ ସୁରକ୍ଷିତ ରଖିପାରିବେ ସେ ବିଷୟରେ ମୁଖ୍ୟ ଅତିଥି ଛାତ୍ର… Continue reading ତୋଷାଳି ବିଦ୍ୟା ମନ୍ଦିରରେ ସାଇବର ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ

ପିଜିଏନ ପବ୍ଲିକ ସ୍କୁଲର ୩୭ ତମ ବାର୍ଷିକୋତ୍ସବ

ବାଳକାଟି: ଭଲ ପାଠ ପଢିବା ସହ ଜଣେ ଭଲ ମଣିଷ ହେବାକୁ ଚେଷ୍ଟା କରିଲେ ଜୀବନ ରୁଦ୍ଧିମନ୍ତ ହେବବୋଲି ବାଳକାଟି ସ୍ଥିତ ପିଜିଏନ ପବ୍ଲିକ ସ୍କୁଲର ୩୭ ତମ ବାର୍ଷିକୋତ୍ସବରେ ଯୋଗ ଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଥିଲେ କ୍ଷ ବିଦ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ଏହି ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ତଥା ଅବସରପ୍ରାପ୍ତ ଜିଲ୍ଲାପାଳ ରବିନ ସାହୁ ସଭାପତିତ୍ୱ କରିଥିଲେ I ଏଥିରେ ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର… Continue reading ପିଜିଏନ ପବ୍ଲିକ ସ୍କୁଲର ୩୭ ତମ ବାର୍ଷିକୋତ୍ସବ

ବ୍ୟକ୍ତିତ୍ବ ଗଠନର ଭିତ୍ତିଭୂମିକୁ ସମ୍ମୁଜ୍ଜ୍ବଳ କରେ କ୍ରୀଡା

ଭୁବନେଶ୍ୱର: ବ୍ୟକ୍ତିତ୍ବ ଗଠନର ଭିତ୍ତିଭୂମିକୁ ସମ୍ମୁଜ୍ଜ୍ବଳ କରେ କ୍ରୀଡା ଏବଂଶାରିରୀକ ବିକାଶ ପାଇଁ କ୍ରୀଡା ଏକାନ୍ତ ଅପରିହାର୍ଯ୍ୟ ବୋଲି ଶିଶୁ ଅନନ୍ତ ମହାବିଦ୍ୟାଳୟର  ଅଠଚାଳିଶତମ ବାର୍ଷିକ କ୍ରୀଡା ଓ ସାଂସ୍କୃତିକ ପ୍ରତିଯୋଗିତାର ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନାଦୃତ ପ୍ରଶାସନିକ ଅଧିକାରିଣୀ ତଥା ବାଲିପାଟଣା ତହସିଲଦାର କଳ୍ପନା ଦାସ ବିଦ୍ୟାର୍ଥୀ ମାନଙ୍କୁ ପରାମର୍ଶ ଦେଇଥିଲେ । ମହାବିଦ୍ୟାଳୟର କର୍ମ ପ୍ରବୀଣା ଅଧ୍ୟକ୍ଷା ଡଃ ମଧୁମତୀ ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟବକ୍ତା ଭାବେ ଯୋଗଦେଇ… Continue reading ବ୍ୟକ୍ତିତ୍ବ ଗଠନର ଭିତ୍ତିଭୂମିକୁ ସମ୍ମୁଜ୍ଜ୍ବଳ କରେ କ୍ରୀଡା

