ଆଜି ରାଜ୍ୟସଭା ନିର୍ବାଚନ

ଭୁବନେଶ୍ୱର ସୋମବାର ରାଜ୍ୟସଭା ନିର୍ବାଚନ । ବିଧାୟକମାନେ ଭୋଟ ଦେଇ ଓଡ଼ିଶାରୁ ୪ଜଣଙ୍କୁ ସଂସଦର ଉଚ୍ଚସଦନକୁ ପଠାଇବେ । କିନ୍ତୁ ୪ଟି ଆସନ ପାଇଁ ପାଞ୍ଚ ଜଣ ପ୍ରାର୍ଥୀ ରହିଥିବାରୁ ସବୁ ଦଳର ମୁଖିଆଙ୍କୁ ଘାରିଛି ଭୟ । କ୍ରସ ଭୋଟିଂ, ଅନୁପସ୍ଥିତ କିମ୍ବା ନାକଚ ହେଲେ ସମସ୍ତଙ୍କ ଗଣିତ ଗୋଳମାଳ ହୋଇପାରେ । ଏଭଳି ସ୍ଥିତିରେ ବିଧାୟକଙ୍କୁ ଏକାଠି ରଖିବା ପାଇଁ ରାଜ୍ୟରେ ପ୍ରଥମ ଥର ପାଇଁ ଆରମ୍ଭ ହୋଇଛି ହୋଟେଲ ଓ ଲଞ୍ଚ ପଲିଟିକ୍ସ… Continue reading ଆଜି ରାଜ୍ୟସଭା ନିର୍ବାଚନ

୨ ମୃତ, ୨୦ରୁ ଅଧିକ ଆହତ ବାରିପଦା

ମୟୁରଭଞ୍ଜ ଜିଲ୍ଲା,କରଞ୍ଜିଆ ବ୍ଲକର କିଛି ଗ୍ରାମରେ ଆଜି ଅପରାହ୍ନ ସମୟରେ କାଳବୈଶାଖୀ, ଘୁର୍ଣ୍ଣିଝଡ ସହିତ କୁଆପଥର ମାଡ଼ ଯୋଗୁଁ ୨ ଜଣ ମୃତ୍ୟୁବରଣ କରିଥିବାବେଳେ ୫ ଜଣ ଗୁରୁତର ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର ହୋଇଥିବା ର ଏବଂ ୪୦ ରୁ ଉର୍ଦ୍ଧ୍ୱ ଗ୍ରାମବାସୀ ଆହତ ହୋଇଥିବା ର ଜଣାଯାଇଛି । ପ୍ରାପ୍ତ ସୂଚନା ମୁତାବକ ଆଜି ଅପରାହ୍ନରେ ଆକାଶରେ କଳା ହାଣ୍ଡିଆ ମେଘ ସହିତ ଘୂର୍ଣ୍ଣିଝଡ଼ ପ୍ରଭାବରେ କ୍ଷୀପ୍ର ବେଗରେ ପବନ… Continue reading ୨ ମୃତ, ୨୦ରୁ ଅଧିକ ଆହତ ବାରିପଦା

