ଭୁବନେଶ୍ୱର: ରାଜ୍ୟର ସର୍ବପୁରାତନ ତଥା ସର୍ବବୃହତ ସାମ୍ବାଦିକ ସଂଘ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱର ସ୍ଥିତ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ, ରାଜ୍ୟରେ ପ୍ରଚଳିତ ସ୍ୱାସ୍ଥ୍ୟବୀମା ଯୋଜନାର ଅର୍ଥରାଶି ଦଶ ଲକ୍ଷକୁ ବୃଦ୍ଧି, ଦେଶର ଅନ୍ୟାନ୍ୟ ଅଠର ଗୋଟି ରାଜ୍ୟ ଭଳି ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକଙ୍କୁ ପେନସନ ପ୍ରଦାନ ଓ ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ଦାବି ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା। ଉପରୋକ୍ତ ଦାବି ନେଇ ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲ୍ଲାରେ ବିକ୍ଷୋଭ ସମାବେଶ ମାଧ୍ୟମରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବା ପାଇଁ ନିଷ୍ପତ୍ତି ନିଆଗଲା। ବୈଠକରେ ସାଧାରଣ ସମ୍ପାଦକ ବେଣୁଧର ପଣ୍ଡା ବାର୍ଷିକ ବୀବରଣୀ ପଠନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟକାରୀ ସଭାପତି ହାରଧନ୍ ବାନାର୍ଜୀ ଓ ପୂର୍ଣ୍ଣଚନ୍ଦ୍ର ନାୟକ, ଉପସଭାପତି ସତ୍ୟନାରାୟଣ ମିଶ୍ର, ପ୍ରଦୀପ ତ୍ରିପାଠୀଙ୍କ ସମେତ ଉପଦେଷ୍ଟା ବଙ୍କୀମ୍ ଚନ୍ଦ୍ର ନାୟକ, ପ୍ରସନ୍ନ ତ୍ରିପାଠୀ ଓ କୋଷାଧ୍ୟକ୍ଷ ରାଜେନ୍ ଚୋଧୁରୀ ଙ୍କ ସମେତ ପଚିଶି ଗୋଟି ଜିଲ୍ଲାରୁ ଯୋଗଦେଇଥିବା ସଭାପତି, ସମ୍ପାଦକ ଓ କାର୍ଯ୍ୟକାରିଣୀ ସଦସ୍ୟ ସର୍ବଶ୍ରୀ ରଜନୀକାନ୍ତ ମିଶ୍ର, ଲୋକନାଥ ଦଳେଇ, ମଦନ ପାଣି, ମୋନୋଜ ଦାଶ, ସୁରେଶ ଦାଶ, ଦେବାଶିଷ ପୁରୋହିତ,ଅବ୍ୟକ୍ତ ଖାଡଙ୍ଗା, ଅଶୋକ ମିଶ୍ର, ପ୍ରତାପ ବରାଳ, ରାଧାକାନ୍ତ ମିଶ୍ର, ସଞ୍ଜୟ ପତି,ଦ୍ଵୀଜେନ୍ ପାଢ଼ୀ, ସନ୍ତୋଷ ପାଣିଗ୍ରାହୀ, ରାଜୀବ ଲୋଚନ ଦାସ, ପବିତ୍ର ମହାରଥା, ପ୍ରଶାନ୍ତ ସାହୁ,ପବିତ୍ର ମହାନ୍ତି, ଶିବସରଣ ମିଶ୍ର, କମଳଲୋଚନ ଦୀକ୍ଷିତ, ଦେବାନନ୍ଦ ତାଣ୍ଡି ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
