କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ବାଳକାଟି ଅଞ୍ଚଳର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରତିଭା ଓ ପ୍ରୟାସ କୋଚିଂ ସେଣ୍ଟରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨0୨୪/୨୫ ଶିକ୍ଷାବର୍ଷରେ ଅଧ୍ୟୟନ କରିଥିବା ଦଶମ, ଯୁକ୍ତଦୁଇ ଏବଂ ସିବିଏସଇ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି l ଅନୁଷ୍ଠାନର ମୁଖ୍ୟ ତଥା ପ୍ରତିଷ୍ଠାତା ଚିତ୍ତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ସମ୍ବର୍ଦ୍ଧିତ ସଭାରେ ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ସନ୍ତୋଷ ବେହେରା l ଏଥିରେ… Continue reading କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ପୋଖରୀପୁଟ ସ୍ଥିତ ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ୮ମ ତମ ବାର୍ଷିକ ଉତ୍ସବ ସୁରସା- ୮ ବହୁ ସମାରୋହରେ ପାଳିତ ହୋଇ ଯାଇଅଛି। ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଜେପି ରାଜ୍ୟ ଉପ ସଭାପତି ଡ଼. ଲେଖାଶ୍ରୀ ସାମନ୍ତ ସିଂହାର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଉଦ୍ଘାଟନ କରିଥିଲେ। ମୁଖ୍ୟ ଅତିଥି ଏବଂ ଅନ୍ୟାନ୍ୟ ସମ୍ମାନୀୟୀତ ଅତିଥି ମଧ୍ୟରେ ପୁରୀ ସଂସ୍କୃତ ବିଶ୍ଵବିଦ୍ୟାଳୟର କୁଳପତି ଡକ୍ଟର ଅଲେଖ ଚନ୍ଦ୍ର ଷଡଙ୍ଗୀ ଏବଂ… Continue reading ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

You cannot copy content of this page