ବାଲିଗୁଡା: ବାନାଗ୍ନୀ ନିରାକରଣ ପାଇଁ ବନ ବିଭାଗ ର ଅଭିନଵ ପ୍ରୟାସ l ବନଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ l ବାଲିଗୁଡା ବନଖଣ୍ଡ ର ଡ଼ି. ଏଫ. ଓ ବିଶ୍ୱରାଜ ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ କୋଟଗଡ ବନାଞ୍ଚଳ ଅଧିକାରୀ ବାଳଗୋପାଳ ଙ୍କ ପ୍ରତକ୍ଷ୍ୟ ତତ୍ତ୍ୱlବଧାନ ରେ ଶ୍ରୀରାମପୁର ସେକ୍ସନ ଓ ସୁବର୍ଣ୍ଣଗିରୀ
ଜନ ସଚେତନତା ସଭା ସହିତ ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଥିଲା l କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ମାନେ ନିଖୁଣ ଅଭିନୟ ମାଧ୍ୟମ ରେ ଦର୍ଶକ ଙ୍କୁ ସଚେତନତା ର ବାର୍ତ୍ତା ବlଣ୍ଟିଥିଲେ । ଯୁବ ନାଟ୍ୟକାର ପ୍ରମୋଦ କୁମାର ଦଣ୍ଡସେନା ଙ୍କ ରଚିତ ଓ ନିର୍ଦ୍ଦେଶନାରେ ସଚେତନଧର୍ମି ପଥପ୍ରାନ୍ତ ନାଟକ ” ଜଳୁଛି ଜଙ୍ଗଲ ‘ ବେଶ ହୃଦୟସ୍ପର୍ଶୀ ହୋଇଥିଲା l ଜଙ୍ଗଲ ନିଆଁ ନିରାକରଣ ପୋଡୁଚାଷ ରୁ ନିବୃତ ବେ ଆଇନ ଶିକାର ଏବଂ ମହୁଲ ସଂଗ୍ରହ ସମୟ ରେ ଗଛତଳେ ନିଆଁ ନଲଗାଇ ସଠିକ ଉପାୟରେ ମହୁଲ ଫୁଲ ସଂଗ୍ରହ ଏବଂ ବନ୍ୟପ୍ରାଣୀ ଙ୍କ ସୁରକ୍ଷା ନିମନ୍ତେ ଆୟୋଜିତ ପଥପ୍ରାନ୍ତ ସଭା ରେ ମୁଖ୍ୟ ଅତିଥି ସ୍ଥାନୀୟ ସରପଞ୍ଚ ଉଦଘାଟନ କରିଥିଲେ ଫରେଷ୍ଟର ହରିଶ ପ୍ରଧାନ, ଫରେଷ୍ଟର ଫକୀର ଡିଗାଲ ଫରେଷ୍ଟର ରବୀନ୍ଦ୍ର ନାୟକ, ଫରେଷ୍ଟର ପ୍ରିୟଙ୍କା କହଁ ର, ଫରେଷ୍ଟ ଗାର୍ଡ ସଂଜୀବ ବିଶିମାଝି, ଶ୍ରଦ୍ଧାଞ୍ଜଳି ମଳିକ, ଧନେଶ୍ୱର ବେନିଆ ଖଗେଶ୍ୱର ପ୍ରଧାନ, ରଜନୀ କାନ୍ତ ବେହେରା, ଦୀପକ ପଟ୍ଟନାୟକ ଯୋଗ ଦେଇଥିଲେ lମୁଖ୍ୟବକ୍ତା ଭାବେ ଗଞ୍ଜାମ ଜ଼ିଲ୍ଲା ରେ କାର୍ଯ୍ୟରତ ଅଗ୍ନିଶମ ଅଧିକାରୀ ତଥା ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଅନ୍ତର୍ଯ୍ୟାମୀ ଖଣ୍ଡଗିରୀ ଯୋଗଦେଇ ଜଙ୍ଗଲ ନିଆଁ କୁ ରୋକିବା ଓ ଜଙ୍ଗଲ ସୁରକ୍ଷା ନେଇ ସଚେତନ କରିଥିଲେ l ଏହି କାର୍ଯ୍ୟକ୍ରମ ସମସ୍ତ ଫରେଷ୍ଟ ଗାର୍ଡ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ର ସଦସ୍ୟ ସମେତ ଗ୍ରାମବାସୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ll ଜଙ୍ଗଲ କୁ କିଭଳି ନିଆଁ ଦାଉରୁ ରକ୍ଷାକରି ଗ୍ରାମ୍ୟ ଜଙ୍ଗଲ କୁ ସୁରକ୍ଷା ଦେବା ପାଇଁ ସମୂହ ଶପଥ ପାଠ କରିଥିଲେ l
