ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫କୁ ଉଦଘାଟନ କରିଛନ୍ତି। ଏହି ଦୁଇଦିନିଆ କନକ୍ଲେଭ୍ ରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବେ?ଷ୍ଣବ ଓ ଜୁଏଲ୍ ଓରାମ୍ ଉପସ୍ଥିତ ଅଛନ୍ତି। କନ୍େକ୍ଲଭ୍ରେ ଷ୍ଟାର୍ଟଅପ୍ ଓଡ଼ିଶା, ସ୍କିଲ୍ଡ ଇନ୍ ଓଡ଼ିଶା ଓ ମହିଳା ଉଦ୍ୟମିତା ଉପରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏହା ବ୍ୟତୀତ ସିଇଓ ରାଉଣ୍ଡ୍େଟବୁଲ୍, ମହିଳା ନେତୃତ୍ୱ ରାଉଣ୍ଡ୍େଟବୁଲ୍ ଓ ଏଡିଟର୍ସ ରାଉଣ୍ଡ୍େଟବୁଲ୍ ଅନୁଷ୍ଠିତ ହେବ। ଫୋକସ୍ରେ ଥିବା ଦେଶଗୁଡ଼ିକୁ ମଧ୍ୟ ନେଇ ଏକ ସ୍ୱତନ୍ତ୍ର ଅଧିବେଶନ ଆୟୋଜନ କରାଯିବ। କନ୍େକ୍ଲଭ୍ର ପ୍ରଥମ ଦିନରେ ୫ଟି ଓ ଦ୍ୱିତୀୟ ଦିନରେ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ। ଜାନୁଆରି ୩୦ରେ ମେକ୍ ଇନ୍ ଓଡ଼ିଶା ଏକ୍ସପୋ ସାଧାରଣ ଜନତାଙ୍କ ପରିଦର୍ଶନ ପାଇଁ ଖୋଲାଯିବ। ସେଥିରେ ୧୫୦ରୁ ଅଧିକ ପ୍ରଦର୍ଶନକାରୀ ସେମାନଙ୍କ ଉତ୍ପାଦ, ସେବା ଓ ସମାଧାନ ପ୍ରଦାନ କରିବେ।
ଆଜିଠାରୁ ଜନତା ମଇଦାନରେ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ପ୍ରମୁଖ ନିବେଶକ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନ୍େକ୍ଲଭ୍ ୨୦୨୫। କନକ୍ଲେଭ୍ ର ଲକ୍ଷ୍ୟ ହେଉଛି ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଏବଂ ଦେଶବିଦେଶର ନିବେଶକମାନଙ୍କୁ ପୁଞ୍ଜିନିବେଶ ଲାଗି ଆକୃଷ୍ଟ କରିବା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ୍ ଓରାମ୍ ମଧ୍ୟ ଭାଗନେବେ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍େକ୍ଲଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି।୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଓ ୨୦୪୭ ସୁଦ୍ଧା ବିକଶିତ ଭାରତକୁ ନଜରରେ ରଖି ଉତ୍କର୍ଷ ଓଡ଼ିଶା କନ୍େକ୍ଲଭ୍ ପ୍ରସ୍ତୁତ କରାଯାଇଛି। ରାଜ୍ୟର ନିବେଶ ସମ୍ଭାବନା କ୍ଷେତ୍ରଗୁଡ଼ିକୁ ସେଥିରେ ପ୍ରଦର୍ଶିତ କରାଯାଉଛି। ପାରମ୍ପରିକ ଧାତବ, ଖଣି ଓ ଖଣିଜ କ୍ଷେତ୍ର ବ୍ୟତୀତ ଏଥିରେ ବୟନ, ପେଟ୍ରୋକେମିକାଲ୍ସ, ଅକ୍ଷୟ ଶକ୍ତି, ସବୁଜ ଇନ୍ଧନ ଓ ସର୍କୁଲାର ଅର୍ଥନୀତି ଉପରେ ବିଶେଷ ଜୋର ଦିଆଯାଉଛି। କନ୍େକ୍ଲଭ୍ରେ ଭାଗ ନେବାକୁ ଆସୁଥିବା ପ୍ରତିନିଧିଙ୍କୁ ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ବିଷୟରେ ପରିଚିତ କରାଇବା ଲାଗି ଓଡ଼ିଶା ଡ୍ୟାନ୍ସ ଏକାଡେମି ପକ୍ଷରୁ ପ୍ରଥମ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଦ୍ୱିତୀୟ ଦିନରେ ସଂସ୍କୃତି ବିଭାଗ ପକ୍ଷରୁ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଉଭୟ ଦିନର ସନ୍ଧ୍ୟାରେ ଡ୍ରୋନ୍ ସୋ’ ଅନୁଷ୍ଠିତ ହେବ।
‘ଉତ୍କର୍ଷ ଓଡ଼ିଶା’ କନକ୍ଲେଭ୍ ର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ନୀଳକଣ୍ଠ ଦାସ ଥିଲେ ବହୁମୁଖୀ ବ୍ୟକ୍ତିତ୍ୱ ର ଅଧିକାରୀ /ତିନି ସାରସ୍ୱତ ପ୍ରତିଭାଙ୍କୁ ନୀଳକଣ୍ଠ ସ୍ମୃତି ସମ୍ମାନ
ଭୁବନେଶ୍ୱର ତା 05/08/26 ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ, ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗ ତଥା ବିଜେଡି ସାଂସ୍କୃତିକ ସାମୁଖ୍ୟ ପକ୍ଷରୁ ସ୍ଥାନୀୟ ମହାଡାକପାଳ ଛକ ନିକଟ ମହାନ ସ୍ୱାଧୀନତା ସଂଗ୍ରାମୀ, ପ୍ରାକ୍ତନ ବାଚସ୍ପତି, ସମାଜ ସାମ୍ବାଦିକ, ସମ୍ବିଧାନ
ବକୁଳବନର ମହକ ସତ୍ୟବାଦୀ ର ସନ୍ଥ
ପଣ୍ଡିତ ନୀଳକଣ୍ଠ ଦାଶ 🙏💐ଉତ୍କଳ ମାଟିର ସୁଯୋଗ୍ଯ ସନ୍ତାନସତ୍ୟବାଦୀ ଶ୍ରେଷ୍ଠସନ୍ଥ ,ନବରବି ସମ ଉଜ୍ଜ୍ବଳମୟ ହେଜ୍ଞାନଦୀପ୍ତ ନୀଳକଣ୍ଠ lଆଦର୍ଶ ଶିକ୍ଷକ, ନେତା ସୁଲେଖକସୁଉଜ୍ଜ୍ବଳ ଦୀପଶିଖାକବିକଲମର ପ୍ରତି ଅକ୍ଷରରେମାଟି,ଜାତି କଥା ଲେଖା lସତ୍ୟବାଦୀ ର ବନବିଦ୍ୟାଳୟେ ,ଜଗାଇଜନ ଚେତନା,ଅଜ୍ଞାନଅନ୍ଧାର ଦୂରୀଭୂତକଲବାଣ୍ଟି ଜ୍ଞାନର ଭାବନା
ମନ୍ଦିର ଚୋରି ମାମଲା ରେପେସାଦାର ଅପରାଧୀ ଗିରଫ।
