ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।

ଚିଲିକା,୧୮। ୬:ସ୍ଥାନୀୟ ନାଚୁଣୀ ଗୋଦାବରୀଶ ସରକାରୀ ହାଇସ୍କୁଲ ରେ ପ୍ରାକ୍ତନ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବସନ୍ତ ଶବରଙ୍କ ସ°ଯୋଜନାରେ ଆଜି ସ୍କୁଲ ର ପ୍ରଥମ ଦିବସରେ ଛାତ୍ର ଛାତ୍ରୀ ଙ୍କ ପାଠୋନ୍ନତି ପାଇଁ ସମସ୍ତ ଙ୍କ ସହଯୋଗ କାମନା କରି ଶୈକ୍ଷିକ ବିକାଶ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନିକଟସ୍ଥ ଗମ୍ଭାରିମୁଣ୍ଡା ସ୍ଥିତ ପତିତପାବନ ସରକାରୀ ହାଇସ୍କୁଲ ରୁ ପଦୋନ୍ନତି ପାଇ ନିକଟରେ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ ରେ ଯୋଗଦାନ କରିଥିବା ତ୍ରିନାଥ ହୋତାଙ୍କୁ ଫୁଲତୋଡ଼ା,… Continue reading ଗୋଦାବରୀଶ ସରକାରୀ ହାଇସ୍କୁଲ ନୂତନ ପ୍ରଧାନ ଶିକ୍ଷକଙ୍କୁ ସ୍ଵାଗତ ଓ ଶୈକ୍ଷିକ ବିକାଶ ବୈଠକ ।

ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ

ଚିଲିକା,୧୮। ୬: ଆଜି ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଦ୍ଵାରା ନାଚୁଣୀ ମହାବିଦ୍ୟାଳୟରେ ୬୦ ଲକ୍ଷ ଟଙ୍କାରେ ନବ ନିର୍ମିତ ବହୁମୁଖୀ ପ୍ରକୋଷ୍ଠର ଶୁଭ ଉଦଘାଟନ କରିବା ସହିତ ୭କୋଟୀ ୪୦ଲକ୍ଷ ଓ ୭୦ ହଜାର ଟଙ୍କାରେ ନିର୍ମିତ ହେଇକୁ ଥିବା ପ୍ରସ୍ତାବିତ ମହାବିଦ୍ୟାଳୟର ବହୁମୁଖି ସମୂହ ଭବନ ସମେତ ୧କୋଟୀ ଟଙ୍କାରେ ପରିସୀମା ସୁରକ୍ଷା ପ୍ରାଚୀରର ନିର୍ମାଣ କାର୍ଯ୍ୟାରମ୍ଭ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି… Continue reading ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଙ୍କ ଦ୍ଵାରାନାଚୁଣୀ ମହାବିଦ୍ୟାଳୟ ବହୁମୂଖୀ ପ୍ରକୋଷ୍ଠ ଉଦଘାଟନ

ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ

ବାଲିଅନ୍ତା,୧୭|୬:ଜଣେ ମହିଳାଙ୍କୁ ଫ୍ଲାଟ ବିକ୍ରୀ କରିବାପାଇଁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଧଉଳି ଥାନା ପୁଲିସ ଜଣଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛ l ଗିରଫ ଅଭିଯୁକ୍ତ ହେଲେ ଗୁଜୁରାଟ ନଖତ୍ରାଣ ଥାନା ଭାଦଳୀ ଗ୍ରାମର ଶ୍ୟାମଜୀ ଭାଇଙ୍କ ପୁଅ ନବୀନ କୁମାର ଶ୍ୟାମଜିଭାଇ ଠାକରାନି l ପୁଲିସ ତାଙ୍କୁ ଗାନ୍ଧୀନଗର ଥାନାଅଦାଲାଜ ଥାନା ଶ୍ରୀଜି ସ୍ୱସ୍ତିକ ଆପାର୍ଟମେଣ୍ଟରୁ ଗିରଫ କରିଥିଲେ l ଖବରନେବାରେ ଜଣାପଡିଛି ଅଭିଯୁକ୍ତ ନବୀନ କୁମାର ସରଦେଇପୁର ଗ୍ରାମରେ ଥିବା ବାପୁଜୀ… Continue reading ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ

ବହି ବିଭ୍ରାଟର ହାଇକୋର୍ଟ ଜଜଙ୍କ ଦ୍ୱାରା ବିଚାର ବିଭାଗୀୟ ତଦନ୍ତ ହେଉ : ଓଡିଶା ଅଭିଭାବକ ମହାସଂଘ

ପୂର୍ବତନ ସଚିବ ଶାଳିନୀ ପଣ୍ଡିତ ଓ ନିର୍ଦେଶକ ମନୋଜ ପାଢୀତଦନ୍ତ ଅନ୍ତର୍ଭୁକ୍ତ ହୁଅନ୍ତୁଭୁବନେଶ୍ୱର ତା 17 ରିଖ l ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଯୋଗା ଯାଇଥିବା ପାଠ୍ୟପୁସ୍ତକରେ ୧୭୮୧ ରୁ ଅଧିକ ତ୍ରୁଟି ଦେଖାଯାଇଛି। ଏହି ଅସମ୍ବେଦନଶୀଳ ଓ ଅତ୍ୟନ୍ତ ଦାୟିତ୍ୱହୀନ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘର ସଭାପତି ବାସୁଦେବ ଭଟ୍ଟ, କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ ଓ ମହାସଚିବ ଅଶୋକ ପାଇକରା ଙ୍କୁ ନେଇ ଏକ ପ୍ରତିନିଧି ଦଳ ଆଜି… Continue reading ବହି ବିଭ୍ରାଟର ହାଇକୋର୍ଟ ଜଜଙ୍କ ଦ୍ୱାରା ବିଚାର ବିଭାଗୀୟ ତଦନ୍ତ ହେଉ : ଓଡିଶା ଅଭିଭାବକ ମହାସଂଘ

ଉଦଯାପିତ ହେଲା ଶିଶୁପାଳଗଡ଼ ରଜ ମହୋତ୍ସବ ।(ଘୋଡ଼ା ନାଚ, କମେଡି, କୁଲଦୀପଙ୍କ ସଙ୍ଗୀତରେ ମଞ୍ଚ ଦୁଲିକିଲା)

ବାଲିଅନ୍ତା, ୧୬/୦୬(ଗୋବର୍ଦ୍ଧନ ଦାସ):– ଶିଶୁପାଳଗଡ଼ ଦୁର୍ଗାପୂବଜା ପଡ଼ିଆରେ ଆୟୋଜିତ ତିନିଦିନିଆ ରଜ ମହୋତ୍ସବ-୨୦୨୬ ର ଉଦଯାପନି ସଂନ୍ଧ୍ୟାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଟାନିକ ବାବେ କାର୍ଯ୍ୟକର୍ମକୁ ଆରମ୍ଭ କରିଥିଲେ। ଧନୀ,ଗରିବ, ସମଗ୍ର ଜାତି ଆଜି ବସୁଧା ମା କୁ ସମ୍ମାନ ଜଣାଇ ଓଡ଼ିଆ ସଂସ୍କୃତି, ପରମ୍ପରା କୁ ଉଜ୍ଜୀବିତ କରିବା ପାଇଁ ଗଣ ପର୍ବ ରଜକୁ ପାଳନ କରିବା ଦଧିବାମନ ଦେବ… Continue reading ଉଦଯାପିତ ହେଲା ଶିଶୁପାଳଗଡ଼ ରଜ ମହୋତ୍ସବ ।(ଘୋଡ଼ା ନାଚ, କମେଡି, କୁଲଦୀପଙ୍କ ସଙ୍ଗୀତରେ ମଞ୍ଚ ଦୁଲିକିଲା)

