ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ

DCIM100MEDIADJI_0058.JPG

ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା ଖଣିଜ, ବୟନଶିଳ୍ପ ଏବଂ ବାଣିଜ୍ୟ କେନ୍ଦ୍ରଗୁଡ଼ିକୁ ସଂଯୋଗ କରି, ବ୍ୟବସାୟ ଏବଂ ଶ୍ରମଶକ୍ତିର ଗତିବିଧିକୁ ସମର୍ଥନ କରି ଆର୍ଥିକ ଏବଂ ଶିଳ୍ପ ଗତିଶୀଳତାକୁ ବୃଦ୍ଧି କରିବ ।ଉଦଘାଟନୀ ଟ୍ରେନକୁ ବ୍ରହ୍ମପୁର ରେଳ ଷ୍ଟେସନରୁ ପ୍ରଧାନମନ୍ତ୍ରୀ… Continue reading ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ

ଚଳନ୍ତା ଟ୍ରେନରୁ ଖସି ମାଆ-ପୁଅ ଗୁରୁତର

ଢେଙ୍କାନାଳ ଦାଣ୍ଡିମାଳ ଷ୍ଟେସନରେ ଏକ୍ସପ୍ରେସ ଟ୍ରେନରୁ ଓହ୍ଲାଇବାବେଳେ ଚଳନ୍ତା ଟ୍ରେନରୁ ଖସି ପଡ଼ିଲେ ମାଆ-ପୁଅ । ମାଆ ଗୁରୁତର ହୋଇଥିବା ବେଳେ ୧୨ ବର୍ଷିୟ ପୁଅର ଅବସ୍ଥା ସଙ୍କଟାପନ୍ନ ରହିଛି । ଉଭୟ ଢେଙ୍କାନାଳ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମାଆ ଭଗବତୀ ଦେହୁରୀ ଓ ୧୨ ବର୍ଷୀୟ ପୁଅ ରୁଦ୍ର ନାରାୟଣ ଦେହୁରୀ ମେରାମଣ୍ଡଳୀ ଷ୍ଟେସନରୁ ପାସେଞ୍ଜର ବଦଳରେ ପୁରୀ ଦୁର୍ଗ ଏକ୍ସପ୍ରେସରେ ଚଢିଯାଇଥିଲେ । ଢେଙ୍କାନାଳ ନିକଟସ୍ଥ ଦାଣ୍ଡିମାଳ ଷ୍ଟେସନରେ ସେମାନଙ୍କ ଓହ୍ଲାଇବାରଥିଲା ।… Continue reading ଚଳନ୍ତା ଟ୍ରେନରୁ ଖସି ମାଆ-ପୁଅ ଗୁରୁତର

You cannot copy content of this page