ସ୍ୱାସ୍ଥ୍ୟବୀମା ରାଶି ବୃଦ୍ଧି ଓ ପେନସନ୍ ଦାବି ନେଇ ଉତ୍କଳ ସାମ୍ବାଦିକ ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ମାର୍ଶାଲ ଆର୍ଟ ପ୍ରଶିକ୍ଷକ ଉମାକାନ୍ତ ବେହେରାଙ୍କୁ ୩ୟ ବ୍ଲାକ ବେଲ୍ଟ ପ୍ରାପ୍ତ ପାଇଁ ଜନ୍ମ ମାଟିରେ ସ୍ୱାଗତ
ବାଲିଅନ୍ତା ୨୬/୬ : ବାଲିଅନ୍ତା ବ୍ଲକ ଅଧୀନ ବାଳକାଟି ଅଞ୍ଚଳର ମାର୍ଶାଲ ଆର୍ଟ ପ୍ରଶିକ୍ଷକ ଉମାକାନ୍ତ ବେହେରାଙ୍କୁ ଓଡ଼ିଶାର ଅଗ୍ରଣୀ ପରିବେଶ ପାଇଁ କାର୍ଯ୍ୟରତ ସାମାଜିକ ଅନୁଷ୍ଠାନ ଗ୍ରୀନ ଜୟଦେବ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ବାଳକାଟି ବଜାର ସ୍ଥିତ ସ୍ୱର୍ଗର ବାଳକୃଷ୍ଣ
ସୁଦର୍ଶନ ଦାରୁ ପୀଠରେ ରଥ ନିର୍ମାଣ କାରିଗରଙ୍କୁ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧନା
ବାଲିଅନ୍ତା, ୨୬/୬: ଭୁବନେଶ୍ୱର ଉପକଣ୍ଠରେ ଅବସ୍ଥିତ ପବିତ୍ର ସୁଦର୍ଶନ ଦାରୁ ପୀଠରେ ନିର୍ମାଣାଧୀନ ରଥରେ ଦିନରାତି ପରିଶ୍ରମ କରୁଥିବା ବିଶ୍ୱକର୍ମା କାରିଗରମାନଙ୍କୁ ଆଜି ଅଗ୍ରଣୀ ସାମାଜିକ ଅନୁଷ୍ଠାନ କାଞ୍ଚନ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବଦିନାତ୍ମକ ରଥଯାତ୍ରା ପାଇଁ
ଭୁଲବହି ପ୍ରତ୍ୟାହାର ସ୍ୱାଗତଯୋଗ୍ୟ
ତଳ ତଳିଆଙ୍କୁ ସସ୍ପେଣ୍ଡ ପର୍ଯ୍ୟାପ୍ତ ନୁହେଁ,ନ୍ୟାୟିକ ତଦନ୍ତ ହେଲେ ବଡବଡିଆ ଦଣ୍ଡିତ ହେବେ : ଓଡିଶା ଅଭିଭାବକ ମହାସଂଘ ଭୁବନେଶ୍ୱର ତା 26ରିଖ l ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ଅସଂଖ୍ୟ ତ୍ରୁଟି ଭଳି ଅସମ୍ବେଦନଶୀଳ ଓ ଅତ୍ୟନ୍ତ ଦାୟିତ୍ୱହୀନ
ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ଦେବେନ୍ଦ୍ର ସୁଆର ଓ ଶ୍ରୀରାମକୃଷ୍ଣ ଆଶ୍ରମ ପାଇବେ, “ଚଳିତବର୍ଷର ଗାନ୍ଧୀ ଗୌରବ ସମ୍ମାନ”
