ନୂଆଦିଲ୍ଲୀ: ଭାରତୀୟ ଆଇନ ପ୍ରକ୍ରିୟାରେ ୩ଟି ନୂଆ ଫୌଜଦାରୀ ଆଇନ ଲାଗୁ ହେବାକୁ ଯାଉଛି । ଏହି ତିନୋଟି ନୂଆ ଅପରାଧିକ ନିୟମ ଜୁଲାଇ ପହିଲାରୁ କାର୍ଯ୍ୟକାରୀ ହେବ । ଏନେଇ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତିରେ କୁହାଯାଇଛି ।ଏହି ତିନି ଅପରାଧିକ ନିୟମ ହେଉଛି, ଭାରତ ନ୍ୟାୟ ସଂହିତା, ଭାରତୀୟ ନାଗାରିକ ସୁରକ୍ଷା ସଂହିତା ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ । ବ୍ରିଟିଶ କାଳରୁ ଚାଲି ଆସିଥିବା ଇଣ୍ଡିଆନ ପେନାଲ କୋଡ (ଆଇପିସି)… Continue reading ଜୁଲାଇ ୧ରୁ ଦେଶରେ ଲାଗୁହେବ ନୂଆ ଅପରାଧ ଆଇନ