ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଓ ଉଦ୍ୟୋଗୀଙ୍କ ସମ୍ପର୍କରେ ଆଲୋଚନା, ସମୀକ୍ଷା ବିଶିଷ୍ଟ ସମାଜସେବୀ, ସମାଜସେବୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ୱ ଓ ଶ୍ରୀକାନ୍ତ ଶେଖର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଯାଇଛି I “ବନ୍ଦେ ମାତରମ” ସଂଗୀତ ଗାନ ସହ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା I ଉଦ୍ୟୋଗୀଙ୍କ ସୁରକ୍ଷା, ସମ୍ମାନ ଓ ସମୃଦ୍ଧି ଉପରେ ବିଷଦ ଆଲୋଚନା କରାଯିବା ସହିତ ଯୁବ ଉଦ୍ୟୋଗୀମାନେ ନିଷ୍ଠା, ଏକାଗ୍ରତା, ସତ୍ୟ ସହିତ… Continue reading ଓଡିଶା ଉଦ୍ୟୋଗୀ ପରିବାରର ପଞ୍ଚମ ସ୍ୱନକ୍ଷତ୍ର ଅନୁଷ୍ଠିତ

ସାରସ୍ୱତ ଲେଖକ ଶ୍ରୀନିବାସ ପାଣିଗ୍ରାହୀଙ୍କ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ସ୍ଥାନୀୟ ଗୀତଗୋବିନ୍ଦ ସଦନ ଠାରେ ସାହିତ୍ୟିକ, ଲେଖକ ଶ୍ରୀନିବାସ ପାଣିଗ୍ରାହୀଙ୍କ ସ୍ୱରଚିତ ତିନିଗୋଟି ପୁସ୍ତକ “ସ୍ମୃତି ଓ ଗୀତି “, “ଗୀତିପର୍ବ ” ଓ “ଭିଜନ ଅଫ ଲାଇଫ “ଆଧ୍ୟାତ୍ମିକ ଉପରେ ପର୍ୟ୍ୟବେଶିତ ମୁଖ୍ୟଅତିଥି ପ୍ରାକ୍ତନ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ, ସାରସ୍ୱତ ପ୍ରତିଭାଧାରୀ ଡ଼ ରବି ନାରାୟଣ ସେନାପତିଙ୍କ ଦ୍ୱାରା ଶୁଭ ଉନ୍ମୋଚିତ ହୋଇଛି I ସତ୍ୟମ ଶିବମ ସୁନ୍ଦରମ ପକ୍ଷରୁ ପ୍ରକାଶିତ ତିନିଗୋଟି ପୁସ୍ତକ ଆଜିର ଯୁବପୀଢ଼ିଙ୍କୁ ମାର୍ଗଦର୍ଶନ କରାଇବା ସହିତ… Continue reading ସାରସ୍ୱତ ଲେଖକ ଶ୍ରୀନିବାସ ପାଣିଗ୍ରାହୀଙ୍କ ପୁସ୍ତକ ଉନ୍ମୋଚିତ

ଡ. ସୁନୀଲ କୁମାର ପଟ୍ଟନାୟକ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ

ଚିଲିକା : ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶାନୁଯାୟୀ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ ଭାବେ ଡକ୍ଟର ସୁନୀଲ କୁମାର ପଟ୍ଟନାୟକ ଯୋଗ ଦେଇଛନ୍ତି।ସେ କଲେଜର ଭାରପ୍ରାପ୍ତ ଅଧ୍ୟକ୍ଷା ସଂଘମିତ୍ରା ପଟ୍ଟନାୟକଙ୍କ ଠାରୁ ଦାୟୀତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ସେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟସ୍ଥ ରାମଚନ୍ଦ୍ର ମର୍ଦ୍ଦରାଜ ବିଜ୍ଞାନ ମହାବିଦ୍ୟାଳୟର ରସାୟନ ବିଭାଗ ପ୍ରଧ୍ୟାପକ ଭାବେ କାର୍ଯ୍ୟ କରିଥିଲେ। ସେ ଅଧ୍ୟକ୍ଷ ଭାବେ ଦାୟୀତ୍ୱ ଗ୍ରହଣ କରିବା ପରେ କଲେଜର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନେ ତାଙ୍କୁ… Continue reading ଡ. ସୁନୀଲ କୁମାର ପଟ୍ଟନାୟକ ନାଚୁଣୀ କଲେଜର ନୂତନ ଅଧ୍ୟକ୍ଷ

ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା ବଳଙ୍ଗା ପୀଡିତାଙ୍କ ପାର୍ଥିବ ଶରୀର । ପୀଡିତାଙ୍କ ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ବିଭିନ୍ନ ଦଳର ନେତାଙ୍କ ଭିଡ ଜମିଥିଲା । ଏହା ପରେ ମହାପ୍ରୟାଣ ଗାଡିରେ ଗାଁକୁ ଯାଇଥିଲା ପୀଡିତାଙ୍କ ମରଶରୀର ।… Continue reading ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ

ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ ୟୁନିଟ 9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ସହ ଉଦ୍ୟୋଗୀଙ୍କ ବିଭିନ୍ନ ସମସ୍ୟା, ସମାଧାନ ଓ ନୂତନ ଉଦ୍ୟୋଗୀଙ୍କୁ ପ୍ରୋତ୍ସାହିତ କରିବା କାର୍ଯ୍ୟକ୍ରମ ସଭାପତି, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତା ଓ ଶ୍ରୀକାନ୍ତ ସାହୁଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ  ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ଶିଳ୍ପ ପରାମର୍ଶଦାତା ଅମୀୟ କୁମାର ଶତପଥି ଉଦ୍ୟୋଗକୁ ଆଧାର କରି… Continue reading ଓଡିଶା ଉଦ୍ୟୋଗୀ ପରିବାରର ମାସିକ ବୈଠକ ଅନୁଷ୍ଠିତ

