ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

​ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପି.ପି. ଏକାଡେମୀ ହାଇସ୍କୁଲ କନଫରେନ୍ସ ହଲ୍‌ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ​ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା ବେହେରା ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଅନ୍ୟତମ ଅତିଥି ଭାବେ ଜିଲ୍ଲା ଶିକ୍ଷା କ୍ରୀଡ଼ା ଅଧିକାରୀ ପ୍ରଦୀପ କୁମାର ପାତ୍ର, ପି.ପି. ଏକାଡେମୀ ହାଇସ୍କୁଲର ପ୍ରଧାନ ଶିକ୍ଷକ ଦ୍ୟୁତିରଞ୍ଜନ ମହାଲିଙ୍ଗ ଏବଂ ବଲାଙ୍ଗୀର… Continue reading ଜିଲ୍ଲା ସ୍ତରୀୟ ସ୍କୁଲ ଗେମ୍ସ ଟାଇକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ

କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ବାଲିଅନ୍ତା: ବାଳକାଟି ଅଞ୍ଚଳର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରତିଭା ଓ ପ୍ରୟାସ କୋଚିଂ ସେଣ୍ଟରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏଥିରେ ୨0୨୪/୨୫ ଶିକ୍ଷାବର୍ଷରେ ଅଧ୍ୟୟନ କରିଥିବା ଦଶମ, ଯୁକ୍ତଦୁଇ ଏବଂ ସିବିଏସଇ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି l ଅନୁଷ୍ଠାନର ମୁଖ୍ୟ ତଥା ପ୍ରତିଷ୍ଠାତା ଚିତ୍ତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ଏହି ସମ୍ବର୍ଦ୍ଧିତ ସଭାରେ ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ସନ୍ତୋଷ ବେହେରା l ଏଥିରେ… Continue reading କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

ଭୁବନେଶ୍ୱର: ପୋଖରୀପୁଟ ସ୍ଥିତ ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ୮ମ ତମ ବାର୍ଷିକ ଉତ୍ସବ ସୁରସା- ୮ ବହୁ ସମାରୋହରେ ପାଳିତ ହୋଇ ଯାଇଅଛି। ଏହି ଉତ୍ସବ ରେ ମୁଖ୍ୟ ଅତିଥି ବିଜେପି ରାଜ୍ୟ ଉପ ସଭାପତି ଡ଼. ଲେଖାଶ୍ରୀ ସାମନ୍ତ ସିଂହାର ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉତ୍ସବର ଉଦ୍ଘାଟନ କରିଥିଲେ। ମୁଖ୍ୟ ଅତିଥି ଏବଂ ଅନ୍ୟାନ୍ୟ ସମ୍ମାନୀୟୀତ ଅତିଥି ମଧ୍ୟରେ ପୁରୀ ସଂସ୍କୃତ ବିଶ୍ଵବିଦ୍ୟାଳୟର କୁଳପତି ଡକ୍ଟର ଅଲେଖ ଚନ୍ଦ୍ର ଷଡଙ୍ଗୀ ଏବଂ… Continue reading ଲିଙ୍ଗରାଜ ବିହାର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବାର୍ଷିକ ଉତ୍ସବ

You cannot copy content of this page