ଭୁବନେଶ୍ୱର, ୨୬.୬ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ପୂର୍ବତନ ମନ୍ତ୍ରୀ, ଗାନ୍ଧୀ ମଣିଷ ସ୍ୱର୍ଗତ ଦୋଳଗୋବିନ୍ଦ ପ୍ରଧାନଙ୍କ ସ୍ମୃତିରେ ପ୍ରତିବର୍ଷ ଭଳି ଚଳିତବର୍ଷ ତାଙ୍କର ଜନ୍ମ ଶତବାର୍ଷିକ ଉତ୍ସବରେ ୨୦୨୬ ବର୍ଷ ପାଇଁ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ, ବରିଷ୍ଠ
ଶ୍ରୀ ଅରବିନ୍ଦ ଜ୍ଞାନ ମନ୍ଦିରର ୬୪ତମ ବାର୍ଷିକ ଉତ୍ସବ ପାଳିତ।
ଚିଲିକା, ୨୬।୬:ପ୍ରତିବର୍ଷ ପରି ଚଳିତ ବର୍ଷ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ସୁନାଖଳା ଠାରେ ଥିବା ଶ୍ରୀ ଅରବିନ୍ଦ ଜ୍ଞାନ ମନ୍ଦିରର ୬୪ ତମ ବାର୍ଷିକ ଉତ୍ସବ ୨୪ ଓ ୨୫ ତାରିଖ ଦୁଇଦିନ ଧରି ପାଳିତ ହୋଇଯାଇଅଛି ।
ଯୁବ କୁଲୁତା ସମାଜ ପକ୍ଷରୁ ୫ ୟୁନିଟ୍ ରକ୍ତ ସଂଗୃହୀତ
ଜନ୍ମଦିନକୁ ଏକ ନିଆରା ଢଙ୍ଗରେ ପାଳନ କରି ମାନବିକତାର ପରିଚୟ ଦେଇଛନ୍ତି ଡଂଗାଘାଟ ଗ୍ରାମର ଯୁବକ ସୁମନ୍ତ କୁମାର ସାହୁ। ସୁମନ୍ତଙ୍କ ଜନ୍ମଦିନ ଅବସରରେ ତାଙ୍କ ଅନ୍ୟ ଦୁଇଜଣ ସାଙ୍ଗ ଦୁଷ୍ମନ୍ତ ସାହୁ ଓ ସୁଧୀର ମଲ୍ଲିକ ମଧ୍ୟ ସ୍ୱେଚ୍ଛାକୃତ ଭାବେ
ମଙ୍ଗରାଜପୁରରେ ନାଟକ ‘ଏ ମନ କାଶୀ ବୃନ୍ଦାବନ’ ମଞ୍ଚସ୍ଥ
ଚିଲିକା,୨୬ ।୬:ପବିତ୍ର ଶୀତଳ ଷଷ୍ଠୀ ଉପଲକ୍ଷେ ବାଣପୁର ବ୍ଲକ ମଙ୍ଗରାଜପୁର ଗ୍ରାମ ଠାରେ ଶ୍ରୀ ଶ୍ରୀ ଗତିଶ୍ୱର ଦେବ ନାଟ୍ୟ ସଂସଦ ଆନୁକୂଲ୍ୟରେ ସାମାଜିକ ନାଟକ 'ଏ ମନ କାଶୀ ବୃନ୍ଦାବନ ' ମଞ୍ଚସ୍ଥ ହୋଇଯାଇଅଛି। ଉକ୍ତ ନାଟକକୁ ଉଦ୍ଘାଟନ କରିଥିଲେ
ନଦୀକୁ ରଖନ୍ତୁ ସଫା, ନହେଲେ ଲାଗିବ ଦଫା (ଆଞ୍ଚଳିକ ବିକାଶ ପରିଷଦର ଚତୁର୍ଥ ଦୟା ସ୍ବଚ୍ଛତା କାର୍ଯ୍ୟକ୍ରମ)
ବାଲିଅନ୍ତା, ୨୫/୦୬ (ଗୋବର୍ଦ୍ଧନ ଦାସ) : ଦୟାନଦୀ ର ଇତିହାସ ଅତି ପ୍ରାଚୀନ ଓ ବିଶ୍ଵ ପରିଚିତ ତା'ର ମହାନତା । ଦୟାନଦୀ କୂଳରେ ଅବସ୍ତିତ ବିଶ୍ଵଶାନ୍ତି ସ୍ତୁପ ଧଉଳିଗିରି ଏହାର ମୂକ ସାକ୍ଷୀ। ରକ୍ତ ରଞ୍ଜିତ ଦୟାନଦୀ କୁ ଦେଖି