ବନାଗ୍ନି ରୋକିବାକୁ ବନ ବିଭାଗ ର ଅଭିନଵ ପ୍ରୟାସ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାଇଲଖୁଣ୍ଟ ସ୍ଥାପନ କଲା ଓଁ ଶିବ ବାବା ଟ୍ରଷ୍ଟ
ଓଡ଼ିଶାର ଅଗ୍ରଣୀ ସୋଲାର ଭେଣ୍ଡର ଭାବେ ପରିଚିତ ଓଁ ଶିବ ବାବା ଟ୍ରଷ୍ଟ ପିଏମ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନାରେ ସୋଲାର ସେବା ଯୋଗାଇବା କ୍ଷେତ୍ରରେ ମାଇଲ୍ଖୁଣ୍ଟ ସ୍ଥାପନ କରିଛି l ଏହି ଟ୍ରଷ୍ଟ ଏଯାବତ ୭୫୦ରୁ ଉର୍ଦ୍ଧ୍ବ ସୋଲାର ପ୍ୟାନେଲ
ରାଜ୍ୟସ୍ତରୀୟ ଶ୍ରୀ ପଞ୍ଚରତ୍ନ ଶ୍ରୀମଦ ଭଗବଦ ଗୀତା ପ୍ରଚାର ସଂଘ ଓଡିଶାର ପ୍ରଥମ ବାର୍ଷିକ ଉତ୍ସବ
ବୋଲଗଡ: (ଅଖିଳ ସୁନ୍ଦରାୟ) ଗତ ତା ୨୨.୦୨.୨୦୨୬ ରିଖ ରବିବାର ଦିନ ରାଜ୍ୟ ସ୍ତରୀୟ ପଞ୍ଚରତ୍ନ ଶ୍ରୀମଦ୍ ଭଗବଦ୍ ଗୀତା ପ୍ରଚାର ସଂଘ ଓଡ଼ିଶା ତରଫରୁ ଏକ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇ ଯାଇଛି। ଓଡ଼ିଶାର ପ୍ରତି କୋଣ
ଆସୁଛି ଲଗାତାର ଦୁଇଟି ଲଘୁଚାପ, ଧୋଇଯିବ କି ଦଶହରା ?
ଆଜି ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ ଦିଗ ଆଡ଼କୁ ଗତି କରିବ । ଆସନ୍ତାକାଲି (26 ତାରିଖ) ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର
ଓଡିଶାରୁ ଗୁଜରାଟ: ବ୍ରହ୍ମପୁରରୁ ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ
ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ । ଏହି ନୂତନ ଟ୍ରେନ୍ ସେବା
ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହେଲା ଟିପିଏସ୍ଓଡିଏଲ୍
ବ୍ରହ୍ମପୁର: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ସମ୍ମାନ ଜନକ ବି ଭୋକାଲ ସିଏସ୍ଆର୍ ୨୫ ପୁରସ୍କାରରେ ସମ୍ମାନିତ ହୋଇଛି। ଅର୍ଗାନିକ୍ ଫିଙ୍ଗର୍ ମିଲେଟକୁ ପ୍ରୋତ୍ସାହନ ଯୋଗାଉଥିବାରୁ ଶକ୍ତି ବର୍ଗରେ ଟିପିଏସ୍ଓଡିଏଲକୁ ଏହି ପୁରସ୍କାର ମିଳିଛି। ଏହି ପୁରସ୍କାର ଦକ୍ଷିଣ
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନର ବିଦେଶ ଗ୍ରସ୍ତ