ବାଲିଅନ୍ତା ୦୪/୦୮ (ଗୋବର୍ଦ୍ଧନ ଦାସ):- ଧଉଳି ଥାନା ପୁଲିସ ମନ୍ଦିର ଚୋରି ମାମଲା ରେ ଜଣେ ଅଭିଯୁକ୍ତ କୁ ଗିରଫ କରିଛି। ପୁଲିସ ତଦନ୍ତରୁ ଜଣାପଡ଼ିଛି ଯେ, ଗତ ୦୩.୦୮.୨୦୨୬ ତାରିଖ ଅପରାହ୍ନ ପ୍ରାୟ ୫ଟା ସମୟରେ ଶିଶୁପାଳଗଡ଼ସ୍ଥିତ ମା' ଯଦୁମଲ୍ଲୀ
ଗଣଶିକ୍ଷା ସଚିବ ଓ ଅଭିଭାବକ ମହାସଂଘ ର ଗୁରୁତ୍ୱପୂର୍ଣ ବୈଠକ
-ଖାଲିଥିବା ଆରଟିଇ ମାଗଣା ସିଟ ପାଇଁ ପୁଣି ଆବେଦନ, ବହି ଯୋଗାଣ ଏବଂ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ବୃଦ୍ଧି ପାଇଁ ସ୍ୱତନ୍ତ୍ର ପଦକ୍ଷେପ ନେଇ ସଚିବଙ୍କ ପ୍ରତିଶୃତି ଭୁବନେଶ୍ୱର ତା 3 ରିଖ l ଆଜି ଲୋକସେବା ଭବନରେ ଗଣଶିକ୍ଷା ସଚିବ
*ଓଡ଼ିଶୀ ନୃତ୍ୟାନୁଷ୍ଠାନ ନୃତ୍ୟନିପୁଣା ପକ୍ଷରୁ କଲିକତାସ୍ଥିତ ବାଟା ହାଉସ୍ ଅଡିଟୋରିୟମଠାରେ ନୃତ୍ୟ ପରିବେଷଣ।
ମାହେଶ ତାଲା ନୃତ୍ୟ ତୀର୍ଥ ଦ୍ୱାରା ଆୟୋଜିତ ଗୁରୁ ନମନ ନୃତ୍ୟ ମହୋତ୍ସବ ୨୦୨୬ ରେ ନୃତ୍ୟନିପୁଣା ଅନୁଷ୍ଠାନ ତରଫରୁ ନୃତ୍ୟ ପରିବେଷଣ କରାଯାଇଥିଲା।ଅନୁଷ୍ଠାନର ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ଡଃ ପ୍ରିୟଙ୍କା ମିଶ୍ରଙ୍କ ସହିତ ତାଙ୍କର ଦୁଇ ଛାତ୍ରୀ ଅର୍ଚ୍ଚିତା
ଜୟଦେବ ଭବନ ରେ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ 93 ତମ ଜନ୍ମମହୋତ୍ସବ ଅନୁଷ୍ଠିତ
Priyabrata Barik: ଭୁବନେଶ୍ୱର. ଜୟଦେବ ଭବନ ରେ ପୂର୍ବତନ ଆନ୍ଦ୍ରପ୍ରଦେଶ. ଛତିଶଗଡ ର ରାଜ୍ୟପାଳ ପୂର୍ବତନ ମନ୍ତ୍ରୀ. ବରେଣ୍ୟ ବିଶ୍ୱଭୂଷଣ ହରିଚନ୍ଦନ ଙ୍କ 93 ତମ ଜନ୍ମମହୋତ୍ସବ ଅନୁଷ୍ଠିତ ହେଇଯାଇଛି l ସଂସ୍କୃତି ପୁରୁଷ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ସଭାପତିତ୍ବ
ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ତୁରନ୍ତ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ଅଭିଭାବକ ମହାସଂଘ
