ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ

ଅହମଦାବାଦ: ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ସମ୍ମୁଖୀନ ହେବେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ। ତେଣୁ ୧୮ଶ ସଂସ୍କରଣରେ ଆଇପିଏଲ୍‌କୁ ମିଳିବ ନୂଆ ବିଜେତା। ବିରାଟ କୋହଲିଙ୍କ ଜର୍ସି ନମ୍ବର ହେଉଛି ୧୮। ପାଖାପାଖି ଦୁଇ ଦଶନ୍ଧି ଧରି ଏହି ତାରକା ବ୍ୟାଟର ହାତରେ ଟ୍ରଫି ଧରିବାକୁ ଅପେକ୍ଷା କରି ରହିଛନ୍ତି। ବିରାଟ କ୍ୟାରିୟରର ୪ର୍ଥ ଆଇପିଏଲ୍ ଫାଇନାଲ ଖେଳିବାକୁ ଯାଉଛନ୍ତି। ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହଜାର ହଜାର ଦର୍ଶକଙ୍କୁ ୧୮ ନମ୍ବର… Continue reading ଇଣ୍ଡିଆନ ପ୍ରିମିୟର ଲିଗ୍ ୨୦୨୫ର ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ପଞ୍ଜାବ କିଙ୍ଗ୍ସ

ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ଟିମ ଇଣ୍ଡିଆ

ଦୁବାଇ : ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ପରାସ୍ତ କରି ଭାରତ ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ ପ୍ରବେଶ କରିଛି । ଏହା ସହିତ ୨୦୨୩ ବିଶ୍ବକପ ଫାଇନାଲ ପରାଜୟର ପ୍ରତିଶୋଧ ନେଇଛି ଭାରତ । ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆ ଏହି ମ୍ୟାଚରେ ଭାରତ ଆଗରେ ବିଜୟ ପାଇଁ ୨୬୫ ରନର ଲକ୍ଷ୍ୟ… Continue reading ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ଟିମ ଇଣ୍ଡିଆ

ଆଇସିସି ଚାମ୍ପିୟନ୍ସ ଟ୍ରଫି, ଭାରତ-ପାକିସ୍ତାନ ମୁକାବିଲା ଆଜି

inida-pak cricket match today

ଦୁବାଇ: ଆଇସିସି ଚାମ୍ପିୟନ୍ସ ଟ୍ରଫିର ଭାରତ-ପାକିସ୍ତାନ ମୁକାବିଲା ଆଜି ଅନୁଷ୍ଠିତ ହେବ। ଏଥିପାଇଁ ଦୁବାଇ କ୍ରିକେଟ ଷ୍ଟାଡିୟମ ପ୍ରସ୍ତୁତ। ଉଭୟ ଦେଶର କ୍ରିକେଟ ପ୍ରେମୀଙ୍କ ମନରେ ନାହିଁ ନ ଥିବା ଉତ୍ସାହ। ଏଥିରେ ବିଜୟୀ ହୋଇ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ସେମିଫାଇନାଲରେ ପ୍ରବେଶ ଲକ୍ଷ୍ୟ ରଖିଛି। ମହମ୍ମଦ ରିଜଓ୍ବାନଙ୍କ ପାକିସ୍ତାନ ଦଳ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଭାରତ ନିକଟରୁ ହାରିଲେ ଦଳର ସେମିଫାଇନାଲ ପ୍ରବେଶ ଆଶା କ୍ଷୀଣ ହୋଇଯିବ। ତେଣୁ ଟୁର୍ନାମେଣ୍ଟରୁ… Continue reading ଆଇସିସି ଚାମ୍ପିୟନ୍ସ ଟ୍ରଫି, ଭାରତ-ପାକିସ୍ତାନ ମୁକାବିଲା ଆଜି