ଓଡ଼ିଆ ଭାଷା, କୃଷି, କୃଷକ ତଥା ସାଧାରଣଜନତା ପାଇଁ ସମର୍ପିତ ଥିଲେ ରାଜଶ୍ରୀ ନବକୃଷ୍ଣ ଚୌଧୁରୀ
ଭୁବନେଶ୍ୱର ତା 24/06/26 ପ୍ରାକ୍ତନ ମୁଖ୍ୟମନ୍ତ୍ରୀ, ଓଡ଼ିଆ ଭାଷା, ସାହିତ୍ୟ, କୃଷି, କୃଷକ ତଥା ସାଧାରଣ ଜନତାଙ୍କ ପାଇଁ ସମର୍ପିତ ବ୍ୟକ୍ତିତ୍ୱ ସ୍ବର୍ଗତ ନବକୃଷ୍ଣ ଚୌଧୁରୀଙ୍କ 42 ତମ ଶ୍ରାଦ୍ଧଦିବସ ତାଙ୍କ ପ୍ରତିମୂର୍ତ୍ତି ସ୍ଥଳ ବିଧାନସଭା ପରିସରରେ ପୁଜ୍ୟପୂଜା ସଂସ୍କୃତି ସୁରକ୍ଷା
ଏଲପୀ ଜି ଗ୍ୟାସ ନେଉଥିବା ବୋଝଇ ଟ୍ୟାଙ୍କର ଭାରସାମ୍ୟ ହରାଇ ବାଉଣ୍ଡରିରେ ପିଟିଲା, ଅଳ୍ପେକ ବର୍ତିଲେ ଡ୍ରାଇଭର ଓ ହେଲ୍ପର,
ଧର୍ମଗଡ/୨୫/୬କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଖଲିଆକାନି ପଞ୍ଚାୟତ ସମ୍ମୁଖରେ ଭାରସାମ୍ୟ ହରାଇ ଏକ ଗ୍ୟାସ ବୋଝଇ ଟ୍ୟାଙ୍କର ରାସ୍ତା କଡ଼ରେ ଥିବା ବାଉଣ୍ଡେରୀ ରେ ପିଟି ହୋଇଯାଇଛି l ବିଳମ୍ବିତ ରାତିରେ ଏଲପିଜି ଗ୍ୟାସ ବୋଝଇ ଟ୍ରାଙ୍କର CGO7/CX7264 ଧର୍ମଗଡ଼
ମା’ ତାରିଣୀ ମହିଳା କମିଟିର ବୈଠକ
ଭୁବନ: ଭୁବନ ବ୍ଲକ ଅନ୍ତର୍ଗତ ଓଡ଼ିଶ ଗ୍ରାମରେ ପାଣିର ଅସୁବିଧା କିପରି ଦୂର ହେବ ସେଥିପାଇଁ ଓଡ଼ିଶ ମା’ତାରିଣୀ ମହିଳା କମିଟି ଆଗକୁ ଅଂଟା ଭିଡିଛନ୍ତି। ନିଜ ଗ୍ରାମରେ ଥିବା ନାନା ସମସ୍ୟାର ସମାଧାନ ଲାଗି ଅଂଟା ଭିଡିଛି ମା’ ତାରିଣୀ
ବିକାଶର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ
ବାଲିଅନ୍ତା୨୪/୦୬( ଗୋବର୍ଦ୍ଧନ ଦାସ):ରାଜ୍ୟ ସରକାରଙ୍କର ସଫଳତାର ଦ୍ବିତୀୟ ବର୍ଷ ପୂର୍ତ୍ତି ଉପଲକ୍ଷେ ବାଲିଅନ୍ତା ବ୍ଲକ ପରିସରରେ ୫ ଦିନ ଧରି ଚାଲିଥିବା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଏହି ଅବସରରେ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା
ଧର୍ମଗଡ଼ ଉପଖଣ୍ଡ ଚିକତ୍ସାଳୟ ର ରକ୍ତ ଭଣ୍ଡାର ପୁନଃ କାର୍ଯ୍ୟକ୍ଷମ ପାଇଁ ଡିଫାଇନ କଳାହାଣ୍ଡି ତରଫରୁ ଦାବି ପତ୍ର ପ୍ରଦାନ
ଧର୍ମଗଡ଼ ୨୨/୬/କଳାହାଣ୍ଡି ଜିଲ୍ଲା ଧର୍ମଗଡ ଚିକିତ୍ସାଳୟ ରେ ଥିବା ରକ୍ତ ଭଣ୍ଡାର ଗତ କିଛି ଦିନ ପୂର୍ବରୁ ବନ୍ଦ ହୋଇଥିବା ଯୋଗୁଁ ରୋଗୀ ମାନେ ଆବଶ୍ୟକ ସମୟରେ ରକ୍ତ ନ ପାଇଁ ଅନେକ ଅସୁବିଧା ର ସମ୍ମୁଖୀନ ହେଉଥିବା ବେଳେ ଛତାଗୋଏରା
ନୃତ୍ୟନିପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ତରଫରୁ ଗ୍ରୀଷ୍ମକାଳୀନ କର୍ମଶାଳାର ଉଦଯାପନୀ ସଂନ୍ଧ୍ୟା
ପୁଣା ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ଦ୍ଵାରା ଗତ ମେ ମାସ ୧୫ତାରିଖ ଠାରୁ ୨୫ତାରିଖ ପର୍ଯ୍ୟନ୍ତ (୧୧ଦିନ ଧରି) ଗ୍ରୀଷ୍ମକାଳୀନ କର୍ମଶାଳା ଆୟୋଜିତ ହୋଇଥିଲା। ଏହାର ଉଦଯାପନୀ ନ୍ଧ୍ୟା ବ୍ ସୁନ୍ଦର ଭାବରେ ଅନୁଷ୍ଠାନ ତରଫରୁ ପାଳନ କରାଯାଇଥିଲା ଏବଂ ସନ୍ଧ୍ୟାରେ
ପଦ୍ମଶ୍ରୀ ବିନୋଦ କାନୁନଗୋ ଥିଲେ ଓଡ଼ିଆ ଭାଷାପ୍ରାଣ
୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ପାଳିତଭୁବନେଶ୍ୱର, ୨୨.୬ : ଓଡ଼ିଆ ଭାଷା, ସାହିତ୍ୟର ସଂରକ୍ଷକ, ବିଶିଷ୍ଟ ଗାନ୍ଧିବାଦୀ, ସ୍ୱାଧୀନତା ସଂଗ୍ରାମୀ, ଜ୍ଞାନ ମଣ୍ଡଳର ପ୍ରତିଷ୍ଠାତା ପଦ୍ମଶ୍ରୀ ବିନୋଦ କାନୁନଗୋଙ୍କ ୩୬ତମ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଉତ୍ସବ ସୋମବାର ସନ୍ଧ୍ୟାରେ ବୁଦ୍ଧ ମନ୍ଦିର ସଭାଗୃହରେ
ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ
ବାଲିଅନ୍ତା ୨୨/୦୬ (ଗୋବର୍ଦ୍ଧନ ଦାସ)ଓଡ଼ିଶା ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଖୋର୍ଦ୍ଧା ଜିଲ୍ଲାର ବାଲିଅନ୍ତା ବ୍ଲକ ପରିସରରେ ଏକ ବ୍ଲକ ସ୍ତରୀୟ ସ୍ୱାବଲମ୍ବୀ ଯୁବ ସମୃଦ୍ଧ ଓଡ଼ିଶା ଯୁବ ସମାବେଶ ଆଜି ତା -୨୨.୦୬.୨୦୨୬ ରିଖରେ ଆୟୋଜିତ ହୋଇଅଛି |