ଭୁବନେଶ୍ୱର ତା 2ରିଖ l ଛାତ୍ରଛାତ୍ରୀଙ୍କୁ ସଠିକ ପାଠ୍ୟପୁସ୍ତକ ତୁରନ୍ତ ଯୋଗାଣ ପାଇଁ ମହାମହିମ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡିଲା ଅଭିଭାବକ ମହାସଂଘ l ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ଅଧିକାରର ସମ୍ପୂର୍ଣ ଉଲ୍ଲଂଘନକୁ ଓଡିଶା ଅଭିଭାବକ ମହାସଂଘ ସହିତ ବିଶିଷ୍ଟ ବୁଦ୍ଧିଜୀବୀ, ସଚେତନ
ବନ୍ୟା ଜଳ ପ୍ରବାହିତ ଅଞ୍ଚଳଗୁଡ଼ିକ ପରିଦର୍ଶନ କଲେ ପୂର୍ବତ୍ତନ ମନ୍ତ୍ରୀ ଅଶୋକ ପଣ୍ଡା।
ବାଲିଅନ୍ତା ୦୧/୦୮ ( ଗୋବର୍ଦ୍ଧନ ଦାସ):- ଏକମ୍ର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଦୟା ନଦୀ ନିକଟସ୍ଥ ଲିଙ୍ଗି ପୁର ଅଞ୍ଚଳ ବୁଲି ବନ୍ୟା ଜଳ ପରିଦର୍ଶନ କଲେ ପୂର୍ବତ୍ତନ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା। ପରେ ନାଥପୁର, ନୂଆଗାଁ, ଢିଅପୁର , ଜୟପୁର,
ରାଜଧାନୀ ନିକଟସ୍ଥ ଦୟାନଦୀରେ ବନ୍ୟାଜଳ ପ୍ରଭାବିତ
ବାଲିଅନ୍ତା:୩୧/୦୭ (ଗୋବର୍ଦ୍ଧନ ଦାସ)- ରାଜଧାନୀ ନିକଟସ୍ଥ ଦୟାନଦୀରେ ଚଳିତ ବର୍ଷ ର ବନ୍ୟାଜଳ ପ୍ରଭାବିତ ଯୋଗୁଁ ନଈକୂଳ ବନ୍ଧକୁ ପାଣି ଲାଗିଛି । ନଦୀ ପଠାରେ ଥିବା ଇଟିପୁର ପଞ୍ଚାୟତ ର ଜୟପୁର ପାଟଣା ଗ୍ରାମ ଦେବତୀ ମା ନିସ୍ଥାରିଣୀ ମନ୍ଦିର
ଡ଼ିଏମ ସ୍କୁଲ ଛାତ୍ରୀମୃତ୍ୟୁ ଅବହେଳା ପାଇଁ ଦାୟୀ ବ୍ୟକ୍ତି ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଅଭିଭାବକ ମହାସଂଘ
ଭୁବନେଶ୍ୱର ତା 29 ରିଖ l ଭୁବନେଶ୍ୱର ଡି ଏମ ସ୍କୁଲ ଛାତ୍ରୀ ମୃତ୍ୟୁ ଭଳି ଦୁର୍ଭାଗ୍ୟଜନକ ଘଟଣା ବର୍ତମାନ ଅଭିଭାବକ ମାନଙ୍କ ମଧ୍ୟରେ ଏକ ହତାଶ ମନୋଭାବ ସୃଷ୍ଟି କରିଛି l ଡି ଏମ ସ୍କୁଲ ଭଳି କେନ୍ଦ୍ର ସରକାରଙ୍କ
ଆନ୍ଦୋଳନରତ ଆଦିବାସୀ ଛାତ୍ରୀ ହଷ୍ଟେଲ ମାଟ୍ରନଙ୍କ ଦାବୀ ତୁରନ୍ତ ପୂରଣ କର : ଓଡିଶା ଅଭିଭାବକ ମହାସଂଘ
ଭୁବନେଶ୍ୱର ତl 29 ରିଖ l ଆଦିବାସୀ ଛାତ୍ରୀଙ୍କ ମୁଖ୍ୟ ସ୍ରୋତ ରେ ସାମିଲ ଓ ଉପଯୁକ୍ତ ଶିକ୍ଷା ଗ୍ରହଣ ପାଇଁ ଉଦିଷ୍ଟ ଛାତ୍ରୀ ନିବାସରେ ମୁଖ୍ୟ ଭୂମିକା ନିର୍ବାହ କରୁଥିବା ହଷ୍ଟେଲ ମlଟରନ ମାନେ ବର୍ତମାନ ଗାନ୍ଧୀ ମାର୍ଗ ରେ
