ଚିଲିକା,୨୨। ୭ : ବେଗୁନିଆସ୍ଥିତ ପି ଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବେଗୁନିଆ ଓ ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଭୁକ୍ତ ସମସ୍ତ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ / ଶିକ୍ଷୟିତ୍ରୀ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଏମ ଆଇ ଏସ ପି ସି, ଟି ସି ସାଧନ କେନ୍ଦ୍ର ସଂଯୋଜକ ଓ ଆକାଉଣ୍ଟାଣ୍ଟ ମାନଙ୍କ ନିମନ୍ତେ ଏକ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି… Continue reading ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ସର୍ବେକ୍ଷଣ ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ l