ପୋଲିସ ବାହିନୀର ସେବା, ତ୍ୟାଗ ଅତୁଳନୀୟ

ବଲାଙ୍ଗୀର: ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡିଆରେ ୯୦ତମ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବ ମଙ୍ଗଳବାର ପାଳିତ ହୋଇଛି । ମୁଖ୍ୟଅତିଥି ଭାବେ ଯୋଗଦେଇ ଏସ୍‌ପି ଅଭିଳାଷ ଜି. ପୋଲିସ ପେରେଡର ଅଭିବାଦନ ଗ୍ରହଣ କରିଥିଲେ। ଏହି ଅବସରରେ ଓଡିଶା ପୋଲିସ ପ୍ରତିଷ୍ଠା ଉତ୍ସବରେ ଅଭିନନ୍ଦନ ଜଣାଇ ଓଡିଶା ପୋଲିସର ଅତୁଳନୀୟ ସେବା, ଅବଦାନ ଏବଂ ତ୍ୟାଗ ସମ୍ପର୍କରେ କହିଥିଲେ l ଉତ୍ତମ ସେବା ଯୋଗାଇ କାର୍ଯ୍ୟ କରିଥିବା ପୋଲିସ୍ ଅଧିକାରୀ ଓ କର୍ମଚାରୀଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧନା ଦିଆଯାଇଥିଲା l ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l

Social Share On:

Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp

Social Share On:

Related News

You cannot copy content of this page