ବଉଳାବନ୍ଧରେ ଏକାଦଶ ଦୋଳ ମେଳଣ ସମାପନ।

ଚିଲିକା– ପ୍ରତିବର୍ଷ ପରି ଚଳିତ ବର୍ଷ ଚିଲିକା ବ୍ଲକ ଅନ୍ତର୍ଗତ ବଉଳାବନ୍ଧ ଗ୍ରାମଠାରେ ଆଜକୁ ୪୬ ବର୍ଷ ଧରି ଏକାଦଶ ଦୋଳ ମେଳଣ ଅନୁଷ୍ଠିତ ହେଉଅଛି । ଏହା କେବଳ ବଉଳାବନ୍ଧ ଗ୍ରାମର ଠାକୁରମାନଙ୍କୁ ନେଇ ଅନୁଷ୍ଠିତ ହୋଇଥାଏ l ଦଶମୀ ଦିନ ରାତ୍ରୀରେ ବଉଳାବନ୍ଧ ଗ୍ରାମର ବିଭିନ୍ନ ସାହିରୁ ଠାକୁରମାନଙ୍କୁ ଗ୍ରାମବାସୀମାନେ ସୁସର୍ଜିତ ବିମାନରେ ଘଣ୍ଟ, କାହାଳୀ, ମୃଦଙ୍ଗ ବଜାଇ ଓ ଆତସବାଜୀ ଫୁଟାଇ ପାଟ ପଟୁଆରରେ ଦୋଳପଡ଼ିଆକୁ ଆଣିଥିଲେ।ଏକାଦଶ ଦୋଳର ପୀଠ ଦେବତା ଶ୍ରୀ… Continue reading ବଉଳାବନ୍ଧରେ ଏକାଦଶ ଦୋଳ ମେଳଣ ସମାପନ।

ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ

ବାଲିଅନ୍ତା,୧୫|୩):ବାଲିଅନ୍ତା ବ୍ଲକ ହୀରାପୁର ଗ୍ରାମର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ହରପ୍ରିୟା ଫାଉଣ୍ଡେସନ ଟ୍ରଷ୍ଟ ଆନୁକୂଲ୍ୟରେ ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ ଶ୍ରୀସୁଦର୍ଶନ ଦାରୁ ଅରଣ୍ୟରେ ଅନୁଷ୍ଠିତ ହୋଇଯାଇଛି l ଟ୍ରଷ୍ଟର ମୁଖ୍ୟ ଦୀନବନ୍ଧୁ ଭୋଇ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାର୍କଫେଡର ସଭାପତି କବିତା ମଞ୍ଜରୀ ପରିଡ଼ା, ଆବାହକ ଚଳଚିତ୍ର ସଂଳାପ ଲେଖକ ଡ଼. ରଜନୀ ରଞ୍ଜନ ଦାଶ , ସମ୍ମାନୀତ ଅତିଥି ଭାବେ ସ୍ତମ୍ଭକାର ଶୁତୁ କ୍ରିତୀ ତ୍ରିପାଠୀ, ନାଟ୍ୟକାର ମନୋଜ… Continue reading ତୃତୀୟ ହରପ୍ରିୟା ସାହିତ୍ୟ ଉତ୍ସବ -୨୦୨୬ ଅନୁଷ୍ଠିତ

ଡିଭିଜନାଲ୍ କମିଟି ସଦସ୍ୟ ନକୁଳଙ୍କ ସମେତ ୧୧ ଜଣ ମାଓବାଦୀ ଓଡ଼ିଶା ପୋଲିସ ସମ୍ମୁଖରେ କଲେ ଆତ୍ମସମର୍ପଣ

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):ରାଜ୍ୟରେ ମାଓ ବିରୋଧୀ ପ୍ରୟାସକୁ ଏକ ବଡ଼ ଉତ୍ସାହ ପ୍ରଦାନ କରି, ୧୧ ଜଣ କଠୋର ମାଓବାଦୀ ଆନୁଷ୍ଠାନିକ ଭାବରେ ଶ୍ରୀ ୱାଇ.ବି. ଖୁରାନିଆ, ଡିଜିପି ଓଡ଼ିଶା, ଶ୍ରୀ ସଞ୍ଜିବ ପଣ୍ଡା, ଆଇପିଏସ୍, ଏଡିଜି (ନକ୍ସଲ ବିରୋଧୀ ଅପରେସନ୍ସ), ଶ୍ରୀ ଅମିତେନ୍ଦ୍ର ନାଥ ସିହ୍ନା, ଆଇଜି ସିଆରପିଏଫ, ଡକ୍ଟର ଦୀପକ କୁମାର, ଆଇଜି ଅପରେସନ୍ସ, ଶ୍ରୀ ଅଖିଳେଶ୍ୱର ସିଂହ, ଡିଆଇଜି ଏସଆଇଡବ୍ଲୁ, ଶ୍ରୀ ବିଶାଳ ସିଂହ, ଡିଆଇଜି କୋରାପୁଟ, ଶ୍ରୀ ନାଗରାଜ, ଏସ୍ପି… Continue reading ଡିଭିଜନାଲ୍ କମିଟି ସଦସ୍ୟ ନକୁଳଙ୍କ ସମେତ ୧୧ ଜଣ ମାଓବାଦୀ ଓଡ଼ିଶା ପୋଲିସ ସମ୍ମୁଖରେ କଲେ ଆତ୍ମସମର୍ପଣ

