ବାଲିଅନ୍ତା,:ଜୟଦେବ ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବାଲିଅନ୍ତା ବ୍ଲକ ଗଡ଼ଶ୍ରୀରାମପୁର ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଆଜି ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ବାଲିପାଟଣା ବ୍ଲକ ସଭାପତି କିଶୋର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜୟଦେବ ବିଧାୟକ ନବକିଶୋର ମଲ୍ଲିକ ଯୋଗଦେଇ ଏହି ଦିବସରେ ମୂଳ ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ l ଏଥିରେ ଅନ୍ୟମାନଙ୍କ ମଧ୍ୟରେ “ଆମ ସଂଗଠନ” ଅଧ୍ୟକ୍ଷ କମଳ କୁମାର ପାତ୍ର, ଜିଲ୍ଲା ପରିଷଦ ସଭ୍ୟ ମହେଶ୍ୱର… Continue reading ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