ବାଲିଅନ୍ତା,୧୭|୪(:ଆଗାମୀ ପଞ୍ଚାୟତ ନିର୍ବାଚନକୁ ଆଖିଆଗରେ ରଖି ଜୟଦେନ ନିର୍ବାଚନ ମଣ୍ଡଳୀରେ ରାଜନୈତିକ ପାଣିପାଗ ଏବେ ସରଗରମ ରହିଛି l ବିଜେଡି ଗଡ଼ ଭାବେ ପରିଚିତ ଥିବା ଏହି ନିର୍ବାଚନମଣ୍ଡଳୀରେ ବର୍ତମାନ ବିଜେପି ତାର କାୟା ବିସ୍ତାର କରିବାରେ ଲାଗିପଡ଼ିଛି l ତଦନୁସାରେ ଆଜି ବିଜେପି ବାଳକାଟି ମଣ୍ଡଳ ଅଧିନ ପ୍ରତାପ ଶାସନ ପଞ୍ଚାୟତରେ ଦେଖିବାକୁ ମିଳିଛି ବିଜେପିର ଶକ୍ତି ପ୍ରଦର୍ଶନ। ବାଳକାଟି ମେଳଣ ପଡ଼ିଆରେ ଆୟୋଜିତ ମହାମିଶ୍ରଣ କାର୍ଯ୍ୟକ୍ରମରେ ବିଜେଡିର ନାଏବ ସରପଞ୍ଚ ,୧୦ ଜଣ ୱାର୍ଡ ସଭ୍ୟ ,ପୂର୍ବତନ ସମିତି ସଭ୍ୟାଙ୍କ ସମେତ ଶତାଧିକ କର୍ମୀ ପଦ୍ମ ଧରିଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଡଃ ଅରବିନ୍ଦ ଢ଼ାଲି, ଭୁବନେଶ୍ବର ଜିଲ୍ଲା ବିଜେପି ସଭାପତି ନିରଂଜନ ମିଶ୍ର , ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ , ମଣ୍ଡଳ ସଭାପତି ବ୍ରହ୍ମାନନ୍ଦ ସ୍ବାଇଁ , ସାଙ୍ଗଠନିକ ଉପସଭାପତି ଜଗନ୍ନାଥ ବେହେରା, ପଞ୍ଚାୟତ ପ୍ରମୁଖ ସୁଦର୍ଶନ ଜେନା, ମାଗୁଣି ଚରଣ ସେଠୀ , ଦିଲ୍ଲୀପ କୁମାର ସ୍ୱାଇଁ, ପ୍ରଦିପ୍ତ କୁମାର ମହାନ୍ତି , ରଞ୍ଜନ କୁମାର ମହାପାତ୍ରଙ୍କ ଉପସ୍ଥିତିରେ ବିଜେପିର ଆଦର୍ଶ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ନାଏବ ସରପଞ୍ଚ ଅରୁଣ କୁମାର ସାହୁ , ୱାର୍ଡ ସଭ୍ୟ ଦେବାଶିଷ ଦାଶ , ମଞ୍ଜୁଲତା ଶତପଥୀ , ଗୌରାଙ୍ଗ ଭୋଇ , ପୁଷ୍ପଲତା ପାତ୍ରଙ୍କ , ପୂର୍ବତନ ସମିତି ସଭ୍ୟା ନୟନା ବେହେରାଙ୍କ ସମେତ ଶତାଧିକ କର୍ମୀ ଯୋଗଦେଇଥିଲେ । ଦଳ ପକ୍ଷରୁ ସେମାନଙ୍କୁ ଦଳୀୟ ଟୋପି ଏବଂ ଉତ୍ତରୀୟ ପରିଧାନ କରାଯାଇଥିଲା l ଏହି କାର୍ଯ୍ୟକ୍ରମକୁ ଦୀନବନ୍ଧୁ ଭୋଇ, କେଳୁଚରଣ ବେହେରା ମଞ୍ଚ ପରିଚାଳନା କରିଥିବା ବେଳେ ନାରୀନେତ୍ରୀ ଝିଲ୍ଲୀ ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ। ଆଗାମୀ ଦିନରେ ଏହି ଜନସ୍ରୋତ ବିଜେପିକୁ ଅଧିକ ଶକ୍ତିଶାଳୀ କରିବ ବୋଲି ଦଳୀୟ କର୍ମକର୍ତ୍ତାମାନେ ମତ ପ୍ରକାଶ କରିଥିଲେ । ଏହି ମହାମିଶ୍ରଣ ପର୍ବରେ ବହୁ ସଂଖ୍ୟାରେ ବିଜେପିର ଛାମୁଆ ନେତା ଓ ସ୍ଥାନୀୟ ନେତା ମାନେ ଉପସ୍ଥିତ ଥିଲେ।
ଜୟଦେବ ବିଜେପି ପକ୍ଷରୁ ମିଶ୍ରଣ ପର୍ବନାଏବ ସରପଞ୍ଚ ସମେତ ମିଶିଲେ ୱାର୍ଡ ସଭ୍ୟ/ସଭ୍ୟା
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ବାଲୁଗାଁରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ସମୃଦ୍ଧ ସହର ଗଠନ ଲକ୍ଷ୍ୟ I
ଚିଲିକା, ୩୧। ୮:ଆଜି ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ବାୟତ୍ତ ଶାସନ ଦିବସ-୨୦୨୬ ମହା ସମାରୋହରେ ପାଳନ କରାଯାଇଛି ।ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶାର ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ ।ଏହି
ଗଙ୍ଗୋତ୍ରୀରୁ ବାଲୁଗାଁ: ଦିର୍ଘ ୨ମାସ ୯ ଦିନର ପଦଯାତ୍ରା ପରେ ବାବା ଉମା ମହେଶ୍ୱର ଦେବଙ୍କ ପୀଠରେ ପହଞ୍ଚିଲେ ୪ କାଉଡ଼ିଆ I
ଚିଲିକା, ୩୧।୮: ବାବା ଉମା ମହେଶ୍ୱରଙ୍କ ପ୍ରତି ଅପାର ଭକ୍ତି । ବାଲୁଗାଁ ପାଟଣାସାହିର ୪ କାଉଡ଼ିଆ ୨ ମାସ ୯ଦିନ ଧରି ପାଦରେ ଚାଲି ଚାଲି ଗଙ୍ଗୋତ୍ରୀରୁ ଜଳ ଆଣି ଆଜି ବାଲୁଗାଁ ଉମାମହେଶ୍ୱର ଦେବଙ୍କପୀଠରେ ଜଳ ଢାଳିଛନ୍ତି ।ଜଙ୍ଗଲ,
ବାଲୁଗାଁରେ ଧୁମଧାମରେ ପାଳିତ ହେଉଛି ଖୁଦୁରୁକୁଣୀ ଓଷା
ଚିଲିକା, ୩ଠା ୮: ଚଳିତ ବର୍ଷ ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଖୁଦୁରୁକୁଣୀ ଓଷା | ବାଲୁଗାଁରେ ପ୍ରତ୍ୟେକ ଗାଁ ମୁଣ୍ଡରେ ଝିଅ ମାନଙ୍କ ଭିଡ଼ ଦେଖିବାକୁ ମିଳିଛି ।ଆଜି ଭାଦ୍ରବ ମାସ ପ୍ରଥମ ରବିବାରରୁ ସାରା ଓଡ଼ିଶା ସହ ବାଲୁଗାଁ
ବାଲୁଗାଁ ପୋଲିସ୍ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଚିଲିକା,୩୦ା୮: ନିଶା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପୋଲିସ୍ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ୍ ପକ୍ଷରୁ ବାଲୁଗାଁ ଅଞ୍ଚଳର ବିଭିନ୍ନ ସ୍କୁଲ ଓ କଲେଜ ମାନଙ୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ
ସାଧାରଣ ନାଗରିକଙ୍କୁ ମିଳୁ ସମ୍ମାନ, ଅସାମାଜିକ ତତ୍ତ୍ୱଙ୍କ ବିରୋଧରେହେଉ ଜିରୋ ଟଲରେନ୍ସ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର୨୯ ଅଗଷ୍ଟ ୨୦୨୬ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର
ଦୈନିକ ଖବରକାଗଜ “ସଶକ୍ତ ବାର୍ତ୍ତା “ଶୁଭ ଲୋକାର୍ପିତ
ଭୁବନେଶ୍ୱର ତା 29/08/26 ଏକ ଗରିମାମୟ କାର୍ଯ୍ୟକ୍ରମରେ 'ସଶକ୍ତ ବାର୍ତ୍ତା' ଦୈନିକ ଓଡ଼ିଆ ଖବରକାଗଜ ସ୍ଥାନୀୟ ନୟା ପଲ୍ଲୀ ସଶକ୍ତ ଓଡିଶା କାର୍ଯ୍ୟାଳୟ ଠାରେ ଆନୁଷ୍ଠାନିକ ଭାବେ ଉନ୍ମୋଚନ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଲୋଚନା ଓ
କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁରକ୍ତଦାନ ଉତ୍ସବ-୨୦୨୬
ବାଲିଅନ୍ତା ୨୯/୦୮/୨୬(ଗୋବର୍ଦ୍ଧନ ଦାସ):- କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ର ଅଧ୍ୟକ୍ଷ ତଥା ଓଡିଶା ଖଦି ଓ ଗ୍ରାମୋଦ୍ୟୋଗ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ
ଚିଲିକା, ୨୯। ୮: ବେଗୁନିଆ ମଣ୍ଡଳ ଅନ୍ତର୍ଗତ ପିଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶାରୀରିକ ଶିକ୍ଷା ଶିକ୍ଷକ ପ୍ରଭାତ କୁମାର ନିଶଙ୍କଙ୍କ ତତ୍ୱାବଧାନରେ ଏବଂ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ ପୌରୋହିତ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ
ରାକ୍ଷୀ ପୂର୍ଣ୍ଣିମାରେ ଚିଲିକା ଖଣ୍ଡରେ ଏକତା, ଭାଇଚାରା ଓ ରାଷ୍ଟ୍ରହିତର ବାର୍ତ୍ତା
ଚିଲିକା, ୨୯ ।୮: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସ୍ୱୟଂସେବକ ଭାଇମାନଙ୍କ ପକ୍ଷରୁ ଚିଲିକା ଖଣ୍ଡ ଅଞ୍ଚଳରେ ଏକତା, ଭାଇଚାରା, ସାମାଜିକ ସଦ୍ ଭାବନା ଓ ରାଷ୍ଟ୍ରହିତର ବାର୍ତ୍ତା ପ୍ରଚାର କରାଯାଇଛି। ଏହି ଅବସରରେ ଚିଲିକା ଖଣ୍ଡ
ବୋଲଗଡ଼ ମଣ୍ଡଳରେ ଉଲ୍ଲାସ ସମ୍ବର୍ଦ୍ଧନା ସମାରୋହ ଏବଂ କ୍ରୀଡାପ୍ରତିଯୋଗିତା ନିମିତ୍ତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଚିଲିକା, ୨୮।୮: ଶୁକ୍ରବାର ଦିନ ବୋଲଗଡ଼ ମଣ୍ଡଳ ଅନ୍ତର୍ଗତ ପିଏମ ଶ୍ରୀ ବାମନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରମୋଦ କୁମାର ସ୍ୱାଇଁଙ୍କ ପୌରୋହିତ୍ୟରେ ଓ ଶିକ୍ଷକ ସୁସ୍ମିକାନ୍ତ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
ନାଚୁଣୀ ସମବାୟ ସମିତିରେ ଚାଷୀ ପଞ୍ଜିକରଣ ଏକ ପ୍ରହସନ
ଚିଲିକା, ୨୭। ୮: ଚ଼ଳିତବର୍ଷ ବାଣପୁର ବ୍ଳକ ଅନ୍ତର୍ଗତ ନାଚୁଣୀ ସେବା ସମବାୟ ସମିତି ଅଧିନରେ ଥିବା ଚାଷୀମାନଙ୍କର ଚାଷୀ ପଞ୍ଜିକରଣ ନିମନ୍ତେ କରାଯାଉଥିବା ପଞ୍ଜିକରଣ ଏକ ପ୍ରହସନରେ ପରିଣତ ହୋଇଛି । ଆଗାମୀ ବର୍ଷ ଅମଳ ପରେ ମଣ୍ଡିରେ ଚାଷୀମାନେ