‘ଦୂରଦର୍ଶୀ’ର ଅଷ୍ଟାଦଶ ସ୍ୱନକ୍ଷତ୍ର ସମାରୋହ-୨୦୨୬ ଓଡ଼ିଆ ଭାଷା ଆମ ପରିଚୟ
ଭୁବନେଶ୍ୱର,୨୯/୭: ମାସିକ ସମ୍ବାଦଭି ିକ ପତ୍ରିକା ‘ଦୂରଦର୍ଶୀ’ର ଅଷ୍ଟାଦଶ ସ୍ୱନକ୍ଷତ୍ର ଦିବସ ଅବସରରେ ଜୟଦେବ ଭବନରେ ଆୟୋଜିତ ସମାରୋହରେ ମୁଖ୍ୟଅତିଥି ଭାବେ ଜାତୀୟ ମାନବାଧିକାର କମିଶନର ସଦସ୍ୟ ଜଷ୍ଟିସ୍ ବିଦୁ୍ୟତ୍ ରଞ୍ଜନ ଷଡ଼ଙ୍ଗୀ ଯୋଗଦେଇ କହିଛନ୍ତି, ଓଡ଼ିଆ ଭାଷା ଆମ ପରିଚୟ
କୁନି ବୈଜ୍ଞାନିକ ବୃକ୍ଷର ଉପକାରିତା ବିଷୟରେ କହିଲେ ସରସ୍ଵତୀ ଶିଶୁ ମନ୍ଦିର ଶିଶୁମାନଙ୍କୁ
ବାଲିଅନ୍ତା/ ଭୁବନେଶ୍ୱର୨୯/୦୭:-ଦିନକୁ ଦିନ ରାଜଧାନୀରେ କଂକ୍ରିଟ ଜଙ୍ଗଲ ବୃଦ୍ଧି ପାଉଛି। ସୂର୍ଯ୍ୟଙ୍କ ଉତ୍ତାପ ସେହି ଅନୁସାରେ ଅସହ୍ୟ ହୋଇ ପ୍ରାଣୀ ଜଗତକୁ ଛିନଭିନ୍ କରି ଚାଲିଛି।ଖରା ବର୍ଷା ଦାଉରୁ ରକ୍ଷା କରୁଥିବା ବୃକ୍ଷ ସବୁ ସ୍ତରରେ ଛେଦନ ଚାଲିଛି। ପରିବେଶବିତ୍ ପରିବେଶକୁ
ନିଗମ କଳ୍ପତରୁ ଆଶ୍ରମରେ ପବିତ୍ର ଗୁରୁପୂର୍ଣ୍ଣିମା ଉତ୍ସବ ମହା ସମାରୋହରେ ଅନୁଷ୍ଠିତ/ଗୁରୁଙ୍କ ବିକଳ୍ପ ନାହିଁ
ଭୁବନେଶ୍ୱର ତା 29/07/26 ସ୍ଥାନୀୟ ରୁଦ୍ରବିହାର ସ୍ଥିତ ନିଗମ କଳ୍ପତରୁ ଆଶ୍ରମ ଠାରେ ସଂସ୍କୃତି ପୁରୁଷ, ବିଶିଷ୍ଟ ଭାଷାପ୍ରାଣ ଡ଼ଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କ ଦ୍ୱାରା ସଂଯୋଜନା ଓ ଆନନ୍ଦ ଚୈତନ୍ୟ ବ୍ରହ୍ମଚାରୀ ବାବାଙ୍କ ଦ୍ୱାରା ପରିଚାଳନାରେ ଅନୁଷ୍ଠିତ "ଗୁରୁପୂର୍ଣ୍ଣିମା ଉତ୍ସବ"
ଗୁରୁପୂର୍ଣ୍ଣିମା ଅବସରରେ —
ଅରବିନ୍ଦ ତ୍ରିପାଠୀଭଗବାନ ବିଷ୍ଣୁଙ୍କ ଅବତାର ବ୍ୟାସ ଦେବଙ୍କ ଭୂମିଷ୍ଠ ଦିବସକୁ ବ୍ୟାସ ପୂର୍ଣ୍ଣିମା ବା ଗୁରୁପୂର୍ଣ୍ଣିମା ରୂପେ ପାଳନ କରାଯାଇଥାଏ l ପୁରାଣ ଶାସ୍ତ୍ର ମାନଙ୍କରେ ଗୁରୁଙ୍କ ସ୍ଥାନ ସବୁଠାରୁ ଉଚ୍ଚରେ ଥିବା କୁହାଯାଇଛି l ଶ୍ରୀକୃଷ୍ଣଙ୍କ ଗୁରୁ ସନ୍ଦୀପନି, ପାଣ୍ଡଵ
“ମୋ ଗାଁ ମଶାଣି ମୋ ସ୍ୱର୍ଗଦ୍ୱାର”ର ବିକାଶମୂଳକ କାର୍ଯ୍ୟ ସମୀକ୍ଷା କଲେ ଜିଲ୍ଲାପାଳ
