ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ ଓଡ଼ିଶାରେ ଗ୍ରାମୀଣ ଜୀବିକାରେ ଉନ୍ନତି ଆଣିବା ଏବଂ ମହିଳା ନେତୃତ୍ଵାଧୀନ ଚାଷ କାର୍ଯ୍ୟକୁ ପ୍ରୋତ୍ସାହନ ଯୋଗାଇବା କ୍ଷେତ୍ରରେ ଟିପିଏସ୍ଓଡିଏଲର ପ୍ରତିବଦ୍ଧତାକୁ ଦର୍ଶାଏ। ଟିପିଏସ୍ଓଡିଏଲର ଏହି ପ୍ରୋଜେକ୍ଟ କୋରାପୁଟ ଜିଲ୍ଲାର ଏନଜିଓ ପ୍ରଗତିର ସହଭାଗିତାରେ ବୈପାରିଗୁଡା… Continue reading ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
