ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ବଲାଙ୍ଗୀର: ବଲାଙ୍ଗିର ଶ୍ରମିକ ବିରୋଧୀ ଶ୍ରମ କୋଡ୍‌ ପ୍ରତ୍ୟାହାର ଦାବିରେ ଦିଆଯାଇଥିବା ସର୍ବଭାରତୀୟ ବନ୍ଦ ଡାକରା ଯୋଗୁ ବଲାଙ୍ଗୀର ଜିଲାରେ ଜନଜୀବନ ବ୍ୟାହତ ହୋଇଛି। ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। ବିଭିନ୍ନ ଶ୍ରମିକ ସଂଗଠନ, ବ୍ୟାଙ୍କ କର୍ମଚାରୀ କାର୍ଯ୍ୟ ବନ୍ଦ କରି ପ୍ରତିବାଦ ଜଣାଇଛନ୍ତି। ବିଭିନ୍ନ ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ସରକାରୀ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସହରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ରାଲି… Continue reading ଭାରତ ବନ୍ଦ ଡାକରାରେ ବଲାଙ୍ଗୀରରେ ଜନଜୀବନ ପ୍ରଭାବିତ

ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ

ଭୁବନେଶ୍ୱର,୨୭।୩: ରାଜ୍ୟରେ ଅସୁରକ୍ଷିତ ମହିଳା ଏବଂ ଏଥିଲାଗି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣା ପାଇଁ ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରିବା ପାଇଁ ପ୍ରସ୍ତୁତ ହେଉଛି। କଂଗ୍ରେସର ଏହି କାର‌୍ୟ୍ୟକ୍ରମକୁ ରାଜ୍ୟବାସୀ ସମର୍ଥନ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ବିଧାନସଭା ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଲଗାତର ଦୁଇ ଦିନ ବିଧାନସଭା ଭିତରେ ଓ… Continue reading ସକାଳୁ ଭୁବନେଶ୍ୱରକୁ ଘେରିଲେ ପୋଲିସ

You cannot copy content of this page