ଚାନ୍ଦବାଲି: ଚାନ୍ଦବାଲି ଏନଏସି ଅଞ୍ଚଳର ୧୦ନମ୍ବର ଓ୍ବାଡର ନୟାଧାମରା ଗ୍ରାମର ଯାତ୍ରାପଡିଆରେ ସ୍ବର୍ଗତଃ ହେମଲତା ବଳ ମେମୋରିଆଲ୍ ତରଫରୁ ସରସ୍ବତୀ କ୍ଲବର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୪ର ଉଜ୍ଜାପନ ଦୀବସ ଅନୁଷ୍ଠିତ ହୋଯାଇଅଛି, ଏଥିରେ ମୁଖ୍ୟ ଅତିଥୀ ଭାବେ ଚାନ୍ଦବାଲ ଏନଏସିର ଭାଇସଚ୍ୟାର ମ୍ୟାନ ଶ୍ରୀଯୁକ୍ତ ଅମେନ୍ଦ୍ର ସାହୁ,ଚାନ୍ଦବାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ମାଝୀ, ନୟାଧାମରା ଗ୍ରାମର ପୂର୍ବତନ ମୁଖିଆ ଶ୍ରୀଯୁକ୍ତ ରାମଚନ୍ଦ୍ର ବଳ ଏବଂ ନୟାଧାମରା ଗ୍ରାମରେ ବୈଜ୍ୟେଷ୍ଠ ବ୍ୟକ୍ତି ରଘୁଆ ଖଟୁଆ ସର୍ବପ୍ରଥମେ ଶ୍ରାଯୁକ୍ତ ଅମରେନ୍ଦ୍ର ସାହୁ ଉପସ୍ଥିତ ରହି ଖେଳାଳିଙ୍କ ମଧ୍ୟରେ କିପରୀ ଭଲଭାବନା ଏବଂ ସୁପ୍ରତିଷ୍ଠିତ ହେବାପାଇଁ ବୁଝାଇବୁଝାଇକହିଥିଲେ ଏବଂ ଅମେରେଦ୍ର ସାହୁ ଖେଳାମାନଙ୍କୁ ଉତ୍ସାହିତ କରାଇବା ସହିତ ବିଜେତା ଖେଳାଳିକୁ ପୁରଷ୍କୁତ କରିଥିଲେ, ଆଜି ଏହି ଖେଳରେ ଚାନ୍ଦବାଲି୧୧ ୨୧ରନରେ ବିଜେତା ହୋଇଥିଲେ ବିଜେତାଙ୍କୁ ଟ୍ରଫି ଏବଂ ପ୍ରମାଣ ପତ୍ର ୨ଟି ଟିମ୍ କୁ ବଣ୍ଟନ କରାଯାଇଥିଲା,୩ଜଣ ଦକ୍ଷତା ଥିବା ଅମ୍ପୀୟ୍ୟାର ଯଥା ମନମୋଥ ସାହୁ,ବବୁଲ ଜ୍ୟାେତି ଏବଂ ଜଗନ୍ନାଥ ବଳଙ୍କୁ ପ୍ରମାଣ ପତ୍ର ଦେବା ପରେ ପରେ ୨ଟି ଟିମ ବିଜେତାଙ୍କୁ ଟ୍ରଫି ସହିତ ପ୍ରମାଣ ପତ୍ର ଏବଂ ଚେକ୍ ପ୍ରଦାନ କରି ସମ୍ମାନିତ କରାଯାଇଥିଲା,ଶେଷରେ ନୟାଧାମରା ଗ୍ରାମରେ ବୈଜ୍ୟେଷ୍ଠ ବ୍ୟକ୍ତି ରଘୁଆ ଖଟୁଆ ଖେଳାଳିମାନଙ୍କୁ ସୁନ୍ଦରଭାବେ ବୁଝାଇବୁଝାଇ କହିଥିଲେ ଯେ ପ୍ରତ୍ୟେକ ସ୍ଥିତିକେ ନିଜମଧ୍ୟରେ ଏକାଗ୍ରତା ଏବଂ ସଯମତା ସହିତ ଖେଳିଲେ ନିଶ୍ଚିତ ଭଲ ଫଳାଫଳ ମିଳିପାରିବ ବୋଲି କହିଥିଲେ I ପ୍ରଶାନ୍ତ ବଳ ଶାନ୍ତିଶୂଙ୍ଖଳା ରକ୍ଷାକରିବା ସହିତ ପାନୀୟ ଜଳ ବଣ୍ଟନରେ ସହଯୋଗକରିଥିଲେ,ଏହି ଉଜ୍ଜାପନା ଉତ୍ସବରେ ଦର୍ଶକଙ୍କ କହିବା ଅନୁଯାୟୀ ଏହି କାର୍ୟ୍ୟକ୍ରମଟି ସମ୍ପୂର୍ଣ ଭାବରେ ସଫଳତାଲାଭ କରିଛି ବୋଲି ସମସ୍ତ ଦର୍ଶକ ମାନେ ମତାମତ ରଖିଥିଲେ,
