ଦିଲ୍ଲୀରେ ବାଘ ଆତଙ୍କ

ନୂଆଦିଲ୍ଲୀ: ଉତ୍ତର ଦିଲ୍ଲୀ ୱାଜିରାବାଦର ଏକ ଗାଁରେ ଚିତାବାଘ ଆକ୍ରମଣରେ ଅତି କମରେ ପାଞ୍ଚ ଜଣ ଲୋକ ଆହତ ହୋଇଛନ୍ତି। ବାଘଟି ଛାତରୁ ଛାତ ଡେଇଁ ଏକାଧିକ ଲୋକଙ୍କୁ ଆକ୍ରମଣ କରିଛି। ଆକ୍ରମଣରେ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବାଘ ଛାତକୁ ଛାତ ଡେଉଁଥିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ୍ ହେଉଛି। ଆଜି ସକାଳେ ଜଗତପୁର ଅଞ୍ଚଳରେ ଚିତାବାଘ ବୁଲୁଥିବାର ଖବର ପାଇ ବନ କର୍ମଚାରୀ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳରେ… Continue reading ଦିଲ୍ଲୀରେ ବାଘ ଆତଙ୍କ

You cannot copy content of this page