କଳାହାଣ୍ଡି,୧୬|୪(ପ୍ୟାରିଲାଲ ଦୁର୍ଗା): କଳାହାଣ୍ଡି ଲେଖକ କଳା ପରିଷଦ ତରଫରୁ ଆୟୋଜିତ ଦ୍ବିଦିବସୀୟ ବିଷୁବ ମିଳନ -୨୬ ଭବାନୀପାଟଣାସ୍ଥ ଟାଉନ ହଲଠାରେ ଉଦଯାପିତ ହୋଇଯାଇଛି। ପରିଷଦ ସଭାପତି ଉମେଶ ଚନ୍ଦ୍ର ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ଜୁନାଗଡ଼ ବିଧାୟକ ଦିବ୍ୟ ଶଙ୍କର ମିଶ୍ର, ସ୍ୱତନ୍ତ୍ର ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ, କଳାହାଣ୍ଡି ତନ୍ମୟ କୁମାର ଦରୁୱାନ ଓ ସମ୍ମାନିତ ଅତିଥି ଭାବେ ଗୁରୁ ପ୍ରଭାସ ଚନ୍ଦ୍ର ମିଶ୍ର ତଥା ସଙ୍ଗୀତ ନାଟକ ଏକାଡେମୀର ପୂର୍ବତନ ସଚିବ ପ୍ରବୋଧ… Continue reading କଳାହାଣ୍ଡି ଲେଖକ କଳା ପରିଷଦର ବିଷୁବ ମିଳନ-୨୬ ଉଦଯାପିତ
କଳାହାଣ୍ଡି ଲେଖକ କଳା ପରିଷଦର ବିଷୁବ ମିଳନ-୨୬ ଉଦଯାପିତ