ବାଲିଅନ୍ତା, ୧୨/୦୮ (ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା, ସମୁଦାୟର ଅଂଶଗ୍ରହଣକୁ ସୁଦୃଢ଼ କରିବା ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ) ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବର ମହାନଗର ନିଗମ (ବିଏମସି) ଅଞ୍ଚଳରେ ଜୁଲାଇ ୩୧ ତାରିଖଠାରୁ ଏକ ବ୍ୟାପକ ବୃକ୍ଷରୋପଣ ଅଭିଯାନ ଆୟୋଜନ କରାଯାଇଛି। ଏହି ଅଭିଯାନରେ ଇକୋସେଭର୍ସ ୟୁଥ୍ ନେଟୱାର୍କର ସଦସ୍ୟ, କିଶୋର-କିଶୋରୀ, ମହିଳା ଏବଂ ସ୍ଥାନୀୟ ଗ୍ରାମବାସୀଙ୍କର ସକ୍ରିୟ ଅଂଶଗ୍ରହଣରେ ବିଭିନ୍ନ ସ୍ଥାନରେ ପ୍ରାୟ ୨,୦୦୦ ଚାରା ରୋପଣ କରାଯାଇଛି।ବିଦ୍ୟାଳୟ, ଗ୍ରାମ, ରାସ୍ତାପାଖ, ଅଙ୍ଗନବାଡି ଆଦି ସ୍ଥାନରେ ଫଳ ଗଛ, ଔଷଧୀୟ ଉଭିଦ ଓ ପରିବେଶ ପାଇଁ ଉପକାରୀ ବିଭିନ୍ନ ପ୍ରକାରର ଚାରା ରୋପଣ କରାଯାଇଛି ଚାରାଗୁଡ଼ିକର ଉତ୍ତମ ବୃଦ୍ଧି ଓ ବଞ୍ଚିବା ପାଇଁ ନିୟମିତ ପାଣି ଦେବା, ଉପଯୁକ୍ତ ଯତ୍ନ ନେବା ଏବଂ ସୁରକ୍ଷା ପ୍ରଦାନ କରିବାର ଗୁରୁତ୍ବ ସମ୍ପର୍କରେ ଅଂଶଗ୍ରହଣକାରୀମାନଙ୍କୁ ସଚେତନ କରାଯାଇଥିଲା I ଏହି ପଦକ୍ଷେପ ସମ୍ପର୍କରେ ପିକକ୍ ର ସମ୍ପାଦକ ଶ୍ରୀ ରଞ୍ଜନ କୁମାର ମହାନ୍ତି କହିଛନ୍ତି, “ବୃକ୍ଷରୋପଣ କେବଳ ଚାରା ଲଗାଇବା ନୁହେଁ, ଏହା ଆମ ପରିବେଶର ସୁରକ୍ଷା ଏବଂ ଏକ ସୁସ୍ଥ ଭବିଷ୍ୟତ ସୁନିଶ୍ଚିତ କରିବାର ଦାୟିତ୍ଵ ନେବା ।”ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବରରୁ ଇକୋସେଭର୍ସ ୟୁଥ୍ ନେଟୱାର୍କର ସଦସ୍ୟମାନେ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଅଂଶଗ୍ରହଣ କରିବା ସହିତ ପରିବେଶ ସଂରକ୍ଷଣ ପାଇଁ ଗୋଷ୍ଠୀର ସଦସ୍ୟମାନଙ୍କୁ ଅଧିକ ଦାୟିତ୍ବଶୀଳ ହେବାକୁ ଉତ୍ସାହିତ କରିଥିଲେ । ସେମାନେ ଗଛର ଗୁରୁତ୍ବ, ଜଳବାୟୁ ପଦକ୍ଷେପ ଏବଂ ପରିଷ୍କାର ଓ ସବୁଜ ପରିବେଶ ବଜାୟ ରଖୁବା ସମ୍ପର୍କରେ ମଧ୍ୟ ସଚେତନତା ସୃଷ୍ଟି କରି ଥିଲେ Iଏହି ଅଭିଯାନ ମାଧ୍ଯମରେ ଅଂଶଗ୍ରହଣକାରୀ ମାନଙ୍କୁ “ଗଛ ଲଗାନ୍ତୁ, ଗଛକୁ ସୁରକ୍ଷା କରନ୍ତୁ ” ବାର୍ଭାକୁ ଅନୁସରଣ କରିବାକୁ ପ୍ରୋତ୍ସାହିତ କରାଯାଇଥିଲା Iପିକକ୍ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଶ୍ରୀମତୀ ଅନୁରାଧା ମହାନ୍ତି କହିଛନ୍ତି, ” ୨,୦୦୦ ଚାରା ରୋପଣ ଏକ ସବୁଜ ଓ ସୁସ୍ଥ ସମୁଦାୟ ଗଠନ ଦିଗରେ ଏକ ଉପଯୋଗୀ ପଦକ୍ଷେପ ।”
ଏହି କାର୍ଯ୍ୟକ୍ରମକୁ ପିକକ୍ ର ରଶ୍ମିରେଖା ସାହୁ, ଅଙ୍କିତା ବାରିକ, ଉପମା ମହାନ୍ତି, ବିଷ୍ଣୁପ୍ରିୟା ମହାପାତ୍ର ଏବଂ ବାମଦେବ ଜେନା ପ୍ରମୁଖ ପରିଚାଳନା କରିଥିଲେ ।
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଗୋଖୀ ବାବା କଳବରରେ ୮୦ତମ ସ୍ଵାଧୀନତା ଦିବସ ପାଳିତ।
ବାଲିଅନ୍ତା୧୫/୦୮:- ଗୋଖୀ ବାବା କଳବରରେ ସ୍ଵାଧୀନତାର ୮୦ ବର୍ଷ ପୂର୍ତ୍ତି ଭାରତ ପାଳନ ଅବସରରେସେବା ପ୍ରତିନିଧିର ମୁଖ୍ୟ ସଙ୍ଗଠକ ନୀଳମଣି ମିଶ୍ରଙ୍କ ନେତୃତ୍ୱରେ ୮୦ ତମ ସ୍ଵାଧୀନତା ଦିବସର ପତାକା ଉତ୍ତୋଳନ କରାଯାଇଥିଲା। ଏଥିରେ ମୂରଲୀ ମନୋହର ପାତ୍ର, ଅଶୋକ କୁମାର
ନିର୍ମାଣ ଅନୁଷ୍ଠାନରେ ପାଳିତ ହେଲା 80ତମ ସ୍ୱାଧୀନତା ଦିବସ*
ବାଲିଅନ୍ତା୧୫/୦୮:- ବାଳକାଟି ସ୍ଥିତ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ନିର୍ମାଣ ଗ୍ରୁପ୍ ଅଫ୍ ଇନଷ୍ଟିଟ୍ୟୁସନ୍ ପରିସରରେ ଅଶି ତମ ସ୍ୱାଧୀନତା ଦିବସ ବହୁ ଆଡମ୍ବର ସହିତ ପାଳିତ ହୋଇଯାଇଛି।ସକାଳେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସ୍ଲୋଗାନ୍ ମାଧ୍ୟମରେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ଶାଳିଆ ପ୍ରେସ କ୍ଳବ ତରଫରୁ ୮୦ ତମ ସ୍ଵାଧୀନତା ଦିବସ ପାଳିତ।
ଚିଲିକା, ୧୫ ।୮:- ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲୁଗାଁ ସ୍ଥିତ ଶାଳିଆ ପ୍ରେସ କ୍ଲବ ପକ୍ଷରୁ କ୍ଳବ ପରିସରରେ ୮୦ ତମ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି।ବରିଷ୍ଠ ସମାଜସେବୀ ସୁନୀଲ ମାନସିଂହ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ସଭାପତି
ସମରକ୍ରାନ୍ତି ସେନା ପକ୍ଷରୁ ସ୍ଵାଧୀନତା ଦିବସ ଅନୁଷ୍ଠିତ
ଭୁବନେଶ୍ୱର ତା 15/08/26 ଅସିତମ ସ୍ୱାଧୀନତା ଦିବସ ଅବସରରେ ସମର କ୍ରାନ୍ତି ସେନା ସାମାଜିକ ଅନୁଷ୍ଠାନ ପକ୍ଷରୁ ରସୁଲଗଡ଼ ସ୍ଥିତ ନେତାଜୀ ସୁଭାଷ ବୋଷଙ୍କ ପ୍ରତିମୁର୍ତ୍ତି ନିକଟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା। ଏହାକୁ ବିଶିଷ୍ଟ ପଦାର୍ଥବିଜ୍ଞାନୀ ଡ଼କ୍ଟର ସୁଶାନ୍ତ ଦାସ
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
ଚିଲିକା,୧୫।୮:ଦେଶର ୮୦ ତମ ସ୍ୱାଧୀନତା ଦିବସ ଆଜି ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବହୁ ଉତ୍ସାହ ଓ ଦେଶଭକ୍ତିର ସହ ପାଳନ କରାଯାଇଛି ।.ସକାଳ ୮ଟା ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ସ୍ୱାଇଁ, ଅଙ୍ଗନବାଡି
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
ଚିଲିକା: ଦେଶର ୮୦ ତମ ସ୍ୱାଧୀନତା ଦିବସ ଆଜି ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବହୁ ଉତ୍ସାହ ଓ ଦେଶଭକ୍ତିର ସହ ପାଳନ କରାଯାଇଛି ।.ସକାଳ ୮ଟା ସମୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମିନତୀ ସ୍ୱାଇଁ,
ବାଲୁଗାଁ ଥାନାରେ ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ
ଚିଲିକା: ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଥାନା ପରିସରରେ 'ଆମ ପୋଲିସ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରୀମତୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ
ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ
ବାଲୁଗାଁ: ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ବାଲୁଗାଁ ଥାନା ପରିସରରେ 'ଆମ ପୋଲିସ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସାମାଜିକ ସମସ୍ୟା ଉପରେ ଆଲୋଚନା
ଜ୍ୟୋର୍ତିପୀଠ ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଦୀର୍ଘାୟୁ କାମନା କରି ଶାନ୍ତି ଯଜ୍ଞ
ଭୁବନେଶ୍ୱର ତା. ୧୪/୮ ରିଖ : ଭାରତବର୍ଷରେ ବିଶିଷ୍ଟ ସନ୍ଥ ଧର୍ମସମ୍ରାଟ କରପତ୍ରୀ ଜୀ ମହାରାଜଙ୍କ ୧୧୯ତମ ପ୍ରକଟ ଦିବସ, ଶ୍ରୀ ଅରବିନ୍ଦ ଆଶ୍ରମର ସାଧକ ସନ୍ଥ ବାବାଜୀ ମହାରାଜଙ୍କ ୧୧୮ତମ ଜନ୍ମୋତ୍ସବ ଓ ଜ୍ୟୋର୍ତିପୀଠାଧିଶ୍ୱର ଶଙ୍କରାଚାର୍ଯ୍ୟ ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ୱତୀ
ଆମ ପୋଲିସ କାର୍ଯ୍ୟକ୍ରମ: ସାଇବର ଠକେଇ ଓ ନିଶା ମୁକ୍ତି ଉପରେ ଗୁରୁତ୍ୱ
ବାଲୁଗାଁ, : ପୋଲିସ ଓ ଜନସାଧାରଣଙ୍କ ମଧ୍ୟରେ ସୁସମ୍ପର୍କ ଦୃଢ଼ କରିବା ଉଦ୍ଦେଶ୍ୟରେ ଶୁକ୍ରବାର ଅପରାହ୍ନରେ ବାଲୁଗାଁ ଥାନା ପରିସରରେ 'ଆମ ପୋଲିସ କାର୍ଯ୍ୟକ୍ରମ' ଅନୁଷ୍ଠିତ ହୋଇଯାଇଛି। ଥାନା ଅଧିକାରିଣୀ ଶ୍ରୀମତୀ ଶ୍ରଦ୍ଧା ନାୟକଙ୍କ ତତ୍ତ୍ୱାବଧାନରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ
ଅବିରାମ ବର୍ଷାରେ ବେହାଲ ରାଉରକେଲା ସ୍ମାର୍ଟ ସିଟି : ଜଳମଗ୍ନ ରାସ୍ତା, ରେଳପଥ ଓ ତଳିଆ ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ…
ରାଉରକେଲା, ୧୩ ଅଗଷ୍ଟ:ଆଜି ଭୋରୁ ରାଉରକେଲା ସହରରେ ଲାଗି ରହିଥିବା ଅବିରାମ ପ୍ରବଳ ବର୍ଷା ଯୋଗୁଁ ସ୍ମାର୍ଟ ସିଟିର ଜନଜୀବନ ସମ୍ପୂର୍ଣ୍ଣ ଭାବେ ପ୍ରଭାବିତ ହୋଇଛି। ଲଗାତାର ବର୍ଷା ଫଳରେ ସହରର ବିଭିନ୍ନ ତଳିଆ ଅଞ୍ଚଳରେ ପାଣି ପଶି ଅନେକ ଘର
ପିକକ୍ ଦ୍ବାର ଖୋର୍ଦ୍ଧାରେ ୨,୦୦୦ ଚାରାରୋପଣ।
ବାଲିଅନ୍ତା, ୧୨/୦୮ (ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା, ସମୁଦାୟର ଅଂଶଗ୍ରହଣକୁ ସୁଦୃଢ଼ କରିବା ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ) ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବର
ସୁଶ୍ରୀ ଜ୍ୟୋତିର୍ମୟୀ ନାୟକ ଙ୍କୁ ସମ୍ବର୍ଦ୍ଧନା
ବାଲିଅନ୍ତା ୧୩/୦୮:- ପୂର୍ବତନ ଖାଦି ଓ ଗ୍ରାମଦ୍ୟୋଗ ବୋର୍ଡ ର ଅଧକ୍ଷ ଶ୍ରୀ ସଂଗ୍ରାମ କେଶରୀ ପାଇକରାୟ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଇଣ୍ଡିଆନ ଆଇଡଲ ସିଜିନ୍ ୧୬ର ବିଜେତା, ଓଡ଼ିଆ ଝିଅ ତଥା ଓଡ଼ିଶାର ଗର୍ବ ଗୌରବ କଣ୍ଠଶିଳ୍ପୀ ସୁଶ୍ରୀ ଜ୍ୟୋତିର୍ମୟୀ
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଷା ମିଶ୍ର ସମ୍ମାନିତ
ଭୂବନେଶ୍ୱର / ନୁଆଦିଲ୍ଲୀ - ଭିଜନ ଇଣ୍ଟରନ୍ୟାସନାଲ ଫାଉଣ୍ଡେସନ ପକ୍ଷରୁ କନଷ୍ଟିଚ୍ୟୁସନ କ୍ଲବ, ଡେପୁଟି ସ୍ପିକର ହଲ୍, ନୂଆ ଦିଲ୍ଲୀଠାରେ ଆୟୋଜିତ ମହିଳା ସଶକ୍ତିକରଣ ପାଇଁ ସମର୍ପିତ "ଓମେନ ଏମ୍ପାୱରମେଣ୍ଟ ଆୱାର୍ଡ ୨୦୨୬" ସମାରୋହର ଆୟୋଜନ କରାଯାଇଥିଲା ଏବଂ ସର୍ବଭାରତୀୟ ସ୍ତରରେ
ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ମେଧାବୃତ୍ତି ସମ୍ମାନ
ବାଲିଅନ୍ତା,୧୨|୮(ଗୋବର୍ଦ୍ଧନ ଦାସ):ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ଆଞ୍ଚଳିକ ବିକାଶ ପରିଷଦ ପକ୍ଷରୁ ଲୋକପ୍ରିୟ ଜନନେତା, ବର୍ଷିଆନ ରାଜନେତା ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟଙ୍କ ୮୩ ତମ ଜନ୍ମଜୟନ୍ତୀ ଅବସରରେ ମେଧାବୃତ୍ତି ସମ୍ମାନ କାର୍ଯ୍ୟକ୍ରମ ସାମନ୍ତରାପୁର ସ୍ଥିତ ଭୂଆସୁଣୀ ମନ୍ଦିର ପ୍ରାଙ୍ଗଣରେ ପାଳିତ
ପିକକ୍ ଦ୍ବାର ଖୋର୍ଦ୍ଧାରେ ୨,୦୦୦ ଚାରାରୋପଣ।
