ମାର୍ଚ୍ଚ ମାସରେ ପୁଣି ମିଳିବ ସୁଭଦ୍ରା ଟଙ୍କା

Subhadra money will be available again.

ପୁଣି ମିଳିବ ସୁଭଦ୍ରା ଟଙ୍କା। ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ। ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ। ମାର୍ଚ୍ଚ… Continue reading ମାର୍ଚ୍ଚ ମାସରେ ପୁଣି ମିଳିବ ସୁଭଦ୍ରା ଟଙ୍କା

ଆସିଲା ସୁଭଦ୍ରାର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ବାଦ୍ ପଡିଥିବା ମହିଳା ପାଇବେସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ଆବେଦନକାରୀଙ୍କୁ ପୁଣି ଥରେ ଯୋଜନାରେ ସାମିଲ ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ଏଥିପାଇଁ ସରକାର ଏକ ନୋଡାଲ ଏଜେନ୍ସି ଗଠନ କରିଛନ୍ତି । ନଭେମ୍ବର ଓ ଡିସେମ୍ବରରେ ପର୍ଯ୍ୟାୟକ୍ରମେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ସ୍ପଷ୍ଟ କରିଛନ୍ତି ସରକାର । ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ଆବେଦନକାରୀଙ୍କୁ ପୁଣି ଥରେ ଯୋଜନାରେ ସାମିଲ ପାଇଁ ଉଦ୍ୟମ ଆରମ୍ଭ… Continue reading ଆସିଲା ସୁଭଦ୍ରାର ନୂଆ ଗାଇଡଲାଇନ୍

You cannot copy content of this page