ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ସତ୍ୟବିହାର ଛକ ନିକଟରେ ଉଦ୍ଘାଟିତ ହୋଇଯାଇଛି ସବୁଠାରୁ ନିର୍ଭରଯୋଗ୍ୟ ଓ ବିଳାସପୂର୍ଣ୍ଣ ଫର୍ନିଚର ସୋ’ ରୁମ୍ ‘ଷ୍ଟିଲକୋ ଫର୍ନିଚର’ ଏବେ ଏହାର ପ୍ରମୁଖ ଫର୍ନିଚର ଷ୍ଟୋର । ରାଜଧାନୀବାସୀଙ୍କ ଚାହିଦା ମୁତାବକ ସମସ୍ତ ପ୍ରକାର ନୂତନ ଡିଜାଇନ୍କୁ ସଂଗ୍ରହ କରି ଗୋଟିଏ ସ୍ଥାନରେ ବିକି୍ର କରିବାକୁ ଲକ୍ଷ୍ୟ ରଖି ଆରମ୍ଭ ହୋଇଛି ଏହି ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍ । ଉଦ୍ଘାଟନୀ ଉତ୍ସବରେ ଓଲିଉଡ଼ ଅଭିନେତ୍ରୀ ଶିବାନୀ ସଙ୍ଗୀତା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ… Continue reading ରାଜଧାନୀରେ ଖୋଲିଲା ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍
ରାଜଧାନୀରେ ଖୋଲିଲା ଷ୍ଟିଲକୋ ଫର୍ଣ୍ଣିଚର ସୋରୁମ୍