ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ଧର୍ମଗଡ ବିଧାୟକଙ୍କୁ ଦାବିପତ୍ର

ଧର୍ମଗଡ଼, ୧୦/୧/(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ): ଓଡିଶା ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କିଛି ଦିନ ତଳେ ତାଙ୍କ ସରକାର ବ୍ଲକ ପୁନର୍ଗଠନ ପାଇଁ ଚିନ୍ତା କରୁଥିବା ବିଷୟ ଗଣମାଧ୍ୟମରେ ପ୍ରକାଶ କରିବା ପରେ ରାଜ୍ୟର ବିଭିନ୍ନ ଅଂଚଳରେ ଲୋକଙ୍କ ଭିତରେ ନୂତନ ବ୍ଲକ ଗଠନ ନେଇ ଆଶା ସଂଚାର ହୋଇଛି । ବିଶେଷକରି କଳାହାଣ୍ଡି ଜିଲ୍ଲାର ଐତିହାସିକ ଦଣ୍ଡପାଟ ଅଂଚଳ ର 11 ଗୋଟି ପଂଚାୟତକୁ ନେଇ ନୂତନ ଭାବେ ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ… Continue reading ଦଣ୍ଡପାଟ ବ୍ଲକ ଘୋଷଣା ପାଇଁ ଧର୍ମଗଡ ବିଧାୟକଙ୍କୁ ଦାବିପତ୍ର

ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର୍ ବାଲକ୍ରିଷ୍ଣନ

ଭୁବନେଶ୍ୱର: ଚଳିତ ସାଧାରଣ ନିର୍ବାଚନରେ ବିଜେଡି ହାରିବା ପରେ ମୁଖ୍ୟମନ୍ତ୍ରୀ ପଦରୁ ନବୀନ ପଟ୍ଟନାୟକ ୫ ତାରିଖରେ ଇସ୍ତଫା ଦେଇଛନ୍ତି । ତାଙ୍କ ସହ ଏବେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ଅନେକ ବରିଷ୍ଠ ଅଫିସର ଇସ୍ତଫା ଦେବା ଆରମ୍ଭ କରିଛନ୍ତି । କେତେକଙ୍କ କାର୍ଯ୍ୟକାଳ ଅତିବେଶୀରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକାଳ ସହ ସମାନ ଥିବାରୁ ସେମାନେ ଇସ୍ତଫା ଦେବାକୁ ବାଧ୍ୟ ହୋଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଫିସର ମୁଖ୍ୟ ପରାମର୍ଶଦାତା ଭାବେ ଗତ ନଭେମ୍ବର ମାସରେ ନିଯୁକ୍ତି ପାଇଥିଲେ ପୂର୍ବତନ… Continue reading ଇସ୍ତଫା ଦେଲେ ସୁରେଶ ମହାପାତ୍ର ଓ ଆର୍ ବାଲକ୍ରିଷ୍ଣନ

You cannot copy content of this page