ଭୁବନେଶ୍ୱର ତା 26/07/26 ମହାନ ସ୍ୱାଧୀନତା ସଂଗ୍ରାମୀ, ଓଡ଼ିଆ ଭାଷା, ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ନୀଳମଣି ବିଦ୍ୟାରତ୍ନଙ୍କ 102ତମ ଶ୍ରାଦ୍ଧବାର୍ଷିକ ସ୍ଥାନୀୟ ଜୟଦେବ ବିହାରସ୍ଥିତ ପ୍ରତିମୂର୍ତ୍ତି ସ୍ଥଳରେ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ତଥା ବିଜେଡି ସାଂସ୍କୃତିକ ସାମୁଖ୍ୟ ପକ୍ଷରୁ ବରିଷ୍ଠ ସାମ୍ବାଦିକ, ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀଙ୍କ ସଂଯୋଜନା ଓ ବିଜେଡି ସାଂସ୍କୃତିକ ସାମୁଖ୍ୟ ସଂଯୋଜକ, କବି ପ୍ରବୀର ମହାନ୍ତିଙ୍କ ଉପସ୍ଥିତରେ ପୁଷ୍ପମାଲ୍ୟ ଅର୍ପଣସହ ସ୍ମୃତିଚାରଣ… Continue reading ଓଡ଼ିଆ ଭାଷା ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ଥିଲେ ନୀଳମଣି ବିଦ୍ୟାରତ୍ନ
ଓଡ଼ିଆ ଭାଷା ସାହିତ୍ୟ, ସାମ୍ବାଦିକତାର ମହାନ ବ୍ୟକ୍ତିତ୍ୱ ଥିଲେ ନୀଳମଣି ବିଦ୍ୟାରତ୍ନ