ସ୍ବର୍ଗତଃ ହେମଲତା ବଳ ମେମୋରିଆଲ୍ ତରଫରୁ ସରସ୍ବତୀ କ୍ଲବର କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୪ ଉଜ୍ଜାପନ ଉତ୍ସବ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ପ୍ରେମ ପାଇଁ ଫିଲ୍ମ ଷ୍ଟାଇଲରେ ଅପହରଣ
ରାତି ଅଧରେ ଯୁବକଙ୍କୁ ହାଣି ଯୁବତୀଙ୍କୁ ଟେକି ନେଲେ ଭୁବନେଶ୍ବର : ରାଜଧାନୀରେ ପ୍ରେମ ପାଇଁ ଫିଲ୍ମ ଷ୍ଟାଇଲରେ ଅପହରଣ । ଯୁବତୀଙ୍କୁ କାରରେ ଟେକି ନେଲେ ୪ ଜଣ ଯୁବକ । ଗତକାଲି ବିଳମ୍ବିତ ରାତିରେ ମୈତ୍ରୀ ବିହାର ଥାନା
ସାହିତ୍ୟ ଛାତ୍ରଛାତ୍ରୀଙ୍କ ସଠିକ୍ ମାର୍ଗ ଦର୍ଶକ
ରାଉରକେଲା: ଭାଷା ଯେତେ ସରଳ ହେବ ଆମ ସାହିତ୍ଯ ସେତେ ରୁଦ୍ଧିମନ୍ତ ହେବ,ସାହିତ୍ୟ ରୁଦ୍ଧିମନ୍ତ ହେଲେ ଆମ ସଂସ୍କ୍ରୁତି ସମ୍ରୁଦ୍ଧ ହେବ,ସଂସ୍କ୍ରୁତି ସମ୍ରୁଦ୍ଧ ହେଲେ ଆମ ପିଲାଙ୍କର ସଠିକ ମାର୍ଗ ଦର୍ଶକ ସାଜିବ | ଏହା ଥିଲା ଛେଣ୍ଡସ୍ଥିତ ଧାମରା ସଂଘ
ବୁଢ଼ାଡଙ୍ଗର ଲୋକ ମହୋତ୍ସବ ର ପ୍ରଥମ ସନ୍ଧ୍ୟା ରେ ବଜାସାଲ ନାଚରେ ଦୁଲୁକିଲା ମଞ୍ଚ
କଳାହାଣ୍ଡି,୨୨/୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଲୋକ ସଂସ୍କୃତି ଓ ଆଦ୍ୟକଳାର ପ୍ରତିବିମ୍ବ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ରବିବାର ଦିନ କେସିଙ୍ଗା ଜଗନ୍ନାଥ ମନ୍ଦିର ପଡିଆଠାରେ ମହା ସମାରୋହରେ ଉଦ୍ଘାଟିତ ହୋଇଯାଇଛି। ପ୍ରଥମ ଦିନର ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା
ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ରେ ସମ୍ମାନିତ ହେଲେ ବିନ୍ଦୁ ମହାନନ୍ଦ
କଳାହାଣ୍ଡି ,୨୨|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ଭୁବନେଶ୍ବର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ) ର ୫୩ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର
ନିଆଁ ଲାଗି ଜଳି ଗଲା ଘର ଓ ଯାବତୀୟ ଘରୋଇ ସାମଗ୍ରୀ
ଗୋଲାମୁଣ୍ଡା :୨୧/୧୨(ଜନ୍ମେଜୟ ନାଏକଙ୍କ ରିପୋର୍ଟ) କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଅଧିନସ୍ଥ ଫୋଇରିପାଣି ଗ୍ରାମର ଧନୁ ମାଝୀଙ୍କ ଘରେ ନିଆଁ ଲାଗି ଯାବତୀୟ ଜିନିଷ ସମ୍ପୂର୍ଣ୍ଣ ପୋଡି ପାଉଁଶ ହୋଇଯାଇଛି । ଧନୁ ମାଝୀ ଏକ କୁଳିମଜୁରିଆ ତଥା ଗରିବ ଶ୍ରେଣୀର
