ଭୁବନେଶ୍ୱର: ଭୁବନେଶ୍ୱର ଭରତପୁର ଥାନା ଅନ୍ତର୍ଗତ ଖଣ୍ଡଗିରିରେ ଆଶ୍ରମ ବୈକୁଣ୍ଠ ଧାମରେ ସଂପୃକ୍ତ ନାବାଳକଙ୍କୁ କଳ୍କୀ ଅବତାର ଭାବେ ପ୍ରଦର୍ଶନ କରାଯାଉଛି । ଆଶ୍ରମ ଚଳାଉଛନ୍ତି ମୁଖ୍ୟ ପ୍ରବଚକ କାଶୀନାଥ ମିଶ୍ର । ସେ ନିଜର ୧୭ ବର୍ଷୀୟ ନାବାଳକ ପୁଅକୁ କଳ୍କୀ ଅବତାର ବୋଲି ଦର୍ଶାଉଛନ୍ତି । କାଶୀନାଥ ନିଜ ପୁଅଙ୍କୁ ବିଷ୍ଣୁଙ୍କ ଅବତାର ଭାବେ ଦର୍ଶାଇ ପାଦରେ ତୁଳସୀ ଓ ଗୀତା ରଖିଥିବା ଫଟୋ ଭାଇରାଲ ହେବା ପରେ ବିବାଦ ବଢିଛି । ଉଲ୍ଲେଖ ଥାଉ କି ଜଣେ ନାବାଳକଙ୍କୁ ଭଗବାନ ସଜାଇ ପାଦ ତଳେ ତୁଳସୀ ଆଉ ଗୀତା ଭାଗବତ ରଖି ପୂଜା କରାଯାଉଥିବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ଜ୍ଝ ଛୋଟ ଶିଶୁକୁ କଳ୍କୀ ଅବତାର କହି ବାବା କରି ପୂଜା କରିବା ପ୍ରସଙ୍ଗରେ ନିଜଆଡକୁ ମାମଲା ରୁଜୁ କଲା ଶିଶୁ ଅଧିକାର ସୁରକ୍ଷା ଆୟୋଗ ଜ୍ଝ ଘଟଣା ସମ୍ପର୍କରେ କଲେ ରିପୋର୍ଟ ତଲବ ଜ୍ଝ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଭରତପୁର ଥାନାକୁ ରିପୋର୍ଟ ତଲବ କଲେ ଓ ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି ଜ୍ଝ ସେପଟେ ଘଟଣାର ତଦନ୍ତ କରିବା ପାଇଁ ସିଡବ୍ଲ୍ୟୁସିକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ଜ୍ଝ ଅଭିଯୋଗର ସତ୍ୟତା ପରଖିବାକୁ ଗତକାଲି ଭରତପୁର ଥାନା ପୁଲିସ ଖଣ୍ଡଗିରିସ୍ଥିତ ବୈକୁଣ୍ଠଧାମ ଆଶ୍ରମରେ ପହଞ୍ଚିଥିଲା। ପୁଲିସ ପହଞ୍ଚିବା ପୂର୍ବରୁ ବାବା ଆଶ୍ରମରୁ ଉଭାନ୍ ହୋଇଯାଇଥିଲେ। ପୁଲିସ ଟିମ୍ ବାବାଙ୍କୁ ନ ପାଇ ହାଜିରା ନୋଟିସ୍ ଦେଇ ଫେରିଥିଲା। ପୁଲିସ ଉଭୟ ବାବା ଓ ତାଙ୍କ ବାପାଙ୍କୁ ଥାନାକୁ ଆସିବା ପାଇଁ ନୋଟିସ୍ କରିଥିବା ସୂଚନା ଦେଇଥିଲା।
ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମରୁ ବାବା ଗାଏବ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
Entertainment
ପଖାଳ ଦିବସ