ଅରୁଣା ଆଲୋକ କ୍ଳବ ପକ୍ଷରୁ ରଜ ମହୋତ୍ସବ

ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ବାଳକାଟି ରଥିଜେମା କୁଆଖାଇ ନଦୀ ପଠାରେ ଅରୁଣାଆଲୋକ କ୍ଳବ ପକ୍ଷରୁ ୩ ଦିନ ଧରି ଚାଲିଥିବା ରଜ ମହୋତ୍ସବ ଆଜିର ଉଦଯାପିତ ହୋଇଯାଇଛି l କ୍ଳବର ସଭାପତି ବିଜୟ କୁମାର ବେହେରା ଓ ସମ୍ପାଦକ ଶଙ୍କର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୩ ଦିନ ଧରି ଅତିଥି ଭାବେ ଅବସରପ୍ରାପ୍ତ ଜିଲ୍ଲାପାଳ ରବିନ ସାହୁ, ସଂଳାପ ଲେଖକ ଡ଼. ରଜନୀ ରଞ୍ଜନ ଦାଶ, ସମାଜସେବୀ ସୁବ୍ରତ କୁମାର ମହାନ୍ତି, ପୂର୍ବତନ ସରପଞ୍ଚ ଭାଗ୍ୟଧର ନନ୍ଦୀ, ସମିତିସଭ୍ୟ ଗଙ୍ଗାଧର… Continue reading ଅରୁଣା ଆଲୋକ କ୍ଳବ ପକ୍ଷରୁ ରଜ ମହୋତ୍ସବ

ସରପଞ୍ଚ ଚାମେଲି ଓଝା ନିର୍ଯ୍ୟାତନାରେ ସେବା ପ୍ରତିନିଧିର ପ୍ରତିବାଦ

ଜଣେ ଉଚ୍ଚ ସମ୍ପନ୍ନ ନାରୀ ,ସେ ପୁଣି ଜନପ୍ରତିନିଧି ସରପଞ୍ଚ ,ନାମ ଚାମେଲି ଓଝା। ସବୁ ସ୍ତରରେ ସରକାର ସହଯୋଗର ହାତ ବଢ଼ାଇବା କଥା।ତା’ ପରିବର୍ତ୍ତେ ଯେଉଁମାନେ ରାଜସ୍ଵ ରୁ ଅର୍ଥ ନେଇ ପ୍ରତିପୋଷଣ ହେଉଛନ୍ତି ସେ ଜନପ୍ରତିନିଧି ବା ସରପଞ୍ଚଙ୍କ କଥାକୁ ବେଖାତିରି କରିବା, ଜନ ଜଗତରେ ତାଙ୍କ ପରି କୃତଘ୍ନ ଆଉ କେହି ନାହିଁ ବୋଲି ସେବା ପ୍ରତିନିଧିର ମୁଖ୍ୟ ସଙ୍ଗଠକ ନୀଳମଣି ମିଶ୍ର ତାଙ୍କ ଅଭିଭାଷଣରେ କହିଥିଲେ।ଚାମେଲି ଓଝା ନିଜ ଅଞ୍ଚଳର ସମସ୍ୟା… Continue reading ସରପଞ୍ଚ ଚାମେଲି ଓଝା ନିର୍ଯ୍ୟାତନାରେ ସେବା ପ୍ରତିନିଧିର ପ୍ରତିବାଦ

ରଜର ରାଣୀ ହେଲେ ଅର୍ପିତା ନାୟକବିଜେତାଙ୍କୁ ୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ

ବାଲିଅନ୍ତା ୧୬/୦୬:- (ଗୋବର୍ଦ୍ଧନ ଦାସ):- ଓଡ଼ିଶାର ଗଣପର୍ବ ପବିତ୍ର ରଜ ମହୋତ୍ସବ ଅବସରରେ ଗ୍ରୀନ ଜୟଦେବ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ଗଡ଼କଣ୍ଟୁଣିଆ ସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠ ନିକଟରେ ୫ମ ରଜ ମହୋତ୍ସବ ଆଡ଼ମ୍ବର ସହକାରେ ଉଦଯାପିତ ହୋଇଯାଇଛି। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ତଥା ନାରୀ ଶକ୍ତିର ଉଦଯାପନ ପାଇଁ ଆୟୋଜିତ ଏହି କାର୍ଯ୍ୟକ୍ରମର ଦ୍ୱିତୀୟ ଦିବସ ବେଶ୍ ଜମିଥିଲା। ଏହି ଅବସରରେ ଅନୁଷ୍ଠିତ ପ୍ରତିଯୋଗିତାରେ ସର୍ବାଧିକ ମାର୍କ ରଖିଥିବା ଅର୍ପିତା ନାୟକଙ୍କୁ… Continue reading ରଜର ରାଣୀ ହେଲେ ଅର୍ପିତା ନାୟକବିଜେତାଙ୍କୁ ୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ

ନୂଆଗାଁରେ ପାମେଲା ଓ ଧଉଳିରେ ଇରାଙ୍କ ଗୀତରେ ଝୁମିଲେ ଦର୍ଶକନୂଆଗାଁ ଓ ଧଉଳି ବିକାଶ ମଞ୍ଚରେ ରଜ ମହୋତ୍ସବ ଉଦଯାପିତ

ବାଲିଅନ୍ତା,୧୬|୬(ଗୋବର୍ଦ୍ଧନ ଦାସ):ରଜ ପର୍ବର ଶେଷ ଦିନରେ ଧଉଳି ବିକାଶ ମଞ୍ଚରେ ଓଲିଉଡ଼ର ପ୍ରଖ୍ୟାତ କଣ୍ଠଶିଳ୍ପୀ ଇରା ମହାନ୍ତି ଏବଂ ନୂଆଗାଁ ଗ୍ରାମୀଣ ବିକାଶ ମଞ୍ଚରେ ବଲିଉଡର ଖ୍ୟାତିସମ୍ପର୍ଣ୍ଣ କଣ୍ଠଶିଳ୍ପୀ ପାମିଲା ଜୈନଙ୍କ ଗୀତରେ ଝୁମିଛନ୍ତି ଦର୍ଶକ l ୨ କଣ୍ଠଶିଳ୍ପୀ ଗୋଟାକ ପରେ ଗୋଟାଏ ହିଟ ଗୀତ ଗାଇ ଦର୍ଶକଙ୍କୁ ବିଭୋର କରିଥିଲେ l ଧଉଳି ବିକାଶ ମଞ୍ଚ ପକ୍ଷରୁ ଉପଦେଷ୍ଟା ରବିନ୍ଦ୍ର ପାତ୍ର ଏବଂ ଚିନ୍ମୟ ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଜିର… Continue reading ନୂଆଗାଁରେ ପାମେଲା ଓ ଧଉଳିରେ ଇରାଙ୍କ ଗୀତରେ ଝୁମିଲେ ଦର୍ଶକନୂଆଗାଁ ଓ ଧଉଳି ବିକାଶ ମଞ୍ଚରେ ରଜ ମହୋତ୍ସବ ଉଦଯାପିତ

ବଉଳାବନ୍ଧରେ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ ।

ଚିଲିକା,୧୬ I୬:ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମର ମଙ୍ଗରାଜପୁର ଠାରେ ପ୍ରତି ସଂକ୍ରାନ୍ତୀରେ ଅନୁଷ୍ଠିତ ହେଉଥିବା ଭାଗବତ ପ୍ରବଚନ କାର୍ଯ୍ୟକ୍ରମର ଅଂଶ ସ୍ଵରୂପ ଚ଼ଳିତ ମାସ ରଜସଂକ୍ରାନ୍ତୀ ଦିନ ଅନୁଷ୍ଠିତ ହୋଇଯାଇଅଛି । ସଂନ୍ଧ୍ୟା ସମୟରେ ଭାଗବତ ପାଠ ଓ ନାମ ସଂକୀର୍ତ୍ତନ କରାଯିବା ପରେ ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୁମାଣ୍ଡଳ ଯୁବଜ୍ୟୋତି ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଶିଷ କୁମାର ପତିଙ୍କ ପୌରୋହିତରେ ଅନୁଷ୍ଠିତ ଆଧ୍ୟାତ୍ମିକ ପ୍ରବଚନ କାର୍ଯ୍ୟକ୍ରମରେ ସର୍ବ ପ୍ରଥମେ ମଞ୍ଚାସିନ ବକ୍ତାମାନଙ୍କୁ… Continue reading ବଉଳାବନ୍ଧରେ ଭାଗବତ ପ୍ରବଚନ କାର୍ଯ୍ୟକ୍ରମ ।

You cannot copy content of this page