OTN TV ର ସପ୍ତମ ସ୍ଵନକ୍ଷତ୍ର ଦିବସ ଓ ବନ୍ଧୁ ମିଳନ ଉତ୍ସବ
ଧର୍ମଗଡ଼,୨୧/୧୨,(ଜନ୍ମେଜୟ ନାଏକ ଙ୍କ ରିପୋର୍ଟ ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବିଜୁକଲ୍ୟାଣ ମଣ୍ଡପଠାରେ OTN TV ର ସପ୍ତମ ସ୍ଵନକ୍ଷତ୍ର ଦିବସ ଓ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏହି ଉତ୍ସବରେ କଳାହାଣ୍ଡି ଜିଲ୍ଲା OTN ଟିଭିର ସ୍ୱତନ୍ତ୍ର
କଳାହାଣ୍ଡି ଜିଲ୍ଲା ଶିକ୍ଷା ବିଭାଗରେ ଏଫ୍,ଏଲ,ଏନ୍ ଯୋଜନା ବାଟ ମାରଣା
ପ୍ରକୋଷ୍ଠ ନିର୍ମାଣ କାର୍ଯ୍ୟରେ ଘୋଟାଲା ଅଭିଯୋଗ କଳାହାଣ୍ଡି,୨୨|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ-ଉତ୍କଳ ବୁଲେଟିନ): କଳାହାଣ୍ଡି ଜିଲ୍ଲାର ନର୍ଲା ତଥା ଲାଞ୍ଜିଗଡ଼ ବ୍ଲକ୍ ଅନୁନ୍ନତ ବ୍ଲକ ଭାବରେ ଜିଲ୍ଲାରେ ବେଶ ପରିଗଣିତ ଅଟେ। ଏହି ଦୁଇ ବ୍ଲକର ଛାତ୍ରଛାତ୍ରୀଙ୍କ ଶିକ୍ଷାସ୍ୱାସ୍ଥ୍ୟ ଭଳି ମୌଳିକ
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ଜାତୀୟ ଗଣିତ ଦିବସ ପାଳିତ
କଳାହାଣ୍ଡି,୨୨|୧୨, (ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): ଦିନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର କେସିଙ୍ଗା ଠାରେ ଜାତୀୟ ଗଣିତ ଦିବସ ପାଳିତ ହୋଇ ଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ପ୍ରବୀଣ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସଭା କାର୍ଯ୍ୟ
୧୫୦୦କୋଟି କ୍ଲବରେ ଏଣ୍ଟ୍ରି ମାରିଲା ‘ପୁଷ୍ପା-୨’
ଆଇକନ ଷ୍ଟାର ଅଲୁ ଅର୍ଜୁନଙ୍କ ଅଭିନୀତ ଫିଲ୍ମ 'ପୁଷ୍ପା ୨: ଦି ରୁଲ୍' ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ଥିଲା। ଗତ ତିନିବର୍ଷ ଧରି ନିର୍ମାଣ ହେଉଥିବା ଏହି ଆକ୍ସନ୍ ଥ୍ରୀଲର ଫିଲ୍ମ ଶେଷରେ ଡିସେମ୍ବର ୫ରେ ସାରା ବିଶ୍ୱରେ
ସଂଘର୍ଷର କାହାଣୀ ପରବ୍
ଚାଲିଆସିଥିବା ସିନେମାର ଏକ ଧାରା ଦୃଷ୍ଟିରୁ ପରଦାରେ ନିଆଁ ଝୁଲ ସହିତ ଚଳଚ୍ଚିତ୍ରର ଶୀର୍ଷକ ଉଦ୍ଭାସିତ ହେବାରୁ ଅନୁମାନ କରିହୁଏ ଯେ ସଂଘର୍ଷ ଓ ରକ୍ତପାତର ଅବିଚାରିତ ଦୃଶ୍ୟ ଏହାର କେନ୍ଦ୍ରସ୍ଥଳ ଅଧିକାର କରିବ। ତେବେ ଏହି ଧାରଣାକୁ ଭୁଲ୍ ପ୍ରମାଣିତ