ବାଲିଅନ୍ତା, ୧୨/୦୮ (ଗୋବର୍ଦ୍ଧନ ଦାସ): ପରିବେଶ ସୁରକ୍ଷାକୁ ପ୍ରୋତ୍ସାହନ ଦେବା, ସମୁଦାୟର ଅଂଶଗ୍ରହଣକୁ ସୁଦୃଢ଼ କରିବା ଏବଂ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ମୁକାବିଲା କରିବା ଉଦ୍ଦେଶ୍ୟରେ ପିପୁଲସ୍ କଲଚରାଲ୍ ସେଣ୍ଟର (ପିକକ) ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା, ବୋଲଗଡ଼ ଏବଂ ଭୁବନେଶ୍ବର
ଗାନ୍ଧିଜୀ ଅନୁଷ୍ଠାନ ପକ୍ଷରୁ ବନ୍ୟା ପୀଡିତଙ୍କୁ ରିଲିଫ ବଣ୍ଟନ
ପୁରୀ ତା 11/08/26 ପୁରୀ ଜିଲ୍ଲା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପ୍ରଭାବିତଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯାଇଛି ଗାନ୍ଧିଜୀ ସାମାଜିକ ଅନୁଷ୍ଠାନ ଟ୍ରଷ୍ଟ ର ନିର୍ଦ୍ଧେଶିକା ପ୍ରିୟାଂଶୀ ଦାଶଙ୍କ ପ୍ରଚେଷ୍ଟା ରେ ଅନୁଷ୍ଠାନର ସଭାପତି ପ୍ରସନ୍ନ କୁମାର ଲେଙ୍କାଙ୍କ ଅଧ୍ୟକ୍ଷତାରେ ପୁରୀଜିଲ୍ଲା
ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ତା 10/08/26 ଓଡ଼ିଆ ପାଲା ସଂସ୍କୃତିର ପ୍ରବାଦ ପୁରୁଷ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ଠାରେ ପୁଜ୍ୟ ପୂଜା
ଶ୍ୱେତଗଙ୍ଗାରେ ବୁଡି ଯୁବକଙ୍କ ମୃତ୍ୟୁ
ପୁରୀ ତା 10/08/26 ପୁରୀ ଶ୍ୱେତଗଙ୍ଗା ପୁଷ୍କରିଣୀରେ ଗାଧୋଇବା ସମୟରେ ଗୋଡ଼ ଖସିଯିବାରୁ ବାଲିଅନ୍ତା ବ୍ଲକ ସତ୍ୟଭାମାପୁର ଗ୍ରାମ ପଂଚାୟତ ଅନ୍ତର୍ଗତ ଗୋତଳ ଗ୍ରାମ(ଟୋଲକ ପଡା )ପିତା ସୁଶାନ୍ତ କୁମାର ପ୍ରଧାନଙ୍କ 18 ବର୍ଷର ପୁତ୍ର ସମ୍ବିତ ପ୍ରଧାନଙ୍କ ମୃତ୍ୟୁ ହୋଇଛି
ଓଡ଼ିଆ ପାଲା ସଂସ୍କୃତିର ପ୍ରଚାର ପ୍ରସାର କ୍ଷେତ୍ରରେ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର ତା 10/08/26 ଓଡ଼ିଆ ପାଲା ସଂସ୍କୃତିର ପ୍ରବାଦ ପୁରୁଷ ଗାୟକ ଶେଖର ଜଗନ୍ନାଥ ବେହେରା ଓ ଗାୟକ ସମ୍ରାଟ ଅଭୟ ଚରଣ ସ୍ୱାଇଁଙ୍କ ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳି ସଭା ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ସ୍ଥାନୀୟ ଜୟଦେବ ଭବନ ଠାରେ ପୁଜ୍ୟ ପୂଜା
Politics
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଗୋଖୀ ବାବା କଳବରରେ ୮୦ତମ ସ୍ଵାଧୀନତା ଦିବସ ପାଳିତ।
ନିର୍ମାଣ ଅନୁଷ୍ଠାନରେ ପାଳିତ ହେଲା 80ତମ ସ୍ୱାଧୀନତା ଦିବସ*
ଶାଳିଆ ପ୍ରେସ କ୍ଳବ ତରଫରୁ ୮୦ ତମ ସ୍ଵାଧୀନତା ଦିବସ ପାଳିତ।