ବାଙ୍କୁଆଳ ପ୍ରିମିୟର ଲିଗ୍ : ଏଫ୍ ସି ସି କେଶୁର ଚମ୍ପ୍ୟାନ୍।

ବାଲିଅନ୍ତା,୨୬/୦୧: ୧୪ତମ ଜଗବନ୍ଧୁ ମେମୋରିଆଲ କର୍କ ବଲ କ୍ରିକେଟ୍ ପ୍ରତିଯୋଗିତା (ବାଙ୍କୁ ଆଳ ପ୍ରିମିୟର ଲିଗ୍ ଆଜି ଫାଇନାଲ ରେ ଏଫ୍ ସି ସି କେଶୁରା ଓ ଯାଆଁଳା କ୍ରିକେଟ୍ କ୍ଲବ ମଧ୍ଯରେ ହୋଇଥିଲା ପ୍ରଥମେ ଟଚ୍ ଜିତି ଯାଆଁଳା ବ୍ୟାଟିଂ ର ନିଷ୍ପତି ନେଇଥିଲା। ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭର ବିଶିଷ୍ଟ ଏହି ମ୍ୟାଚ୍ ରେ ୧୭.୦୩ ଓଭରରେ ତାର ସମସ୍ତ ୧୦ ୱଇକେଟ ହରାଇ ୧୩୩ ରନ କରିବାରେ ସକ୍ଷମ ହେଇଥିଲା।ବିଜୟ ମକୁଟ… Continue reading ବାଙ୍କୁଆଳ ପ୍ରିମିୟର ଲିଗ୍ : ଏଫ୍ ସି ସି କେଶୁର ଚମ୍ପ୍ୟାନ୍।

ବ୍ଳକ୍ ସ୍ତରୀୟ ବିଦ୍ୟାଳୟ ସମୂହ ୧୭ବର୍ଷ ରୁ କମ୍ ବାଳକ କ୍ରିକେଟ୍ ଚୟନ ଶିବିର

ଛେଣ୍ଡିପଦା: ଛେଣ୍ଡିପଦା ବ୍ଳକ୍ ଶିମିଳିପାଳ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସପୋଇନାଳୀ, ଖେଳପଡିଆ ରେ ବ୍ଲକ୍ ସ୍ତରୀୟ ବିଦ୍ୟାଳୟ ସମୂହ ୧୭ ବର୍ଷ ରୁ କମ୍ ବାଳକ କ୍ରିକେଟ୍ ଚୟନ ଶିବିର ଅନୁଷ୍ଠିତ ହୋଇଯାଇ ଅଛି l ଏହି ଶିବିରରେ ବ୍ଲକ୍ ର ୧୦ଟି ସ୍କୁଲ ର ବଛା ବଛା ପିଲାଙ୍କୁ ନେଇ ଜିଲ୍ଲା ସ୍ତରୀୟ ଖେଳ ପାଇଁ ଚୟନ କରାଯାଇଅଛି l ବିଦ୍ୟାଳୟ ର ଏହି ଚୟନ ଶିବିର ରେ ମୁଖ୍ୟ ଅତିଥି ଭାବରେ ଶିମିଳିପାଳ ସରପଞ୍ଚ… Continue reading ବ୍ଳକ୍ ସ୍ତରୀୟ ବିଦ୍ୟାଳୟ ସମୂହ ୧୭ବର୍ଷ ରୁ କମ୍ ବାଳକ କ୍ରିକେଟ୍ ଚୟନ ଶିବିର

ର୍ଦ୍ଧଶତକ ହାସଲ କର ଗାଙ୍ଗୁଲି ଓ ଗୌତମଙ୍କୁ ପଛରେ ପକାଇଲେ ଯଶସ୍ୱୀ

ନୂଆଦିଲ୍ଲୀ : ଝାଡ଼ଖଣ୍ଡ ରାଞ୍ଚିରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚ୍ରେ ଯଶସ୍ୱୀ ଜୟସ୍ୱାଲ୍ ଅର୍ଦ୍ଧଶତକ ହାସଲ କରି ରେକର୍ଡ କରିଛନ୍ତି । ମ୍ୟାଚ୍ର ଦ୍ୱିତୀୟ ପାଳିରେ ଶନିବାର ଜୟସ୍ୱାଲ ଅର୍ଦ୍ଧଶତକ ହାସଲ କରି ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପଟେନ୍ ସୌରଭ ଗାଙ୍ଗୁଲି ଓ ଗୌତମ ଗମ୍ଭୀରଙ୍କୁ ପଛରେ ପକାଇ ଦେଇଛନ୍ତି । ଗୋଟିଏ ଟେଷ୍ଟ ସିରିଜ୍ରେ ସର୍ବାଧିକ ୬୦୦ ରନ୍ ହାସଲ କରିଥିବା ଜୟସ୍ୱାଲ୍ ପ୍ରଥମ ଭାରତୀୟ ବାମହାତି ବ୍ୟାଟର ହୋଇଛନ୍ତି ।… Continue reading ର୍ଦ୍ଧଶତକ ହାସଲ କର ଗାଙ୍ଗୁଲି ଓ ଗୌତମଙ୍କୁ ପଛରେ ପକାଇଲେ ଯଶସ୍ୱୀ

You cannot copy content of this page