ଜାଗୃତିକା ତରଫରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ।
ଟାଙ୍ଗୀ,୨୭|୮(ନି.ପ୍ର)ନାଚୁଣୀସ୍ଥ ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ 'ଜାଗୃତିକା' ତରଫରୁ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୪ ତମ ଜୟନ୍ତୀ ଭବାନୀପୁରସ୍ଥ କବି କୁଟୀର ଠାରେ ପାଳିତ ହୋଇଯାଇଅଛି । ପ୍ରାରମ୍ଭରେ ଉପସ୍ଥିତ ଥିବା ସଦସ୍ୟମାନେ ସ୍ଵଭାବ କବି ଗଙ୍ଗାଧର
ଶ୍ରୀ ସତ୍ୟସାଇ ସେବା ସମିତି ତରଫରୁ ରକ୍ଷା ବନ୍ଧନ ଉତ୍ସବ ପାଳିତ।
ଚିଲିକା, ୨୭ । ୮: ଆଜି ପୂର୍ବାହ୍ମ ୧୦.୩୦ ମିନିଟ ସମୟରେ ଶ୍ରୀ ସତ୍ୟସାଇ ସେବା ସମିତି, ବାଣପୁର ଠାରେ ପବିତ୍ର ଗହ୍ମା ପୂର୍ଣ୍ଣିମା ଅବସରରେ" ଗୋ ପୂଜନ ଓ ସମ୍ବର୍ଦ୍ଧନା"ଏବଂ ଶ୍ରୀ ସତ୍ୟସାଇ ବାଳ ବିକାଶ ଛାତ୍ର ,ଛାତ୍ରୀ ମାନଙ୍କ
ଓଡିଶା ଉଦ୍ୟୋଗୀ ପରିବାରର ଉଦ୍ୟମ ବେଶ ପ୍ରଶଂସନୀୟ
ଭୁବନେଶ୍ୱର ତା 27/08/26 ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡିଶା ଉଦ୍ୟୋଗୀ ପରିବାରର ମାସିକ ସମୀକ୍ଷା ବୈଠକ ଅଧ୍ୟକ୍ଷ, ବିଶିଷ୍ଟ ଉଦ୍ୟୋଗୀ ଶିବ ନାରାୟଣ ମିଶ୍ରଙ୍କ ସଭାପତିତ୍ବ ଶ୍ରୀକାନ୍ତ ଶେଖର ସାହୁ ଙ୍କ ସଂଯୋଜନାରେ ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l
ବିହାରରୁ ଗିରଫ ହେଲେ ପ୍ରକାଶ ପାଶୱାନ: ସର୍କିଟ ହାଉସ୍ ମାମଲାରେ ମିଳିପାରେ ଗୁରୁତ୍ୱପୂର୍ଣ୍ଣ ସୂଚନା
ରାଉରକେଲା: ଦୀର୍ଘ ସମୟ ଧରି ଫେରାର ଥିବା ସର୍କିଟ ହାଉସ୍ ମାମଲାର ପ୍ରମୁଖ ଅଭିଯୁକ୍ତ ପ୍ରକାଶ ପାଶୱାନଙ୍କୁ ରାଉରକେଲା ପୁଲିସର ସ୍ୱତନ୍ତ୍ର ଟିମ୍ ବିହାରରୁ ଗିରଫ କରିଥିବା ସୂଚନା ମିଳିଛି। ତାଙ୍କ ଗିରଫକୁ ଏହି ବହୁଚର୍ଚ୍ଚିତ ମାମଲାରେ ପୁଲିସର ଏକ ଗୁରୁତ୍ୱପୂର୍ଣ୍ଣ
ସରପଞ୍ଚଙ୍କୁ ବିଡ଼ିଓଙ୍କ ଦୁର୍ବ୍ୟବହାର ଅଭିଯୋଗ
ବ୍ଲକ ସମ୍ମୁଖରେ ଧାରଣାରେ ବସିଲେ ସରପଞ୍ଚବାଲିଅନ୍ତା,୨୫|୮ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ପଞ୍ଚାୟତରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ବିଡ଼ିଓଙ୍କ ଟାଳଟୁଳ ନୀତି ଅଭିଯୋଗରେ ଆଜି ବ୍ଲକର ମୁଖ୍ୟ ଫାଟକ ସମ୍ମୁଖରେ ସରପଞ୍ଚ ରଶ୍ମିତା ଭୋଇ ନିଜ ସମର୍ଥକଙ୍କ ସହ ଧାରଣାରେ ବସିଥିଲେ l
ସର୍କିଟ ହାଉସ୍ ମାମଲା: ପ୍ରକାଶ ପାଶୱାନଙ୍କ ବିରୋଧରେ ଜାମିନବିହୀନ ପରୱାନା ଜାରି….
