ବଲାଙ୍ଗୀର: ବଲାଙ୍ଗୀର ଲୋୟର ସକତେଲ ଡ୍ୟାମ୍ର ଦ୍ୱିତୀୟ ବନ୍ୟାଜଳ ରବିବାର ଅପରାହ୍ଣ ୪ଟାରେ ଛଡାଯାଇଛି। ଡ୍ୟାମ ଭିତର ଜଳସ୍ତର ୧୯୯ ମିଟର ପହଞ୍ଚିବା ପରେ ଡ୍ୟାମ୍ର ସ୍ଥିତି ଆକଳନ କରାଯାଇ ବନ୍ୟା ଜଳ ଛଡାଯାଇଥିବା ସୂଚନା ମିଳିଛି। ଡ୍ୟାମର ଦ୍ୱିତୀୟ ବନ୍ୟା ଜଳ ଛଡାଯିବା ନେଇ ବଲାଙ୍ଗୀର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଉପଜିଲାପାଳ, ବଲାଙ୍ଗୀର ବିଡିଓ ଏବଂ ତହସିଲଦାର ଓ ଲୋଇସିଂହା ବିଡିଓ ଏବଂ ତହସିଲଦାରଙ୍କୁ ଏନେଇ ସୂଚନା ଦିଆଯାଇଛି। ଡ୍ୟାମ୍ର ବନ୍ୟା ଜଳ ଛଡାଯିବା ପରେ… Continue reading ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଟ୍ରାଏଲ ଇରିଗେସନ ଆରମ୍ଭ
ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଟ୍ରାଏଲ ଇରିଗେସନ ଆରମ୍ଭ