ଯଶସ୍ୱୀ ଆଦର୍ଶ ଶିକ୍ଷକଙ୍କ ସ୍ମରଣେ

ଶିକ୍ଷା କ୍ଷେତ୍ରରେ ଛାତ୍ରଛାତ୍ରୀଙ୍କୁ ଆତ୍ମନିର୍ଭରଶୀଳ କରିବା ଜଣେ ଶିକ୍ଷକ ପାଇଁ ସବୁବେଳେ ଆହ୍ୱାନ ଥାଏ | ଛାତ୍ରର ଅନ୍ତର୍ନିହିତ ଗୁଣକୁ ଚିହ୍ନି ତାକୁ ସଠିକ ମାର୍ଗରେ ବାଟ କଢ଼େଇନେବାହିଁ ଜଣେ ଆଦର୍ଶ ଶିକ୍ଷକର କର୍ତ୍ତବ୍ୟ ହେବା ନିତାନ୍ତ ଆବଶ୍ୟକ ବୋଲି ଶିକ୍ଷକ ସମାଜକୁ ସବୁବେଳେ ବାର୍ତ୍ତା ଦେଇଆସିଛନ୍ତି ଯୋବ୍ରା ମୁନସିପାଲିଟି ସ୍କୁଲର ଶିକ୍ଷକ ଆଦର୍ଶ ଶିକ୍ଷକ ଶ୍ରୀଚରଣ ବେହେରା | ଅନୁଷ୍ଠାନ ଗଢ଼ିବା ଯେତିକି କାଠିକର ପାଠ ପିଲାଙ୍କୁ ମଣିଷ ଭଳି ମଣିଷ କରି ଗଢ଼ି ତୋଳିବା… Continue reading ଯଶସ୍ୱୀ ଆଦର୍ଶ ଶିକ୍ଷକଙ୍କ ସ୍ମରଣେ

ବରନାଳୀ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନ: ସରକାରୀ ଉଚ୍ଚ ବିଦ୍ୟାଳୟ ବରନାଳୀଠାରେ ଶିକ୍ଷକ ରଂଜନ କୁମାର ଷଣ୍ଢ, ଶିକ୍ଷୟିତ୍ରୀ ଉର୍ମିଳା ରଣାଙ୍କ ଉପସ୍ଥିତିରେ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଉକ୍ତ ବିଦ୍ୟାଳୟ ପରିସରରେ ସାମାଜିକ ଅନୁଷ୍ଠାନ ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟ୍ ର ସଦସ୍ୟମାନେ ଯୋଗଦେଇ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସହଯୋଗ କରିଥିବାଦେଖିବାକୁ ମିଳିଥିଲା। ଏଥିରେ ସହଯୋଗ କରିଥିବା ଉତ୍କଳ ବୁଲେଟିନ ଚାରିଟେବଲର ସଦସ୍ୟମାନେ ହେଲେ ସତ୍ୟବାଦୀ ରଣା, କୈଳାସ ବେହେରା, ସାମ୍ବାଦିକ ଓ ସମାଜସେବୀ ବିମଳ କୁମାର ରଣା… Continue reading ବରନାଳୀ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ମତୋ ମାଳବାଡ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆସ ସ୍କୁଲ ଯିବା ଅଭିଯାନ

ଚାନ୍ଦବାଲି: ମତୋ ମାଳବାଡ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଚାଲ ସ୍କୁଲ ଯିବା ଅଭିଯାନ ପାଳିତ ହୋଇଯାଇଛି |ଏହି ଅବସରରେ ବିଦ୍ୟାଳୟରେ ପ୍ରଧାନଶିକ୍ଷୟତ୍ରୀ ଦେବକି ମଲିକ ବିଦ୍ୟାଳୟରେ ଶିକ୍ଷକ ଅଭିଭାବକକୁ ନେଇ ବୈଠକ ଅନୁଷ୍ଠିତ କରାଇଥିଲେ | ପ୍ରଥମେ ବୈଠକ ପ୍ରାରମ୍ଭରେ ଶିକ୍ଷୟତ୍ରୀ ଯୋଗମାୟା ସାହୁ ସମସ୍ତେଙ୍କୁ ସ୍ୱାଗତ କରିବା ସହିତ ୩ ଥର ଓ଼ମଂକାର ଧ୍ୱନି କରି ଗାୟତ୍ରୀ ମନ୍ତ୍ର ପାଠ କରିଥିଲେ | ଅଭିଭାବକଙ୍କର ଅସୁବିଧା ଯେ ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀର ଛାତ୍ର… Continue reading ମତୋ ମାଳବାଡ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଆସ ସ୍କୁଲ ଯିବା ଅଭିଯାନ

ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

ଭୁବନ: ସାରା ରାଜ୍ୟରେ ୭୯ତମ ସ୍ୱାଧିନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ବ୍ଲକ୍ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ମଧ୍ୟ ପାଳିତ ହୋଇଯାଇଛି ସ୍ୱାଧୀନତା ଦିବସ । ଉକ୍ତ ଦିବସରେ ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମସ୍ତ ଛାତ୍ରଛାତ୍ରୀ ଏବଂ ପ୍ରଧାନ ଶିକ୍ଷକ ପ୍ରତାପ ସାହୁ, ସହକାରୀ ଶିକ୍ଷକ ସୁବ୍ରତ ବିଶ୍ୱାଳ, ଛବିଳ ପରିଡ଼ା, ଶିକ୍ଷୟିତ୍ରୀ କବିତା ପୃଷ୍ଟି, ଚୁମୁକି ମାଝୀ, ଅର୍ପିତା ବେହେରା, ମାମିନା ରାଉତ, ମୁଖ୍ୟ ଅତିଥି ବୁଦ୍ଧିମନ୍ତ… Continue reading ଓଡ଼ିଶ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

ଭୁବନେଶ୍ୱର: ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନ ଭୋଜନ ମିଳିଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସମସ୍ତ ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ରାଶିକୁ ପୁଣି ବୃଦ୍ଧି କରାଯାଇଛି। ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୨ଟଙ୍କା ୯୨ପଇସା ଲେଖାଏ ବୃଦ୍ଧି ହୋଇଛି। ପୂର୍ବରୁ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ… Continue reading ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର

ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲ ଆଗରେ ଅଭିଭାବକ ମହାସଙ୍ଘର ଧାରଣା

ଭୁବନେଶ୍ୱର: ଶିକ୍ଷା ଅଧିକାର ଆଇନ ଅନୁଯାଇ ସବୁ ପ୍ରାଇଭେଟ ସ୍କୁଲ ରେ ଆର୍ଥିକ ଅନାଗ୍ରସର ଶ୍ରେଣୀ ପିଲାଙ୍କ ନିମନ୍ତେ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ 25% ସିଟରେ ମାଗଣା ପlଠ ପଢ଼ିବାର ବ୍ୟବସ୍ଥା ରହିଛି l ସେହି ଆଇନ ଅନୁଯାଇ ଏବର୍ଷ 18 ଜଣ ପିଲାଙ୍କୁ କଳିଙ୍ଗବିହାରସ୍ଥ ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲରେ ଏହି ସ୍କିମରେ ଆଡ଼ମିସନ ପାଇଁ ଗଣଶିକ୍ଷା ବିଭାଗ ଯୋଗ୍ୟ ବିବେଚିତ କରି ଚିଠି କରିଛି l ହେଲେ ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲ ସେହି ପିଲାଙ୍କୁ ଆଡ଼ମିସନ… Continue reading ସେଣ୍ଟ ଅର୍ଣ୍ଣଲଡ଼ ସ୍କୁଲ ଆଗରେ ଅଭିଭାବକ ମହାସଙ୍ଘର ଧାରଣା

କାଳ ବୈଶାଖୀରେ ଉପୁଡିଲା ବିଦ୍ୟାଳୟର ଛାତ ଅନେକ କ୍ଷୟକ୍ଷତି ଆଶଙ୍କା

କୋକସରା: କୋକସରା ବ୍ଲକ ରେ ମଙ୍ଗଳବାର ମଧ୍ୟାହ୍ନ ସମୟରେ ଜୋର ରେ ଝଡ଼ ତୋଫାନ ହୋଇଥିଲା ଏଥିରେ ବରାଡ଼ଙ୍ଗା ପଞ୍ଚାୟତ ସିଉନି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ ଉପୁଡି ପଡିଥିବା ଦେଖିବାକୁ ମିଳିଛି l ଆମ ଓଡିଶା ନବୀନ ଓଡିଶା ଯୋଜନାରେ ତିନି ଲକ୍ଷ୍ୟ ପଚାଶ ହଜାର ଟଙ୍କା ଅନୁଦାନ ରେ ହୋଇଥିବା ବିଦ୍ୟାଳୟ ରୂପାନ୍ତରଣ କାମ ନିମ୍ନ ମାନର ହୋଇଥିବା ଓ ଆଜବେଷ୍ଟ ଉପରେ ମୁଣ୍ଡକାରୀ ଦେଇନଥିବା ଯୋଗୁଁ ଏଭଳି ହୋଇଥିବା ସାଧାରଣ ଲୋକେ… Continue reading କାଳ ବୈଶାଖୀରେ ଉପୁଡିଲା ବିଦ୍ୟାଳୟର ଛାତ ଅନେକ କ୍ଷୟକ୍ଷତି ଆଶଙ୍କା

You cannot copy content of this page