ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର । ବିଜୁ ଜନତା ଦଳ ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇ ପଦ୍ମ ଧରିଥିବା ସୁଜିତ କୁମାରଙ୍କୁ ଆଜି ବିଜେପି ରାଜ୍ୟସଭା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ପ୍ରାର୍ଥୀ ଘୋଷଣା କରିଥିଲା । ଆନ୍ଧ୍ର, ହରିୟାଣା ଓ ଓଡିଶାର 3… Continue reading ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର
ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସୁଜିତ କୁମାର