ମହାନଦୀ ବଞ୍ଚାଓ ଆନ୍ଦୋଳନର ସାମ୍ବାଦିକ ସମ୍ମିଳନୀ
ଟ୍ରିବୁନାଲଙ୍କ ଗସ୍ତ ପାଇଁ ଅଢେଇ କୋଟି ସ୍ୱାହା, ଜବାବ ରଖନ୍ତୁ ମୁଖ୍ୟମନ୍ତ୍ରୀ : ମହାନଦୀ ବଞ୍ଚାଅ ଆନ୍ଦୋଳନ ଭୁବନେଶ୍ୱର ତା 22ରିଖ l ଗତ ଫେବୃଆରୀ - ମାର୍ଚ୍ଚ ମାସରେ ମହାନଦୀ ଟ୍ରିବୁନାଲଙ୍କ ପାରିବାରିକ ବିଳାସମୟ ଗସ୍ତରେ ଓଡିଶା ସରକାରଙ୍କ ତହବିଲରୁ
ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ ଅନୁଷ୍ଠିତ
ବାଲିଅନ୍ତା,୨0|୬(ଗୋବର୍ଦ୍ଧନ ଦାସ):ଓଡିଶାରେ ଶାସକ ବିଜେପି ସରକାରଙ୍କ ୨ ବର୍ଷ ଫୁର୍ତ୍ତି ଅବସରରେ ବାଲିଅନ୍ତା ବ୍ଲକ ପଞ୍ଚାୟତ ସମିତି ପରିସରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ସଶକ୍ତିକରଣ ଉତ୍ସବ ପାଳନ କରାଯାଇଛି । ଏଥିରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅପରାଜିତା
ଶାନ୍ତିସ୍ତୁପ ଧଉଳି ଓ ବାଲିଅନ୍ତାରେ ଅନ୍ତର୍ଜାତୀୟ ଯୋଗଦିବସ ପାଳିତ
ବାଲିଅନ୍ତା,୨୧|୬:ଭୁବନେଶ୍ୱର ବ୍ଲକ ପ୍ରଶାସନ ପକ୍ଷରୁ ଶାନ୍ତିସ୍ତୁପ ଧଉଳି ଏବଂ ବାଲିଅନ୍ତା ବ୍ଲକ ପକ୍ଷରୁ ବ୍ଲକ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି l ଶାନ୍ତିସ୍ତୁପ ଧଉଳିରେ ଭୁବନେଶ୍ୱର ବ୍ଲକ ଉନ୍ନୟନ ଅଧିକାରୀ ଦେବିପ୍ରସାଦ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ
ଜାତୀୟ ମାନବାଧିକାର କମିଶନଙ୍କ ରିପୋର୍ଟ ତଲବ ଉପରେ ମନୋଜ ଜେନାଙ୍କୁ ଭେଟି ଚାମେଲୀ ଓଝାଙ୍କ ଆଲୋଚନା
ଭୁବନେଶ୍ୱର ତା 20 ରିଖ l ବହୁ ଚର୍ଚିତ କେନ୍ଦ୍ରାପଡ଼ା ଜିଲ୍ଲାର ତିଖିରି ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କୁ କ୍ଷମତାର ଅପବ୍ୟବହାର, ହେପାଜତରେ ଅସଦାଚରଣ ଏବଂ ଆଇନଗତ ସୁରକ୍ଷା ନଦେଇ ଓଲଟା ପୋଲିସ ଦ୍ୱାରା ନିର୍ଯାତନା ମାମଲା କୁ ଜାତୀୟ ମାନବାଧିକାର
Politics
ଜନଗଣନା କାର୍ଯ୍ୟକ୍ରମ ପାଇଁ ନିଯୁକ୍ତି ପତ୍ର ପ୍ରଦାନ