ଭୁବନେଶ୍ୱର: ସ୍ଥାନୀୟ ଅଗ୍ରଣୀ ଓଡିଶୀ ନୃତ୍ୟ ଅନୁଷ୍ଠାନ ନୃତ୍ୟନିପୁଣାର ନୃତ୍ୟଶିଳ୍ପୀ ଅର୍ଚ୍ଚିତା ପ୍ରଧାନ, ପ୍ରତିଷ୍ଠାତ୍ରୀ ପ୍ରତିମା ମିଶ୍ର ଏବଂ ନିର୍ଦ୍ଦେଶିକା ଡଃ ପ୍ରିୟଙ୍କା ମିଶ୍ରଙ୍କ ଦୁବାଇ ଗ୍ରସ୍ତ । ଅନୁଷ୍ଠାନ ର ନୃତ୍ୟାଙ୍ଗନାମାନେ ଦୁବାଇର AI AJYAL THEATRE ଠାରେ ଓଡ଼ିଶୀ
ସାରସ୍ୱତ ସାଧିକା ଇନ୍ଦିରା ପଟ୍ଟନାୟକଙ୍କ ବିୟୋଗ
ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ, ସ୍ତମ୍ଭକାର, ସମାଜର ପୂର୍ବତନ ସମ୍ପାଦକ ବହୁମୁଖି ବ୍ୟକ୍ତିତ୍ୱର ଅଧିକାରୀ ପ୍ରଦୋଷ ପଟନାୟକଙ୍କ ସହଧର୍ମିଣୀ ତଥା ବରିଷ୍ଠ ସମାଜସେବିକା, ଉକôଳ ମହିଳା ସମିତିର ଆଜୀବନ ସଦସ୍ୟା, ପୂଜ୍ୟ ପୂଜା ପ୍ରାଣ, ସମାଜ ସଂସ୍କାରିକା ଇନ୍ଦିରା ପଟ୍ଟନାୟକଙ୍କ ୭୦ ବର୍ଷ
ଶୁଭିଲାଣି କୁଶଭଦ୍ରାର ସ୍ୱର, ଉପମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଦାବିପତ୍ର
ଭୁବନେଶ୍ୱର: କୁଶଭଦ୍ରାର ଖନନ, ସୁରକ୍ଷା ଓ ସୌନ୍ଦର୍ଯ୍ୟ ଅଭିବୃଦ୍ଧିକୁ ନେଇ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ସରକାରୀ ବାସଭବନରେ ଭେଟିଛି କୁଶଭଦ୍ରା କାନ୍ଦୁଛି ପରିବାର । ନିମାପଡ଼ାର ଜୀବନ ରେଖା କୁଶଭଦ୍ରାର ହୃତଗୌରବ ଫେରାଇ ଆଣିବା ଦିଗରେ ୭ଗୋଟି ଦାବିକୁ ଉତଥାପନ
ଚର୍ଚ୍ଚାରେ ରାଜଧାନୀ ଗଛ ଗଣେଶ
ପବିତ୍ର ଗଣେଶ ପୂଜା । ଧରାବତରଣ କରିଛନ୍ତି ଅଗ୍ରପୂଜ୍ୟ ଗଜାନନ । ଆଉ ଗଜାନନଂକ ପୂଜାକୁ ନେଇ ଆଉ ଗାଁଠୁ ସହର ଚଳଚଂଚଳ ହେଉଥିବା ବେବେଳେ ରାଜଧାନୀ ଭୁବନେଶ୍ୱରରେ ବି ଗଣେଶ ପୂଜା ବେଶ ଧୁମଧାମରେ ପାଳନ ହେଉଛି । ବର୍ଷାରେ
ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ: ଜିଲ୍ଲାର ବଳଙ୍ଗା ନାବାଳିକାଙ୍କ ଦିଲ୍ଲୀ ଏମ୍ସରେ ମୃତ୍ୟୁ ପରେ ଆଜି ପୈତୃକ ଗାଁ ବାୟାବରରେ ଶେଷ ହେଲା ଅନ୍ତିମ ସଂସ୍କାର । ବାୟାବର ନୂଆ ଗୋପାଳପୁରରେ ପୀଡିତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଗତକାଲି (ରବିବାର) ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ
ବିଏମସିର ବେଆଇନ ୟୁଜରଫି ବିରୁଦ୍ଧରେ ବିଚାର ବିମର୍ଶ ସଭା
Entertainment
ଫ୍ଲାଟ ବିକ୍ରି ଠକକୁ ଗୁଜୁରାଟରୁ ଧରିଲା ଧଉଳି ପୁଲିସ