ବାଲିଅନ୍ତା ୦୫/୦୯( ଗୋବର୍ଦ୍ଧନ ଦାସ):-ଶାନ୍ତିସ୍ତୁପ, ଗ୍ରୀନ ଜୟଦେବ ଟ୍ରଷ୍ଟ ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ମିଳିତ ସହଯୋଗରେ ପବିତ୍ର ଗୁରୁ ଦିବସ ଅବସରରେ ନିର୍ମାଣ କଲେଜ ଅଡିଟୋରିୟମରେ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସ୍ତୁପର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ସମାଜସେବୀ ସୁରେଶ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ରୋଟାରୀୟାନ ରବିନ୍ଦ୍ର ସାହୁ, ମାର୍କଫେଡ୍ ଅଧ୍ୟକ୍ଷା କବିତା ପରିଡ଼ା, ଶିକ୍ଷାବିତ୍ ପ୍ରମୋଦ ପାଢ଼ୀ, ନିର୍ମାଣ ଅନୁଷ୍ଠାନର ମୁଖ୍ୟ ସିଦ୍ଧେଶ୍ୱର ମହାନ୍ତି, ମାଗୁଣି ସେଠୀ, ଶିକ୍ଷାବିତ୍ ଲକ୍ଷ୍ମୀଧର ପ୍ରଧାନ ଏବଂ ନାରାୟଣ ବେହେରା ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଜୀବନରେ ଗୁରୁମାନଙ୍କର ମହାନ ଅବଦାନ ଓ ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଶିକ୍ଷାକ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୧୨ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମକୁ ଦୀନବନ୍ଧୁ ଭୋଇ ପରିଚାଳନା କରିଥିବା ବେଳେ ଗୋପାଳ ବେହେରା, ଉମାକାନ୍ତ ବେହେରା ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ପୂର୍ଣ୍ଣ ସହଯୋଗ କରିଥିଲେ।
୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬
Social Share On:
Utkal Bulletin Is Now On WhatsApp Join And Get Latest News Updates Delivered To You Via WhatsApp
Social Share On:
Related News
ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।
ଚିଲିକା, ୫ ।୯: ପ୍ରତିବର୍ଷ ପରି ଚଳିତ ବର୍ଷ ନାଚୁଣୀସ୍ଥ ଅଗ୍ରଣୀ ସାହିତ୍ୟ, ସଂସ୍କୃତି ଓ ସାମାଜିକ ଅନୁଷ୍ଠାନ ଜାଗୃତିକା ତରଫରୁ 'ଆଶିଷ ଭବନ' ଠାରେ ନନ୍ଦ ଉତ୍ସବ ପାଳିତ ହୋଇଯାଇଅଛି । ଯୁବଜ୍ୟୋତି ହାଇସ୍କୁଲର ପ୍ରଧାନ ଶିକ୍ଷକ ଆଶିଷ କୁମାର
୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬
ବାଲିଅନ୍ତା ୦୫/୦୯( ଗୋବର୍ଦ୍ଧନ ଦାସ):-ଶାନ୍ତିସ୍ତୁପ, ଗ୍ରୀନ ଜୟଦେବ ଟ୍ରଷ୍ଟ ଏବଂ ନିର୍ମାଣ ଶିକ୍ଷା ଅନୁଷ୍ଠାନର ମିଳିତ ସହଯୋଗରେ ପବିତ୍ର ଗୁରୁ ଦିବସ ଅବସରରେ ନିର୍ମାଣ କଲେଜ ଅଡିଟୋରିୟମରେ ‘ଜୟଦେବ ଶିକ୍ଷକ ସମ୍ମାନ-୨୦୨୬’ ଅନୁଷ୍ଠିତ ହୋଇଯାଇଛି। ଶାନ୍ତିସ୍ତୁପର ମୁଖ୍ୟ ରଞ୍ଜନ ମହାପାତ୍ରଙ୍କ ସଭାପତିତ୍ୱରେ
କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ
ଚିଲିକା, ୫ । ୯: ଚିଲିକା ବ୍ଲକ ଅନ୍ତର୍ଗତ କୁମାଣ୍ଡଳସ୍ଥ ଯୁବଜ୍ୟୋତି ହାଇସ୍କୁଲ ଠାରେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା 'ଗୁରୁଦିବସ' ପାଳିତ ହୋଇଯାଇଅଛି । ପ୍ରାରମ୍ଭରେ ଅତିଥିମାନେ ବିଶିଷ୍ଟ ଦାର୍ଶନିକ ତଥା ଭାରତର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ତୈଳଚିତ୍ରରେ ଧୂପ
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ଚିଲିକା, ୫ । ୯:ଆଜି ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷି ବିଭାଗ ତରଫରୁ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ପାଠଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭାଗୀୟ କୃଷି ଅଧିକାରୀ ଶ୍ରୀଯୁକ୍ତ ରମାକାନ୍ତ ପରିଡା, କୃଷି ସହାୟକ କୃଷ୍ଣ ଚନ୍ଦ୍ର
ବାଲିଡିହି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗୁରୁଦିବସ ପାଳିତ
ଚିଲିକା, ୫।୯:ଗଣଶିକ୍ଷା ବିଭାଗର ପୂର୍ବ ନିର୍ଦ୍ଦେଶ କ୍ରମେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ବାଲିଡିହି ପରିସର ମଧ୍ୟରେ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ସେଠୀଙ୍କ ସଭାପତିତ୍ବରେ ଗୁରୁ ଦିବସ ମହା ସମାରୋହରେ ପାଳିତ ହୋଇଅଛି। ସର୍ବ ପ୍ରଥମେ ଅଥିତି ଗୁରୁଜୀ ମାନଙ୍କୁ
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ
ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ
ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ
ଚିଲିକା, ୪।୯:ବାଲୁଗାଁସ୍ଥିତ ପ୍ରଜାପିତା ବ୍ରହ୍ମା କୁମାରୀ ଈଶ୍ଵରୀୟ ବିଶ୍ବ ବିଦ୍ୟାଳୟରେପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ ହୋଇଯାଇଅଛି। ପ୍ରଭାତରୁ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟ କ୍ରମ ବ୍ରହ୍ମା କୁମାରୀ ସରିତା ଭଉଣୀ ଓ ଲତା ଭଉଣୀ ତଥା ଭାଇ ମାନଙ୍କ
ପିତୃପୁରୁଷ ପୂଜନ ସଂସ୍କୃତି ସଭ୍ୟତାର ପରିମାପକ /ଡ଼ଃ ବୁଦ୍ଧଦେବ ମିଶ୍ର ପ୍ରଥମ ପିତୃ ଦିବସ ସମ୍ମାନରେ ସମ୍ମାନିତ
ଭୁବନେଶ୍ୱର ତା 03/09/26 ସାମ୍ପ୍ରତିକ ସମୟରେ ପୁଜ୍ୟପୂଜା,ନୈତିକ ମୂଲ୍ୟବୋଧ,ଅବକ୍ଷେୟୀ ଲୋକ ଚରିତ୍ର,ମାନବବାଦ ତଥା ମାତା ପିତୃ ପୂଜନ ପ୍ରମୁଖ ଧୀରେ ଧୀରେ ଲୁପ୍ତପ୍ରାୟ ଅବସ୍ଥାକୁ ଆସିବାକୁ ଯାଉଛି l ଏହି ପରିପ୍ରେକ୍ଷୀରେ "ପିତୃ ଦିବସ " କାର୍ଯ୍ୟକ୍ରମ ଆସନ୍ତା ବର୍ଷ 2027
ବୋଲଗଡ଼ରେ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ ।
ଚିଲିକା,୩ ।୯: ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବଙ୍କୋଇ ସ୍ଥିତ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଉଲ୍ଲାସ ତାଲିମ ଶିବିର ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ରୂପେ ଯୋଗଦେଇ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରମୋଦ
ବାଲୁଗାଁ ଏନ୍.ଏ.ସି. ତରଫରୁ ନିଶାମୁକ୍ତି ଅଭିଯାନ ମଞ୍ଚସ୍ଥ |
ଚିଲିକା, ୨ । ୯:ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ର କର୍ମଚାରୀ ମାନଙ୍କ ଦ୍ଵାରା ନାଟ୍ୟକାର ଭିକାରୀ ଚରଣ ପ୍ରଧାନ ଙ୍କ ରଚିତ, ଅଭିମନ୍ୟୁ ସ୍ବାଇଁ ଙ୍କ ନିର୍ଦ୍ଦେଶିତ ଏବଂ ଜିତେନ୍ଦ୍ର କୁମାର ମହାରଣାଙ୍କ ସଙ୍ଗୀତ ନିର୍ଦ୍ଦେଶିତ ସଚେତନତା ନାଟକ ନିଶା
ସୋନ୍ ନଦୀ ବୁଝାମଣା ଆଶା ସୃଷ୍ଟି କରିଛି, କିନ୍ତୁ ମହାନଦୀ ପାଇଁ ଆବଶ୍ୟକ ନଦୀ ଅବବାହିକା ଭିତ୍ତିକ ସମାଧାନ – ମହାନଦୀ ବଞ୍ଚାଅ ଆନ୍ଦୋଳନ
ମହାନଦୀ ବଞ୍ଚାଅ ଆନ୍ଦୋଳନ୧ ସେପ୍ଟେମ୍ବର ୨୦୨୬ ଭୁବନେଶ୍ୱର ତା ୧l ୯ ଗତକାଲି କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ବିହାର ଓ ଝାଡ଼ଖଣ୍ଡ ମଧ୍ୟରେ ସୋନ୍ ନଦୀ ଜଳ ବଣ୍ଟନ ନେଇ ହୋଇଥିବା ବୁଝାମଣାକୁ ମହାନଦୀ ବଞ୍ଚାଅ ଆନ୍ଦୋଳନ
ବାଲୁଗାଁରେ ସ୍ବାୟତ୍ତ ଶାସନ ଦିବସ ପାଳିତ, ସମୃଦ୍ଧ ସହର ଗଠନ ଲକ୍ଷ୍ୟ I
ଚିଲିକା, ୩୧। ୮:ଆଜି ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଠାରେ ସ୍ବାୟତ୍ତ ଶାସନ ଦିବସ-୨୦୨୬ ମହା ସମାରୋହରେ ପାଳନ କରାଯାଇଛି ।ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଓଡିଶାର ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ ।ଏହି
ଗଙ୍ଗୋତ୍ରୀରୁ ବାଲୁଗାଁ: ଦିର୍ଘ ୨ମାସ ୯ ଦିନର ପଦଯାତ୍ରା ପରେ ବାବା ଉମା ମହେଶ୍ୱର ଦେବଙ୍କ ପୀଠରେ ପହଞ୍ଚିଲେ ୪ କାଉଡ଼ିଆ I
ଚିଲିକା, ୩୧।୮: ବାବା ଉମା ମହେଶ୍ୱରଙ୍କ ପ୍ରତି ଅପାର ଭକ୍ତି । ବାଲୁଗାଁ ପାଟଣାସାହିର ୪ କାଉଡ଼ିଆ ୨ ମାସ ୯ଦିନ ଧରି ପାଦରେ ଚାଲି ଚାଲି ଗଙ୍ଗୋତ୍ରୀରୁ ଜଳ ଆଣି ଆଜି ବାଲୁଗାଁ ଉମାମହେଶ୍ୱର ଦେବଙ୍କପୀଠରେ ଜଳ ଢାଳିଛନ୍ତି ।ଜଙ୍ଗଲ,
ବାଲୁଗାଁରେ ଧୁମଧାମରେ ପାଳିତ ହେଉଛି ଖୁଦୁରୁକୁଣୀ ଓଷା
ଚିଲିକା, ୩ଠା ୮: ଚଳିତ ବର୍ଷ ଆଜିଠାରୁ ଆରମ୍ଭ ହୋଇଛି ପବିତ୍ର ଖୁଦୁରୁକୁଣୀ ଓଷା | ବାଲୁଗାଁରେ ପ୍ରତ୍ୟେକ ଗାଁ ମୁଣ୍ଡରେ ଝିଅ ମାନଙ୍କ ଭିଡ଼ ଦେଖିବାକୁ ମିଳିଛି ।ଆଜି ଭାଦ୍ରବ ମାସ ପ୍ରଥମ ରବିବାରରୁ ସାରା ଓଡ଼ିଶା ସହ ବାଲୁଗାଁ
ବାଲୁଗାଁ ପୋଲିସ୍ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ
ଚିଲିକା,୩୦ା୮: ନିଶା ମୁକ୍ତ ଭାରତ ଅଭିଯାନ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲା ପୋଲିସ୍ ନିର୍ଦ୍ଦେଶକ୍ରମେ ବାଲୁଗାଁ ପୋଲିସ୍ ପକ୍ଷରୁ ବାଲୁଗାଁ ଅଞ୍ଚଳର ବିଭିନ୍ନ ସ୍କୁଲ ଓ କଲେଜ ମାନଙ୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କୁ