ରାଉରକେଲା: ପାନପୋଷ ସର୍କିଟ ହାଉସ୍ରୁ ଅସ୍ତ୍ରଶସ୍ତ୍ର ସହ ଅପରାଧୀ ଗିରଫ ମାମଲାରେ ଫେରାର ଥିବା ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ମହାନଗର ନିଗମ ପ୍ରତିନିଧି ପ୍ରକାଶ ପାଶୱାନଙ୍କ ବିରୋଧରେ ଏସଡିଜେଏମ୍ କୋର୍ଟ ଜାମିନବିହୀନ ପରୱାନା (ଏନ୍ ବି ଡବ୍ଲ୍ୟୁ) ଜାରି କରିଛନ୍ତି।
କୋଶରଡା ଜଙ୍ଗଲରେ ଅବକାରୀର ସର୍ଜିକାଲ ଷ୍ଟ୍ରାଇକ୍: ୧୮.୬୮ ଲକ୍ଷର ମଦ ଭାଟି ଧ୍ୱଂସ ।
ଚିଲିକା, ୨୫ ।୮: ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧୀକ୍ଷକ ଶ୍ରୀମତୀ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଣପୁର ବ୍ଲକ କୋଶରଡା ସଂରକ୍ଷିତ ଜଙ୍ଗଲରେ ଆଜି ଅବକାରୀ ବିଭାଗ ପକ୍ଷରୁ ଏକ ବଡ ଧରଣର ମିଳିତ ଚଢାଉ କରାଯାଇଛି ।ଖବର ଅନୁଯାୟୀ ଜଙ୍ଗଲ
କୁମାଣ୍ଡୋଳ ପାଟଣା ମହିଳା ସରପଞ୍ଚଙ୍କ ଅକାଳ ବିୟୋଗ |
ଚିଲିକା, ୨୫|୮:ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡୋଳ ପାଟଣା ଗ୍ରାମ ପଞ୍ଚାୟତର ମହିଳା ସରପଞ୍ଚ ସବିତା ସୁନ୍ଦରାୟଙ୍କର ଅକାଳ ବିୟୋଗ ସମଗ୍ର ଅଞ୍ଚଳରେ ଦୁଃଖଦ ପରିସ୍ଥିତି ସୃଷ୍ଟି କରିଛି।ସେ କିଛି ଦିନ ଧରି ଦୂରାରୋଗ୍ୟ ରୋଗରେ ପୀଡିତ ଥାଇ ଅସୁସ୍ଥ ଥିଲେ।ଜଣେ ଲୋକପ୍ରିୟ
ଦୁଇଟି କ୍ରମାଗତ ବନ୍ୟା ପରେ ସର୍ବାଧିକ କ୍ଷତିଗ୍ରସ୍ତ ଉପକୂଳ ଅଞ୍ଚଳର ଚାଷୀ କ୍ଲଷ୍ଟରଗୁଡ଼ିକରେ ରିଲିଫ ଅଭିଯାନ
ଉତ୍ତର ଓଡ଼ିଶାର ବନ୍ୟା ପ୍ରଭାବିତ ଚିଙ୍ଗୁଡ଼ି ଚାଷୀ ପରିବାରଙ୍କ ପାଖରେ ଜରୁରୀ ସାମଗ୍ରୀ ଓ ଶୁଖିଲା ଖାଦ୍ୟ ପହଞ୍ଚାଇଲା ଆକ୍ୱାପଲ୍ସଭୁବନେଶ୍ୱରସ୍ଥିତ ପଣ୍ଡ-ଟୁ-ପୋର୍ଟ ଚିଙ୍ଗୁଡ଼ି ଚାଷ ଓ ସାମୁଦ୍ରିକ ଖାଦ୍ୟ ରପ୍ତାନି କମ୍ପାନୀ ଆକ୍ୱାପଲ୍ସ (Phoenix Marine Exports and Solution Pvt.
Politics
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ବାଲୁଗାଁରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ସମୃଦ୍ଧ ସହର ଗଠନ ଲକ୍ଷ୍ୟ I