ବାଲିଅନ୍ତା,୨୮|୭ (ଗୋବର୍ଦ୍ଧନ ଦାସ):ପ୍ରତାପଶାସନ ପଞ୍ଚାୟତ ରଥିଜେମା ସ୍ଥିତ କୁଆଖାଇ ନଦୀ ପଠାରେ କିଛି ଯୁବଗୋଷ୍ଠୀଙ୍କ ଦ୍ୱାରା ନିର୍ମାଣ ହୋଇଥିବା "ମୋ ଗାଁ ମଶାଣି ସ୍ୱର୍ଗଦ୍ୱାର"ର ଉନ୍ନୟନ ମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜ l ଏହି ମଶାଣିଟି
ନୀଳାଦ୍ରି ବିଜେ ପରେ ପୁରୀ ବଡ଼ ଦାଣ୍ଡରେ ଆଞ୍ଚଳିକ ବିକାଶ ପରିଷଦର ସ୍ୱଚ୍ଛତା କାର୍ଯ୍ୟକ୍ରମ
ପୁରୀ/ବାଲିଅନ୍ତା ୨୭.୦୭ :-ରଥଯାତ୍ରା ଏବଂ ନୀଳାଦ୍ରି ବିଜେ ଅବସରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ପରେ ପବିତ୍ର ଶ୍ରୀକ୍ଷେତ୍ର ପୁରୀର ସ୍ୱଚ୍ଛତା ଓ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଗତକାଲି ପୁରୀ ବଡ଼ ଦାଣ୍ଡରେ ଏକ ସ୍ୱଚ୍ଛତା
ନିଶା ମୁକ୍ତ ଓଡ଼ିଶା ସଚେତନତା ସଚେତନ ଶିବିର ଅନୁଷ୍ଠିତ।
ବାଲିଅନ୍ତା୨୮/୦୭:- ନିଶା ଖାଇ ସଂସାର ଉଜୁଡାଇବାରେ ଲାଗିଛି। ସରକାର ମଦ କାରବାର ପାଇଁ ଓଡିଶାରେ ଚିନ୍ତନଶିଳ। ଅପର ପକ୍ଷରେ ଅର୍ଥ ଲାଳସାରେ ମଣିଷ ସବୁକିଛି କରିଚାଲିଛନ୍ତି।ନିଶା ଦେଇ ସହଜ ଉପାୟରେ ଅର୍ଥ ଉପାର୍ଜନ କରି ରାତି ପାହିଲେ ସକାଳେ କୋଟିପତି ଲକ୍ଷ୍ୟରେ
ବାଲିଅନ୍ତାର ଆରାଧ୍ୟପ୍ରଭୁ ନିକୁଞ୍ଜ ବିହାରୀଙ୍କ ମନ୍ଦିର ପ୍ରାଙ୍ଗଣରେ ୪ର୍ଥ ରସଗୋଲା ଦିବସ ପାଳିତ
ବାଲିଅନ୍ତା ୨୭/୭) : ଅଗ୍ରଣୀ ସାମାଜିକ ଅନୁଷ୍ଠାନ 'ସମ୍ପର୍କ' ତରଫରୁ ବାଲିଅନ୍ତାର ଆରାଧ୍ୟ ଦେବତା ପ୍ରଭୁ ନିକୁଞ୍ଜ ବିହାରୀଙ୍କ ମନ୍ଦିର ପ୍ରାଙ୍ଗଣରେ ୪ର୍ଥ ରସଗୋଲା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ଗହଣରେ ଆୟୋଜିତ ଏହି ଉତ୍ସବର ପ୍ରାରମ୍ଭରେ ପ୍ରଭୁଙ୍କ ନିକଟରେ
ୟୁନିଟ ୫ ଜଗନ୍ନାଥ ମନ୍ଦିରରେ ନୀଳାଦ୍ରିନିଜେ l
ରତ୍ନବେଦୀକୁ ଫେରିଲେ ମହାବାହୁ ଭୁବନେଶ୍ୱର ତା 27 ରିଖ l ୟୁନିଟ ୫ ଜଗନ୍ନାଥ ମନ୍ଦିରରେ ନୀଳାଦ୍ରି ବିଜେ ନୀତି ସମ୍ପର୍ଣ ହୋଇଛି l ନୀଳାଦ୍ରି ବିଜେ ପହଣ୍ଡି ପୂର୍ବରୁ ରଥ ଉପରେ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ ନୀତି ହୋଇଥିଲା l
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