ସାଧାରଣ ନାଗରିକଙ୍କୁ ମିଳୁ ସମ୍ମାନ, ଅସାମାଜିକ ତତ୍ତ୍ୱଙ୍କ ବିରୋଧରେହେଉ ଜିରୋ ଟଲରେନ୍ସ – ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର୨୯ ଅଗଷ୍ଟ ୨୦୨୬ ରାଜ୍ୟ ପୋଲିସ ଭବନଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଡିଜିପି ଏବଂ ଆଇଜିପି ସମ୍ମିଳନୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟର ଆଇନ ଶୃଙ୍ଖଳା, ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଏବଂ ଭବିଷ୍ୟତର
ଦୈନିକ ଖବରକାଗଜ “ସଶକ୍ତ ବାର୍ତ୍ତା “ଶୁଭ ଲୋକାର୍ପିତ
ଭୁବନେଶ୍ୱର ତା 29/08/26 ଏକ ଗରିମାମୟ କାର୍ଯ୍ୟକ୍ରମରେ 'ସଶକ୍ତ ବାର୍ତ୍ତା' ଦୈନିକ ଓଡ଼ିଆ ଖବରକାଗଜ ସ୍ଥାନୀୟ ନୟା ପଲ୍ଲୀ ସଶକ୍ତ ଓଡିଶା କାର୍ଯ୍ୟାଳୟ ଠାରେ ଆନୁଷ୍ଠାନିକ ଭାବେ ଉନ୍ମୋଚନ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମାଲୋଚନା ଓ
କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁରକ୍ତଦାନ ଉତ୍ସବ-୨୦୨୬
ବାଲିଅନ୍ତା ୨୯/୦୮/୨୬(ଗୋବର୍ଦ୍ଧନ ଦାସ):- କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ତରଫରୁ ରକ୍ତଦାନ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । କଳିଙ୍ଗ ସଂସ୍କୃତି ଓ ଐତିହ୍ୟ ସୁରକ୍ଷା ମଞ୍ଚ (କାପୋକ) ର ଅଧ୍ୟକ୍ଷ ତଥା ଓଡିଶା ଖଦି ଓ ଗ୍ରାମୋଦ୍ୟୋଗ
ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟରେ ଜାତୀୟ କ୍ରୀଡା ଦିବସ ପାଳିତ
ଚିଲିକା, ୨୯। ୮: ବେଗୁନିଆ ମଣ୍ଡଳ ଅନ୍ତର୍ଗତ ପିଏମ ଶ୍ରୀ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ଶାରୀରିକ ଶିକ୍ଷା ଶିକ୍ଷକ ପ୍ରଭାତ କୁମାର ନିଶଙ୍କଙ୍କ ତତ୍ୱାବଧାନରେ ଏବଂ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ ପୌରୋହିତ୍ୟରେ ଜାତୀୟ କ୍ରୀଡା ଦିବସ ପାଳିତ
ରାକ୍ଷୀ ପୂର୍ଣ୍ଣିମାରେ ଚିଲିକା ଖଣ୍ଡରେ ଏକତା, ଭାଇଚାରା ଓ ରାଷ୍ଟ୍ରହିତର ବାର୍ତ୍ତା
ଚିଲିକା, ୨୯ ।୮: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସ୍ୱୟଂସେବକ ଭାଇମାନଙ୍କ ପକ୍ଷରୁ ଚିଲିକା ଖଣ୍ଡ ଅଞ୍ଚଳରେ ଏକତା, ଭାଇଚାରା, ସାମାଜିକ ସଦ୍ ଭାବନା ଓ ରାଷ୍ଟ୍ରହିତର ବାର୍ତ୍ତା ପ୍ରଚାର କରାଯାଇଛି। ଏହି ଅବସରରେ ଚିଲିକା ଖଣ୍ଡ
Politics
ନାଚୁଣୀ ମହାବିଦ୍ୟାଳୟରେ ଉଦ୍ୟାନ କୃଷିର ସଫଳ ପ୍ରୟୋଗ ସମ୍ବନ୍ଧୀୟ ଆଲୋଚନା ଚ଼କ୍ର
ବାଲୁଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ
Entertainment
ଜାଗୃତିକା ତରଫରୁ ନନ୍ଦ ଉତ୍ସବ ପାଳିତ ।
୧୨ ଜଣ ଶିକ୍ଷକ ପାଇଲେ ଜୟଦେବ ଶିକ୍ଷକ ସମ୍ମାନ ୨୦୨୬
କୁମାଣ୍ଡଳ ଯୁବ ଜ୍ୟୋତି ହାଇସ୍କୁଲରେ ଗୁରୁଦିବସ ପାଳିତ