ଫ୍ରାଇଡେ ରିଲିଜ୍: ମୁକ୍ତିଲାଭ କରିଛି ‘ପରବ୍’
ସିନେମା ହଲରେ ପ୍ରଶଂସା ସାଉଣ୍ଟୁଛି ଫିଲ୍ମ ‘ପରବ’ ଭୁବନେଶ୍ବର: ଓଡ଼ିଶା ଆନ୍ଧ୍ର ସୀମାନ୍ତର ସତ ଘଟଣା ଉପରେ ଆଧାରିତ ଓଡ଼ିଆ ଚଳଚ୍ଚିତ୍ର ‘ପରବ୍’ ଶୁକ୍ରବାର ମୁକ୍ତିଲାଭ କରିସାରିଛି।। ୧୯୩୬ ମସିହା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ହେବା ପରେ ଆନ୍ଧ୍ରପ୍ରଦେଶରେ ରହି
ନେହେରୁ ସେବା ସଂଘ ତରଫରୁ ପୋଷ୍ୟ ସନ୍ତାନ ଗ୍ରହଣ କରିନେଇଥିବା ବିଦେଶୀ ଦମ୍ପତିଙ୍କୁ ସମ୍ବର୍ଦ୍ଧନା
କଳାହାଣ୍ଡି,୨୧|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ନେହେରୁ ସେବା ସଂଘ ଭବାନୀପାଟଣା ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ କଳାହାଣ୍ଡି ତରଫରୁ ଭବାନୀପାଟଣାର ପୋଷ୍ୟ ସନ୍ତାନ ଗ୍ରହଣ କରିଥିବା ଇଟାଲୀର ଦମ୍ପତି ଲୁସିଆନା ରୋସି ଓ ଲୁଇଗୀ ରୋସୋ ଏବଂ ଝିଅ ପ୍ରତୀକ୍ଷା
ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟ ପରିସରରେ ଆୟୋଜିତ ହୀରକ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଶୁଭ ଉଦଘାଟନ କରିଥିଲେ । ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ତେଲକୋଇ ବିଧାୟକ ଡ. ଫକୀର
କୋଦଗlଡ଼ିଆ ଓ ମୁରିଙ୍ଗିସିଙ୍ଗା ରେ ଘର ଭାଙ୍ଗିଲା ଗୋଠ ଛଡା ଦନ୍ତା ହାତୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ କୋଦଗାଡିଆ ଓ ମିରିଗିସିଙ୍ଗା ଗ୍ରାମରେ ତିନୋଟି ଘର ଭାଙ୍ଗିଲା ଗୋଠ ଛଡା ଦନ୍ତାହାତୀ । କୋଦଗାଡିଆ ଗ୍ରାମର ବସନ୍ତ ନାଏକ ଓ ଉଦୟ ନାଏକଙ୍କ ଘର ଭାଙ୍ଗି ଘର ଭିତରୁ ଧାନ ଚାଉଳ
ଚକରଇଷ୍ଟିଚ୍ବୁଟ ଅଫ ଯୋଗତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ
ବାଳକାଟି: ସକାଳ ୮ଟା୧୫ମିନିଟ୍ ସମୟରେ ଅନଲାଇ ଏବଂ ଅଫଲାଇନ ମାଧ୍ଯମରେ ଚକରଇଷ୍ଟିଚ୍ବୁଟ ଅଫ ଯୋଗ ଟ୍ରଷ୍ଟ ତରଫରୁ ୧ମ ତମ ବିଶ୍ବ ଧ୍ଯାନ ଦିବସ ପାଳିତ ହୋଇଯାଇଛି | ଏଥିରେ ଟ୍ରଷ୍ଟର ସମ୍ପାଦକ ତଥା ଯୋଗଏବଂ ପ୍ରାକୂତିକ ଚିକିତ୍ସକ ଡକ୍ଟର ଦୀପକ
ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ
କଳାହାଣ୍ଡି, ୨0|୧୨(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବ୍ରୁଦ୍ଧି କରିବା ପ୍ରତିଶୃତି ଦେଇଥିଲେ। ତାପରେ ସରକାର ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ ୮୦%
ଭୀମ ଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ
କଳାହାଣ୍ଡି, 20|12 (utkalbulletin): କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ପରିସରରେ ଭାରପ୍ରାପ୍ତ ସାମାଜିକ ସମ୍ପ୍ରସାରଣ ଅଧିକାରୀ ଶ୍ୟାମସୁନ୍ଦର ନାଏକଙ୍କ ନେତୃତ୍ବରେ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ମ, ରାମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ
ଭିନ୍ନକ୍ଷମ ଭତ୍ତା ବୃଦ୍ଧି ଓ ସାମାଜିକ ସୁରକ୍ଷା ଦାବି ନେଇ ମୁଇଁ “କଳାହାଣ୍ଡିଆ ଫର କଳାହାଣ୍ଡି “ର ବୈଠକ ଅନୁଷ୍ଠିତ
କଳାହାଣ୍ଡି, ୨0|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ): ବିଜେପି ସରକାର ନିର୍ବାଚନ ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଭତ୍ତା ୩୦୦୦ ଟଙ୍କାକୁ ବ୍ରୁଦ୍ଧି କରିବା ପ୍ରତିଶୃତି ଦେଇଥିଲେ। ତାପରେ ସରକାର ଗଠନର ପ୍ରଥମ ବଜେଟ୍ ରେ ୮୦ବର୍ଷରୁ ଉର୍ଦ୍ଧ୍ୱ ବାର୍ଦ୍ଧକ୍ଯ ଏବଂ
ବରିଷ୍ଠ କଂଗ୍ରେସ ନେତା ନିରଂଜନ ପଟ୍ଟନାୟକଙ୍କ ଘରେ ଇଡି ଚଢ଼ଉ
ଭୁବନେଶ୍ୱର: ନିରଂଜନ ପଟ୍ଟନାୟକଙ୍କ ଘରେ ଇଡି ଚଢ଼ଉ କରିଛି। ପୂର୍ବତନ କଂଗ୍ରେସ ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରେ ଚଢ଼ଉ କରିଛି ଇଡି। ଆଜି ସକାଳ ସାତଟାରେ ଚଢ଼ଉ ଆରମ୍ଭ କରାଯାଇଥିବାବେଳେ ତାଙ୍କର ଭୁବନେଶ୍ୱର ବାସଭବନ ନୟାପଲୀ ଠାରେ ପ୍ରଥମେ ସକାଳ ୭ଟାରେ
ହାଇଦ୍ରାବାଦ 2024ଫିତ ନେସନାଲ କଂଫୁ ରେ କଳାହାଣ୍ଡି ଚମ୍ପିୟାନ
କଳାହାଣ୍ଡି,୧୯|୧୨(ପ୍ୟାରିଲାଲ ଦୁର୍ଗା ଙ୍କ ରିପୋର୍ଟ):-କଳାହାଣ୍ଡି ଜ଼ିଲ୍ଲା କେସିଙ୍ଗା ବ୍ଲକ ରୁ ୧୭ ଜଣ ଓ କଳାହାଣ୍ଡି ର ୧0 ଜଣ ହାଇଦ୍ରାବାଦ ଠାରେ ଅନୁଷ୍ଠିତ ହେଇଥିବା ଫିତ ନେସନାଲ କମ୍ଫ୍ହୁ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିଥିଲେ | କଳାହାଣ୍ଡି ରୁ ମୋଟ