ରାଜ୍ୟସ୍ତରୀୟ ଆଦିଶଙ୍କର ଜୟନ୍ତୀରେ ପ୍ରଦୁ୍ୟମ୍ନ ଶତପଥୀ ସମ୍ବର୍ଦ୍ଧିତ

ଭୁବନେଶ୍ୱର, ୨.୫ : ଆଦିଶଙ୍କର ବେଦାନ୍ତ ପ୍ରତିଷ୍ଠାନମ୍ ପକ୍ଷରୁ ରାଜ୍ୟସ୍ତରୀୟ ଭଗବତପାଦ ଆ•ର୍ଯ୍ୟ ଆଦିଶଙ୍କରଙ୍କ ଜୟନ୍ତୀ ଉତ୍ସବ ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ବୁଦ୍ଧମନ୍ଦିର ସଭାଗୃହରେ ଅନୁଷ୍ଠାନର ଅଧ୍ୟକ୍ଷ, ପୂର୍ବତନ କୁଳପତି ନରେନ୍ଦ୍ର କୁମାର ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ପୂର୍ବତନ ପ୍ରଶାସକ ସହଦେବ ଜୟସିଂହ କହିଲେ ଯେ, ଆଜି ମଧ୍ୟ ଭଗବତ ପାଦ ଆଦିଶଙ୍କରଙ୍କ ଜନ୍ମକାଳକୁ ନେଇ ଅନେକଙ୍କ ମନରେ ସନେ୍ଦହ ରହିଛି । ଏ ବିଷୟରେ ବିଶିଷ୍ଟ… Continue reading ରାଜ୍ୟସ୍ତରୀୟ ଆଦିଶଙ୍କର ଜୟନ୍ତୀରେ ପ୍ରଦୁ୍ୟମ୍ନ ଶତପଥୀ ସମ୍ବର୍ଦ୍ଧିତ

ଉଦଯାପିତ ହେଲା ୮ମ ଯଶୁଆପୁର ମହୋତ୍ସବ

ବାଲିଅନ୍ତା,୧୪|୨: ବାଲିଅନ୍ତା ବ୍ଲକ ଉମାଦେଇବ୍ରହ୍ମପୁର ପଞ୍ଚାୟତ ଯଶୁଆପୁର ଠାରେ ଯଶୁଆପୁର ବିକାଶ ପରିଷଦ ପକ୍ଷରୁ ଆୟୋଜିତ ହେଉଥିବା ଦୁଇ ଦିନିଆ ୮ମ ଯଶୁଆପୁର ମହୋତ୍ସବ ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସଂନ୍ଧ୍ୟାରେ ମୁଖ୍ୟଅତିଥି ରୂପେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଡ. ଅରବିନ୍ଦ ଢ଼ାଲି , ଢେଙ୍କାନାଳ ବାଣିଜ୍ୟିକ ଟିକସ ଏବଂ ଜିଏସ୍ଟି ବିଭାଗର ଡେପ୍ୟିଟି କମିସନର… Continue reading ଉଦଯାପିତ ହେଲା ୮ମ ଯଶୁଆପୁର ମହୋତ୍ସବ

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଏରୋଡ୍ରୋମ୍ ପ୍ରାଇମେରୀ ସ୍କୁଲର ୧୧୪ନଂ ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଣତନ୍ତ୍ରର ଏ ମହାପର୍ବରେ ସମସ୍ତ ଭୋଟର ନିଜ ମତଦାନ ଅଧିକାର ସାବସ୍ତ୍ୟ କରିବାକୁ ସେ ଅପିଲ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ପ୍ରଭୁ ଜଗନ୍ନାଥ ଏବଂ ଓଡ଼ିଶାବାସୀଙ୍କ ଆଶୀର୍ବାଦରେ ପୁଣିଥରେ ବିଜୁ ଜନତା ଦଳ ଏକ ସ୍ଥିର ସରକାର ଦେବ । ବିଜେଡି… Continue reading ଭୋଟ ଦେଲେ ମୁଖ୍ୟମନ୍ତ୍ରୀ

ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

ମୁଁ ନିର୍ବାଚନ ଜିତିଲେ ବଲିଉଡରେ ଆଉ କାମ କରିବିନି ବୋଲି କହିଛନ୍ତି ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ । ପୂରାପୁରି ରାଜନୀତିରେ ସକ୍ରିୟ ରହି ଲୋକଙ୍କ ପାଇଁ କାମ କରିବେ। ନିକଟରେ ଏକ ସାକ୍ଷାତକାର୍‌ରେ ଏଭଳି ଘୋଷଣା କରିଛନ୍ତି ଖୋଦ୍‌ ଅଭିନେତ୍ରୀ କଙ୍ଗନା ରାଣାୱତ । କଙ୍ଗନା ନିକଟରେ ଏକ ସାକ୍ଷାତକାର୍‌ରେ ଇସାରା କରି କହିଛନ୍ତି ଯେ, ଯଦି ସେ ନିର୍ବାଚନ ଜିତନ୍ତି ତେବେ ଧୀରେ ଧୀରେ ବଲିଉଡକୁ ବାଏ ବାଏ କହିବେ। କାରଣ ସେ କେବଳ… Continue reading ରାଜନୀତି କରିବେ ଲୋକପ୍ରିୟ ଅଭିନେତ୍ରୀ କଙ୍ଗନା ରାଣାୱତ

You cannot copy content of this page