ସାମାଜିକ ଅନୁଷ୍ଠାନ ଓ ୱେବ ଗଣମାଧ୍ୟମ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ଅନୁଷ୍ଠିତ

Utkal bulletin Charitable Turst 5th annualceremony held at bhubaneswar

10 ସାରସ୍ୱତ ପ୍ରତିଭାଧାରୀ ହେଲେ ସମ୍ବର୍ଦ୍ଧିତଭୁବନେଶ୍ୱର: ୱେବ ଗଣମାଧ୍ୟମ ଓ ସାମାଜିକ ଅନୁଷ୍ଠାନ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ସ୍ଥାନୀୟ ୟୁନିଟ-9 ସ୍ଥିତ ବୁଦ୍ଧମନ୍ଦିର ପରିସରରେ ସାମ୍ବାଦିକା ରୀନା ମହାନ୍ତିଙ୍କ ସଂଯୋଜନା ଓ ସଂସ୍କୃତି ପୁରୁଷ, ପୁଜ୍ୟପୂଜା ପ୍ରାଣ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ବାଗ୍ନୀ ପ୍ରଦ୍ୟୁମ୍ନ ଶତପଥୀ, ସମ୍ମାନିତ ଅତିଥି… Continue reading ସାମାଜିକ ଅନୁଷ୍ଠାନ ଓ ୱେବ ଗଣମାଧ୍ୟମ “ଉତ୍କଳ ବୁଲେଟିନ ଚାରିଟେବଲ ଟ୍ରଷ୍ଟର ପଞ୍ଚମ ସ୍ଵନକ୍ଷତ୍ର ଅନୁଷ୍ଠିତ

‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

ଭୁବନେଶ୍ୱର, ୨୨.୨.୨୦୨୪: ସାମାଜିକ ଅନୁଷ୍ଠାନ ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ଆୟୋଜିତ ଓ ମହିମା ସେବା ପାଉଣ୍ଡେସନ, ଅରଭାନୀ ସମୟର ମିଳିତ ସହଯୋଗରେ ବିଶ୍ୱ ମାତୃଭାଷା ଦିବସ ୨୦୨୪ ସ୍ଥାନୀୟ ଗୋଦାବରୀଶ ସାହିତ୍ୟ ସଂସଦଠାରେ ଅନୁଷ୍ଠିତ ହୋଇଯାଇଛି । ଉଦ୍ଘାଟକ ଭାବେ ସଂସ୍କୃତି ପୁରୁଷ ଡ. ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ୱ, ରୀନା ମହାନ୍ତିଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଗ୍ମୀ, ବରିଷ୍ଠ ସାମ୍ବାଦିକ, ଅଧ୍ୟକ୍ଷ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ପ୍ରଦୁ୍ୟମ୍ନ… Continue reading ‘ଉତ୍କଳ ବୁଲେଟିନ୍ ଚାରିଟେବଲ ଟ୍ରଷ୍ଟ୍’ ପକ୍ଷରୁ ବିଶ୍ୱ ମାତୃଭାଷା ଦିବସ ୨୦୨୪ ଅନୁଷ୍ଠିତ

You cannot copy content of this page