ବାଲୁଗାଁ -* ଖୋର୍ଦ୍ଧା ଜିଲ୍ଲା ପୋଲିସରେ ଏକ ବଡ଼ ପ୍ରଶାସନିକ ଅଦଳବଦଳ ହୋଇଛି। ପୋଲିସ ମୁଖ୍ୟାଳୟରୁ ଜାରି ହୋଇଥିବା ଆଦେଶ ଅନୁଯାୟୀ ୨୧ ଜଣ ଏସ୍ଆଇ ଓ ଏଏସ୍ଆଇଙ୍କ ବଦଳି କରାଯାଇଛି। ଏହି କ୍ରମରେ ବାଲୁଗାଁ ଥାନାରେ ନୂଆ ଭାବେ ଜଣେ ଏଏସ୍ଆଇ ଆଉ ଏସ୍ଆଇ ଯୋଗ ଦେବେ। ନୂତନ ଭାବେ SI ଜଗନ୍ନାଥ ସେଠୀ ଏବଂ ଏସ୍ଆଇ ଭଗବାନ ନାୟକ ବାଲୁଗାଁ ଥାନାରେ ଯୋଗ ଦେବେ। ସୂଚନା ଅନୁଯାୟୀ, ଶ୍ରୀ ନାୟକ ପୂର୍ବରୁ ଜଙ୍କିଆ ଥାନାରେ… Continue reading ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଅଦଳବଦଳ, ବାଲୁଗାଁ ଥାନାରେ ନୂଆ ଏସ୍ଆଇ ଭାବେ ଜଗନ୍ନାଥ ସେଠୀ ଓ ଏସ୍ଆଇ ଭାବେ ଭଗବାନ ନାୟକଙ୍କ ଯୋଗଦାନ
ଖୋର୍ଦ୍ଧା ଜିଲ୍ଲା ପୋଲିସରେ ବଡ଼ ଅଦଳବଦଳ, ବାଲୁଗାଁ ଥାନାରେ ନୂଆ ଏସ୍ଆଇ ଭାବେ ଜଗନ୍ନାଥ ସେଠୀ ଓ ଏସ୍ଆଇ ଭାବେ ଭଗବାନ ନାୟକଙ୍କ ଯୋଗଦାନ