ଧୂଆଁଳ ପ୍ରାଥମିକ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’

ଚିଲିକା : ଆଜି ଚିଲିକା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଧୂଆଁଳ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ୫୦ରୁ ଉର୍ଦ୍ଧ୍ବ ପରୀକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ। ଚିଲିକା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦ୍ୱାରିକାନାଥ ବେହେରା,ଏ.ବି.ଇ.ଓ ଗଗନ ବିହାରୀ ବେହେରା ଓ ସି.ଆର.ସି.ସି କୁଳମଣି ବାରିକ ପରିଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ବରାଳ, ବରିଷ୍ଠ ଶିକ୍ଷକ ନୀଳାଚଳ ଶତପଥି,ବିଜୟ କୁମାର ଚ଼ମ୍ପତ୍ତି,… Continue reading ଧୂଆଁଳ ପ୍ରାଥମିକ ବିଦ୍ୟାଳୟ ଠାରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ‘ଉଲ୍ଲାସ’

ଶ୍ରୀ ସତ୍ୟସାଇ ସଂଗଠନର ଜିଲ୍ଲା ସମ୍ମିଳନୀ

ଚିଲିକା– ଭଗବାନ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ପ୍ରତିବର୍ଷ ପରି ଚଳିତ ବର୍ଷ ଶ୍ରୀ ସତ୍ୟସାଇ ସେବା ସଂଗଠନର ଖୋର୍ଦ୍ଧା ଜିଲ୍ଲା ସମ୍ମିଳନୀ ୧୫ ତାରିଖ ରବିବାର ଦିନ ଟାଙ୍ଗୀ ବ୍ଲକ ଅନ୍ତର୍ଗତ ରତନପୁର ସେବା ସମିତି ଠାରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରାତଃ କାଳରେ ସମିତି ଗୃହରେ ସାଇ ଆଶ୍ରିତ ମାନଙ୍କ ଦ୍ୱାରା ଓଁକାରମ୍, ସୁପ୍ରଭାତମ୍ କରାଯିବା ପରେ ନଗର ସଂକୀର୍ତ୍ତନ ହୋଇଥିଲା।ଏହାପରେ ସାଇ ସଂଗଠନର ଆଧ୍ୟାତ୍ମିକ ପତାକା ଉତ୍ତୋଳନ କରାଯାଇଥିଲା।ଏହାକୁ ଉତ୍ତୋଳନ କରିଥିଲେ… Continue reading ଶ୍ରୀ ସତ୍ୟସାଇ ସଂଗଠନର ଜିଲ୍ଲା ସମ୍ମିଳନୀ

ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ

ଭୁବନେଶ୍ୱର ପ୍ରାଚ୍ୟରେ ଚାଲିଛି ଯୁଦ୍ଧ ଆଉ ଏହାର ପ୍ରଭାବ ଭାରତ ଉପରେ ପଡ଼ିଛି । ବିଶେଷ କରି ଏଲପିଜି ର ଘୋର ଅଭାବ ସବୁଠି ଦେଖିବାକୁ ମିଳୁଛି । କେନ୍ଦ୍ର ଓ ରାଜ୍ୟ ସରକାର ଗ୍ୟାସର ଅଭାବକୁ ଖଣ୍ଡନ କଲେ ମଧ୍ୟ ପ୍ରକୃତରେ ଲୋକଙ୍କ ନିକଟରେ ଗ୍ୟାସ ଠିକ ଭାବରେ ପହଞ୍ଚୁ ନ ଥିବା ଅଭିଯୋଗ ହେଉଛି । ଏବେ ଓଡ଼ିଶାର ବିଭିନ୍ନ ସହରରେ ଅଧିକାଂଶ ହୋଟେଲ ସହ ଜଳଖିଆ ଦେକାନ ଗୁଡ଼ିକ ବନ୍ଦ ରହୁଥିବା ଦେଖିବାକୁ… Continue reading ବଜାରରୁ ଜଳଖିଆ ଦୋକାନ ଉଭାନ ! ଗ୍ରାହକ ଅସନ୍ତୋଷ

ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ନାଚୁଣୀ ଅଞ୍ଚଳର ବିଭିନ୍ନ ବ୍ରାହ୍ମଣ ଶାସନମାନଙ୍କୁ ନେଇ ଗଠିତ ହୋଇଥିବା ଶ୍ରୀଚ଼ନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତିର ପ୍ରଥମ ବୈଠକ ୧୫ ତାରିଖ ରବିବାର ଦିନ ଭବାନୀପୁର ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଫକୀର ମୋହନ ନନ୍ଦଙ୍କ ସଭାପତିତ୍ୱରେ ଓ ସଂପାଦକ ହରିବନ୍ଧୁ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ସମିତିର ପ୍ରଥମ ବୈଠକର ପ୍ରାରମ୍ଭରେ ଉପସ୍ଥିତ ଥିବା ସମସ୍ତ ସଦସ୍ୟମାନେ ଶ୍ରୀଜଗନ୍ନାଥଙ୍କ ତୈଳ ଚିତ୍ରରେ ଧୂପପୁଷ୍ପ ଅର୍ପଣ… Continue reading ଚନ୍ଦ୍ରଶେଖର ଦେବ ବ୍ରାହ୍ମଣ ସମିତି ବୈଠକ

ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି

କଳାହାଣ୍ଡି,୧୫|୩(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-ମାର୍ଚ୍ଚ ମାସ ଆରମ୍ଭ ରୁ ଗ୍ରୀଷ୍ମ ପ୍ରବାହ ପାରଦ ୪୦ କୂ ଛୁଇଁଲାଣି।ପ୍ରବଳ ଖରା ଯୋଗୁ ମଣିଷ ଠାରୁ ପଶୁପକ୍ଷୀ ହନ୍ତସନ୍ତ | ସାଧାରଣ ଭାବେ ମାର୍ଚ୍ଚ ମାସ ମଧ୍ୟରେ ବିଗତ ବର୍ଷ ମାନଙ୍କରେ ପାରଦ ୩୨ ରୁ ୩୫ ଡିଗ୍ରୀ ରହିଥିବା ନଜର ଥିବା ବେଳେ ଚଳିତ ବର୍ଷ ତାହା ୪୦ ଡିଗ୍ରୀ ଉପରକୁ ଉଠିଲାଣି।ଯାହାକୁ ନେଇ ସାଧାରଣରେ ଚିନ୍ତା ପ୍ରକଟ ହୋଇଛି । ସକାଳ ୧୧ ଘଣ୍ଟା ରୁ ପ୍ରବଳ… Continue reading ଅସହ୍ୟ ତାତିରେ ଜଳୁଛି ଧର୍ମଗଡ କେବେ ଆରମ୍ଭ ହେବ ଜଳଛତ୍ର:ବାଟୋଇ ପିଇବା ପାଣି ପାଇଁ ଡହଳ ବିକଳ ଜଳ ଛତ୍ର ଖୋଲିବା ପାଇଁ ଦାବି

You cannot copy content of this page